ସୌରୀନ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ, NBW ପାଇଁ JMFC କୋର୍ଟରେ ଆବେଦନ କଲା କମିଶନରେଟ ପୁଲିସ
 

Odisha Police To Move Court For NBW Against Absconding Singer Sourin Bhatt
 
Odisha Police To Move Court For NBW Against Absconding Singer Sourin Bhatt
ସୌରୀନ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ
 

ଓଡ଼ିଆ ଗସିପ୍ ବ୍ୟୁରୋ: କଣ୍ଠଶିଳ୍ପୀ ସୌରୀନ ଭଟଙ୍କ ପାଇଁ ବଢ଼ିଲା ଅଡ଼ୁଆ । ସୌରୀନ ଭଟଙ୍କ ବିରୁଦ୍ଧରେ ଜାମିନବିହୀନ ୱାରେଣ୍ଟ( NBW ) ପାଇଁ କୋର୍ଟ ଗଲା ପୁଲିସ । NBW ପାଇଁ JMFC କୋର୍ଟରେ ଆବେଦନ କଲା କମିଶନରେଟ ପୁଲିସ।

ଅଧିକ ପଢ଼ନ୍ତୁ: ଡାଇବେଟିସ ହେବା ପୂର୍ବରୁ ଶରୀରରେ ଦେଖା ଦିଏ ଏସବୁ ଲକ୍ଷଣ, ଜାଣି ନାହାନ୍ତି ଯଦି ଏବେ ହିଁ ଜାଣି ରଖନ୍ତୁ

ସୌରୀନ ଦୀର୍ଘ ଦିନ ଧରି ଧରା ଛୁଆଁ ନେଦେବାରୁ ଏହି ପଦକ୍ଷେପ ଗ୍ରହଣ କଲା ପୁଲିସ । ଜୈନିକ ଯୁବତୀ ସୌରୀନ ବିରୁଦ୍ଧରେ ଯୌନ ଶୋଷଣ ଅଭିଯୋଗ ଆଣି ମହିଳା ଥାନାରେ ଅଭିଯୋଗ କରିଛନ୍ତି।

ଅଧିକ ପଢ଼ନ୍ତୁ: ଜାଣିବାକୁ ଚାହୁଁଛନ୍ତି କି କେମିତି କଟିବ ଆପଣଙ୍କ ଏହି ସପ୍ତାହ, ପଢନ୍ତୁ ଏ ସପ୍ତାହର ରାଶିଫଳ…

ପୂର୍ବରୁ ସୌରୀନ ଦୁଇଟି ବ୍ୟାଙ୍କ ଆକାଉଣ୍ଟ ଫ୍ରିଜ କରିଛି ପୁଲିସ। ସୌରୀନଙ୍କ ବିରୁଦ୍ଧରେ ଲୁକ ଆଉଟ ସାରକୁଲାର ମଧ୍ୟ ଜାରି ହୋଇଛି ।

ଅଧିକ ପଢ଼ନ୍ତୁ: ଇସ୍ତଫା ଦେଲେ ସୌମ୍ୟରଂଜନ ପଟ୍ଟନାୟକ, ତନୟା ପଟ୍ଟନାୟକ ହେଲେ ସମ୍ବାଦର ନୂଆ ସଂପାଦକ