ପରିବାର ସଦସ୍ୟଙ୍କ ମଧ୍ୟରେ ତିକ୍ତତା ଦୂର ହେବା ସହ ଚାକିରି ନିଷ୍ପତ୍ତି ପାଇଁ ଦ୍ବନ୍ଦ୍ବରେ ରହିବେ! ପଢନ୍ତୁ ରାଶିଫଳ
ଓଡ଼ିଆ ଗସିପ୍ ବ୍ୟୁରୋ: ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତା ସହ ଚଳିବ ପଡ଼ିବ ଆସନ୍ତୁ ଜାଣିବା ....
ମେଷ: ଖୁସି ଖବର ମିଳିବ। ଚାକିରିରେ ସଫଳତା ମିଳିବ। ଅର୍ଥ ନିବେଶ କରିବା ପାଇଁ ଭଲ ସମୟ। ଭବିଷ୍ୟତ ପାଇଁ ଅର୍ଥ ସଞ୍ଚୟ କରିବେ। ନିଜ ଭୁଲ୍କୁ ସୁଧାରିବେ। ଧାର୍ମିକ ଯାତ୍ରା ଯୋଗ ଅଛି।
ବୃଷ: ଦିନଟିରେ ସଫଳତା ପ୍ରାପ୍ତି ହେବ। ସୃଜନାତ୍ମକ କାମ ପ୍ରତି ଆଗ୍ରହ ବଢ଼ିବ। ଅଧିକ ଖର୍ଚ୍ଚାନ୍ତ ହେବେ। ବନ୍ଧୁଙ୍କ ସହଯୋଗ ମିଳିବ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ଛାତ୍ରଛାତ୍ରୀ କୃତକାର୍ଯ୍ୟ ହେବେ।
ଅଧିକ ପଢନ୍ତୁ : ଶୀତଦିନେ ସେକ୍ସ କରିବାକୁ ଅଧିକ ଇଚ୍ଛା ହୁଏ କାହିଁକି? ଜାଣନ୍ତୁ ଏହା ପଛର ବୈଜ୍ଞାନିକ କାରଣ
ମିଥୁନ: ପରିବାର ସଦସ୍ୟଙ୍କ ସହଯୋଗ ମିଳିବ। ରାଜନୀତିରେ ସକ୍ରିୟ ହେବେ। ବନ୍ଧୁଙ୍କ ସହ ବୁଲିବାକୁ ଯିବେ। ଅଫିସ୍ରେ ପଦୋନ୍ନତି ସମ୍ଭାବନା ଅଛି। ଛାତ୍ରଛାତ୍ରୀ ପ୍ରବେଶିକା ପରୀକ୍ଷା ଲାଗି ପ୍ରସ୍ତୁତି କରିବେ।
କର୍କଟ: ଅଫିସ୍ରେ ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ବ୍ୟବସାୟରୁ ଲାଭ ମିଳିବ। ଅର୍ଥ ନିବେଶରୁ ଦୂରେଇ ରୁହନ୍ତୁ। ପୁରୁଣା ବନ୍ଧୁଙ୍କ ସହ ଭେଟ ହେବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।
ଅଧିକ ପଢନ୍ତୁ : ସ୍ବାସ୍ଥ୍ୟ ସମସ୍ୟା ଉପୁଜିବା ସହ ପରିବାରରେ ତିକ୍ତତା ଦେଖାଦେବ, ଜାଣନ୍ତୁ କେମିତି କଟିବ ଏହି ସପ୍ତାହ, ପଢନ୍ତୁ ସାପ୍ତାହିକ ରାଶିଫଳ…
ସିଂହ: ଦିନଟି ମିଶ୍ରଫଳ ପ୍ରଦାନ କରିବ। ବ୍ୟବସାୟ ସମ୍ବନ୍ଧିତ ନୂଆ ଯୋଜନାରୁ ବଞ୍ଚିତ ରହିବେ। ମନ ଖୁସି ରହିବ। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ସନ୍ତାନଙ୍କ ଭବିଷ୍ୟତକୁ ନେଇ ପିତାମାତା ଚିନ୍ତାରେ ରହିବେ।
କନ୍ୟା: ଆର୍ଥିକ ସ୍ଥିତି ଭଲ ରହିବ। ସୁଖଦ ଯାତ୍ରା ଯୋଗ ଅଛି। ଶିକ୍ଷା କ୍ଷେତ୍ରରେ ସଫଳତା ପ୍ରାପ୍ତ ହେବ। ଭାଇ, ଭଉଣୀଙ୍କ ସହଯୋଗ ମିଳିବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ବ୍ୟସ୍ତତା ଭିତରେ ସମୟ କଟିବ।
ତୁଳା: ପ୍ରେମ ସମ୍ପର୍କରେ ପ୍ରଗାଢ଼ତା ଆସିବ। ଛାତ୍ରଛାତ୍ରୀ କର୍ମଚଞ୍ଚଳ ହେବେ। ଆଇନଜୀବୀଙ୍କୁ ସଫଳତା ମିଳିବ। ଘରକୁ ଅତିଥି ଆଗମନ ହେବ। ଜୀବନସାଥୀଙ୍କ ନୂଆ କାମକୁ ନେଇ ଖୁସି ଅନୁଭବ କରିବେ।
ବିଛା: ଘରେ ଧନଧାନ୍ୟ ବୃଦ୍ଧି ହେବ। ବିବାହ ପ୍ରସ୍ତାବ ସ୍ଥିର ହେବ। ଘରେ ମାଙ୍ଗଳିକ କାର୍ଯ୍ୟକ୍ରମ ଆୟୋଜନ ହେବ। ପରିବାର ସଦସ୍ୟଙ୍କ ମଧ୍ୟରେ ତିକ୍ତତା ଦୂର ହେବ। ଉଚ୍ଚଶିକ୍ଷା ଲାଗି ଉତ୍ତମ ସମୟ।
ଅଧିକ ପଢନ୍ତୁ : କେଉଁ କାରଣ ପାଇଁ ଗୋଡ଼ ବିନ୍ଧେ? ଜାଣିଲେ ଆଶ୍ଚର୍ଯ୍ୟ ହେବେ...
ଧନୁ: ଯାତ୍ରା ସମୟରେ ମୂଲ୍ୟବାନ ଜିନିଷ ହଜିବା ସମ୍ଭାବନା ଅଛି। ଅଫିସ୍ରେ ମାନସମ୍ମାନ ବଢ଼ିବ। ଅନଲାଇନ କାର୍ଯ୍ୟରୁ ଲାଭ ମିଳିବ। ଜବୀନସାଥୀଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଦେଖା ଦେବ।
ମକର: ଚାକିରି ନିଷ୍ପତ୍ତି ପାଇଁ ଦ୍ବନ୍ଦ୍ବରେ ରହିବେ। ଛାତ୍ରଛାତ୍ରୀ ଅଧିକ ପରିଶ୍ରମ କରିବେ। ପ୍ରେମିକ ପ୍ରେମିକାଙ୍କ ମଧ୍ୟରେ ଭୁଲ୍ ବୁଝାମଣା ଦେଖାଦେବ। ସମାଜସେବାରେ ନିଜକୁ ନିୟୋଜିତ କରିବେ।
କୁମ୍ଭ: କାର୍ଯ୍ୟରେ ବାଧା ଆସିବ। ବ୍ୟବହାରରେ ନିୟନ୍ତ୍ରଣ ରକ୍ଷା କରିବେ। ଭାବିଚିନ୍ତି ଖର୍ଚ୍ଚ କରିବେ। କୌଣସି ଦୁର୍ଘଟଣା ଘଟିବା ସମ୍ଭାବନା ଅଛି। ଅଚାନକ ଦୂର ସ୍ଥାନକୁ ଯାତ୍ରା କରିବେ। ଚିନ୍ତାରେ ରହିବେ।
ମୀନ: ଦିନଟି ଉତ୍ସାହଜନ ରହିବ ନାହିଁ। ଘରେ ପୂଜାପାଠ ଆୟୋଜନ କରିବେ। ନିଜ ପସନ୍ଦର କାର୍ଯ୍ୟ କରିବେ। ସ୍ବାଦିଷ୍ଠ ଖାଦ୍ୟ ଖାଇବେ। ପାରିବାରିକ ଜୀବନ ସୁଖମୟ ହେବ। ଗୁରୁଜନଙ୍କ ସହଯୋଗ ମିଳିବ।
ଅଧିକ ପଢନ୍ତୁ :ସକାଳ ବା ପାହାନ୍ତିଆ ସେକ୍ସ ଶରୀରକୁ ଦେଇଥାଏ ଏହି ସବୁ ଫାଇଦା, ଜାଣି ନାହାନ୍ତି ଯଦି ଏବେ ହିଁ ଜାଣି ରଖନ୍ତୁ