ଆର୍ଥିକ ଚିନ୍ତା ପାଇଁ ଅସ୍ଥିର ରହିବା ସହ କୌଣସି ଦିଗରୁ ଆଘାତ ପାଇବେ, ପଢନ୍ତୁ ଆଜିର ରାଶିଫଳ 
 

Horoscope for Monday 16 october 2023
 
 
Horoscope for Monday 16 october 2023
ପଢନ୍ତୁ ଆଜିର ରାଶିଫଳ 
 

ଓଡ଼ିଆ ଗସିପ୍ ବ୍ୟୁରୋ: କେଉଁ ରାଶିର ଲୋକଙ୍କ ପାଇଁ ଆଜିର ଦିନଟି ଭଲରେ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତା ସହ ଚଳିବ ପଡ଼ିବ ଜାଣନ୍ତୁ...।

ମେଷ: କୌଣସି ଦିଗରୁ ଆଘାତ ପାଇପାରନ୍ତି। କାର୍ଯ୍ୟଚାପ ରହିବ। ସକାରାତ୍ମକ ଭାବନାରେ ଆଗକୁ ବଢ଼ନ୍ତୁ। ରଚନାତ୍ମକ କାମରେ ମନୋନିବେଶ କରିବେ। ପ୍ରେମ ଓ ଦାମ୍ପତ୍ୟ ଜୀବନରେ ମଧୁରତା ବୃଦ୍ଧି ପାଇବ।

ଅଧିକ ପଢ଼ନ୍ତୁ: ପ୍ରେମିକା ସହ ଶାରୀରିକ ସମ୍ପର୍କ ରଖୁଥିଲେ ଯୁବତୀ, ଦେଖିଦେବାରୁ ଦୁଇ ସାନ ଭଉଣୀଙ୍କୁ ହତ୍ୟା କଲା ବଡ ଭଉଣୀ 

ବୃଷ: ଆଜି ମହିଳାମାନଙ୍କୁ ଶୁଭ ଫଳ ମିଳିବ। ଦୂର ସମ୍ପର୍କୀୟଙ୍କ ସହ ସାକ୍ଷାତ ହୋଇପାରେ। ନୂତନ ପ୍ରୋଜେକ୍ଟ ଆରମ୍ଭ କରିବେ। ଛାତ୍ରଛାତ୍ରୀମାନେ ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଫଳତା ପାଇବେ।

ମିଥୁନ: ଭବିଷ୍ୟତ ବିଷୟରେ ଚିନ୍ତା କରନ୍ତୁନି। ନକାରାତ୍ମକ ଲୋକଙ୍କ ସହ ଦୂରେଇ ରୁହନ୍ତୁ। ବିଶେଷବ୍ୟକ୍ତିଙ୍କ ସହଯୋଗ ପାଇବେ। ଜୀବନସାଥୀଙ୍କ ସହ ଲାଗି ରହିଥିବା ମନୋମାଳିନ୍ୟ ଦୂର ହେବ।

ଅଧିକ ପଢ଼ନ୍ତୁ: ୩୦ ବର୍ଷ ପରେ ଘଟିବାକୁ ଯାଉଛି ଏହି ଦୁର୍ଲଭ ଯୋଗ, ନବରାତ୍ରୀରେ ସମୟରେ ବଦଳିବ ଏହି ୩ ରାଶି ଜୀବନ...

କର୍କଟ: ପରିବାରବର୍ଗଙ୍କୁ ନିଜ ଯୋଜନାରେ ସହମତ କରାଇନେବେ। ଆର୍ଥିକ ସ୍ଥିରତା ବଜାୟ ରହିବ। ବିଜ୍ଞାନ, କଳା କ୍ଷେତ୍ରରେ ସଫଳତା ପାଇବେ। ମହିଳାମାନେ ଭାବପ୍ରବଣ ହୋଇ ଭୁଲ୍‌ ନିଷ୍ପତ୍ତି ନେଇପାରନ୍ତି।

ସିଂହ: ଆର୍ଥିକ ଚିନ୍ତା ପାଇଁ ଅସ୍ଥିର ହୋଇପାରନ୍ତି। କର୍ମକ୍ଷେତ୍ରରେ କାର୍ଯ୍ୟଭାର ଅଧିକ ରହିବ। ବନ୍ଧୁବାନ୍ଧବଙ୍କ ସାହାଯ୍ୟ ପାଇବେ। ଛାତ୍ରଛାତ୍ରୀ ପାଠପଢ଼ାରେ ଅଧିକ ଧ୍ୟାନ ଦିଅନ୍ତୁ।

କନ୍ୟା: ପୂର୍ବ କଥାକୁ ଚିନ୍ତା କରି ଅବସାଦରେ ରହିବେ। କୋର୍ଟକଚେରୀ ମାମଲାରେ ଅନୁଭବୀ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ। ବିଭିନ୍ନ କ୍ଷେତ୍ରରେ ସଫଳତା ପାଇବେ। ମହିଳାମାନେ ସ୍ବାଭିମାନୀ ହେବେ।

ଅଧିକ ପଢ଼ନ୍ତୁ: ୧୭୮ ବର୍ଷ ପରେ ସୂର୍ଯ୍ୟ ପରାଗରେ ଦୁର୍ଲଭ ଯୋଗ, ୩ ରାଶିଙ୍କ ପାଇଁ ଶୁଭ ସମୟ, ଧନଲାଭ ସହ ବଢି଼ବ ବ୍ୟାଙ୍କ ବାଲାନ୍ସ,!

ତୁଳା: ପରିବାର ମଧ୍ୟରେ ତିକ୍ତତା ଦେଖାଦେବ। ଆର୍ଥିକ ସ୍ଥିତିରେ ପରିବର୍ତ୍ତନର ସମ୍ଭାବନା ଦେଖାଦେବ। ଜୀବନସାଥୀଙ୍କ ପରାମର୍ଶ ଲୋଡ଼ିବେ। କୌଣସି ଶୁଭ ଖବର ପାଇପାରନ୍ତି। ଅତିଥି ଆଗମନରେ ଉତ୍ସାହିତ ହେବେ।

ବିଛା: ବୁଦ୍ଧି ବିବେକ ଅନୁଯାୟୀ ସମସ୍ୟାର ସମାଧାନ କରିବେ। ଶୁଭେଚ୍ଛୁମାନଙ୍କ ସାହାଯ୍ୟ ପାଇପାରନ୍ତି। ମହିଳାମାନେ ଘରୋଇ କାର୍ଯ୍ୟରେ ବ୍ୟସ୍ତ ରହିବେ। ଦୀର୍ଘଦିନର ସ୍ବପ୍ନ ପୂରଣ ହେବ।

ଧନୁ: ଅତ୍ୟଧିକ ପରିଶ୍ରମ କରି କ୍ଳାନ୍ତ ଅନୁଭବ କରିବେ। ଆର୍ଥିକ ସ୍ଥିତି ଚିନ୍ତାଜନକ ହୋଇପାରେ। କୌଣସି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେବା କଠିନ ହୋଇପାରେ। ଛାତ୍ରଛାତ୍ରୀ ଅସ୍ଥିରମନା ହେବେ।

ଅଧିକ ପଢ଼ନ୍ତୁ: ଓଏଏସ୍‌‌ ସ୍ତରରେ ଅଦଳ ବଦଳ କଲେ ରାଜ୍ୟ ସରକାର, ଜାଣନ୍ତୁ କେଉଁ ଅଧିକାରୀ କେଉଁଠି ପାଇଲେ ନିଯୁକ୍ତି

ମକର: କାର୍ଯ୍ୟକ୍ଷେତ୍ରରେ ନିଜ ପ୍ରତିଭାର ପ୍ରଦର୍ଶନ କରିବେ। ଅଚାନକ ଧନଲାଭ ହେବ। ଅନ୍ତରଙ୍ଗ ବନ୍ଧୁଙ୍କ ସହ ସାକ୍ଷାତ ହେବ। ଛାତ୍ରଙ୍କ ଲାଗି ଦିନଟି ଉତ୍ତମ। ଜୀବନସାଥୀଙ୍କ ପରାମର୍ଶ ଲୋଡ଼ିବେ।

କୁମ୍ଭ: ପରିବାରର ଦାୟିତ୍ବଭାର ବଢ଼ିବ। ଦେହ ଓ ମନ ଭଲ ରହିବ। ବନ୍ଧୁ ସହଯୋଗରେ ଯୋଜନା ସଫଳ ହେବ। ଗୁରୁଜନଙ୍କଠାରୁ ପ୍ରେରଣା ପାଇବେ। ଅବିବାହିତମାନଙ୍କର ବିବାହ ସ୍ଥିର ହୋଇପାରେ।

ମୀନ: ଧାର୍ମିକ କାର୍ଯ୍ୟରେ ଆସ୍ଥା ବଢ଼ିବ। ବ୍ୟବସାୟ କାମରେ ରାଜ୍ୟ ବାହାରକୁ ଯାଇପାରନ୍ତି। ନୂତନ ନିଯୁକ୍ତି ପାଇବାର ଯୋଗ ରହିଛି। ମହିଳାମାନେ ନିଜ ସୃଜନଶୀଳତାର ପରିଚୟ ଦେବେ।

ଅଧିକ ପଢ଼ନ୍ତୁ: ରାହୁ ଗୋଚର ଫଳରେ ସୃଷ୍ଟି ହେବ ଭୟଙ୍କର ପରିସ୍ଥିତି, ଏହି ରାଶିରେ ଲୋକଙ୍କ ଉପରେ ୨୦୨୫ ପର୍ଯ୍ୟନ୍ତ ପଡିବ ପ୍ରଭାବ