କୌଣସି କଥାକୁ ନେଇ ଚିନ୍ତାରେ ରହିବା ସହ ଏହି ରାଶି ବ୍ୟକ୍ତିଙ୍କ ଅଟକି ରହିଥିବା କାର୍ଯ୍ୟ ପୂରା ହେବ! ପଢନ୍ତୁ ଆଜିର ରାଶିଫଳ 
 

Horoscope for Thursday 30th May 2024
 
 
Horoscope for Thursday 30th May 2024
ପଢନ୍ତୁ ଆଜିର ରାଶିଫଳ 
 

ଓଡ଼ିଆ ଗସିପ୍ ବ୍ୟୁରୋ: ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲରେ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତାର ସହ ଚଳିବାକୁ ପଡ଼ିବ ଆସନ୍ତୁ ଜାଣିବା...

ମେଷ: ବରିଷ୍ଠ ଅଧିକାରୀ ଆପଣଙ୍କ କାର୍ଯ୍ୟରେ ଖୁସି ହେବେ। ବ୍ୟବସାୟରେ ସମସ୍ୟା ଦେଖା ଦେବ। କୌଣସି କଥାକୁ ନେଇ ଚିନ୍ତାରେ ରହିବେ। ନୂଆ କାମରେ ପରିବାରର ସହଯୋଗ ମିଳିବ।

ବୃଷ: ଦିନଟି ମିଶ୍ରଫଳ ପ୍ରଦାନ କରିବ। କାର୍ଯ୍ୟରେ ପଦୋନ୍ନତି ସମ୍ଭାବନା ରହିବ। ଛାତ୍ରଛାତ୍ରୀଙ୍କୁ ଶୁଭଫଳ ମିଳିବ। ଅଟକି ରହିଥିବା କାର୍ଯ୍ୟ ପୂରା ହେବ। ଘରେ ପୂଜାପାଠ ଆୟୋଜନ କରିବେ।

ମିଥୁନ: ନିଜ ଦାୟିତ୍ବ ସୁଚାରୁରୂପେ ତୁଲାଇବେ। ଧନ ବ୍ୟୟର ଯୋଗ ରହିଛି। ଭାଇ, ଭଉଣୀଙ୍କ ମନୋମାଳିନ୍ୟ ଦୂର ହେବ। ରାଜନୀତିରେ ସଫଳତା ମିଳିବ।

ଅଧିକ ପଢନ୍ତୁ : ନଖରୁ ଜାଣନ୍ତୁ ଆପଣଙ୍କ ଲିଭର୍ ଠିକ୍‌ ଅଛି କି ନାହିଁ ? ନଖର ରଙ୍ଗ ଏସବୁ ଗମ୍ଭୀର ରୋଗର ଦିଏ ସଙ୍କେତ...

କର୍କଟ: ଚାକିରିଆଙ୍କୁ ଧନ ପ୍ରାପ୍ତି ଯୋଗ ଅଛି। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ଯାନବାହନ କିଣିପାରନ୍ତି। କୌଣସି ଇଚ୍ଛା ପୂରଣ ହେବ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ।

ସିଂହ: ଦୂର ସ୍ଥାନକୁ ଯାତ୍ରା କରିବେ। ନୂଆ ଲୋକଙ୍କ ସହ ସମ୍ପର୍କ ଘନିଷ୍ଠ ହେବ। ଅଧିକ ଖର୍ଚ୍ଚାନ୍ତ ହେବେ। ଛାତ୍ରଛାତ୍ରୀ ବିଦେଶ ଯାତ୍ରା କରିବେ। କଥାରେ ମଧୁରତା ରଖିବେ।

କନ୍ୟା: ବନ୍ଧୁଙ୍କ ସହାୟତାରେ ଆୟର ନୂଆ ମାର୍ଗ ଉନ୍ମୁକ୍ତ ହେବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ପୂଜାପାଠରେ ସାମିଲ ହେବେ। ପ୍ରେମ ଜୀବନରେ ମଧୁରତା ଆସିବ।

ତୁଳା: ପୈତୃକ ସମ୍ପତ୍ତିରେ ବିବାଦ ଦେଖା ଦେବ। ପୂର୍ବରୁ କରିଥିବା ନିବେଶରୁ ଲାଭ ମିଳିବ। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ଜୀବନସାଥୀଙ୍କ ସହଯୋଗ ମିଳିବ।

ଅଧିକ ପଢନ୍ତୁ : ଜୁନରେ ସୃଷ୍ଟି ହେବ ବିରଳ ଏବଂ ପ୍ରଭାବଶାଳୀ ପଞ୍ଚଗ୍ରାହୀ ଯୋଗ, ବଦଳିବ ଏହି ୩ ରାଶିର ଭାଗ୍ୟ!

ବିଛା: ବ୍ୟାଙ୍କ ଚାକିରିଆଙ୍କୁ କୌଣସି ଖୁସି ଖବର ମିଳିବ। ପିଲାଙ୍କ ସହ ସମୟ ଅତିବାହିତ କରିବେ। ପରିବାର ସହ କୌଣସି ସ୍ଥାନକୁ ବୁଲିବାକୁ ଯିବେ। ସ୍ବାସ୍ଥ୍ୟରେ ସୁଧାର ହେବ।

ଧନୁ: ଅର୍ଥ ସଞ୍ଚୟ କରିବେ। ଭବିଷ୍ୟତର କୌଣସି ଯୋଜନାକୁ ନେଇ ଚିନ୍ତାରେ ରହିବେ। ପାରିବାରିକ ଜୀବନ ସୁଖମୟ ହେବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହେବ।

ମକର: ସମୟ ପୂର୍ବରୁ କାର୍ଯ୍ୟ ଶେଷ କରିବେ। ବ୍ୟବସାୟରେ ପରିବର୍ତ୍ତନ ଆଣିବା ଲାଗି ଘରର ଗୁରୁଜନଙ୍କ ସହ ଆଲୋଚନା କରିବେ। ଜମି କିଣାବିକାକୁ ନେଇ ନୂଆ ଯୋଜନା କରିବେ।

କୁମ୍ଭ: ପ୍ରେମ ଜୀବନରେ ପ୍ରଗାଢ଼ତା ଆସିବ। ଭବିଷ୍ୟତ ଲାଗି ଅର୍ଥ ନିବେଶ କରିବେ। ଛାତ୍ରଛାତ୍ରୀ ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ପ୍ରସ୍ତୁତି କରିବେ। ପଡ଼ୋଶୀଙ୍କ ସହ ମତାନ୍ତର ଦେଖା ଦେବ।

ମୀନ: ଭଜନ, କୀର୍ତ୍ତନରେ ସାମିଲ ହେବେ। କୌଣସି କାମରେ ପରିବାରର ସହଯୋଗ ମିଳିବ। ବିରୋଧୀଙ୍କଠାରୁ ଦୂରତ୍ବ ରକ୍ଷା କରିବେ।

ଅଧିକ ପଢନ୍ତୁ : ଡାଇସେଟିସ୍ ରୋଗୀ ସାବଧାନ! ରାତିରେ ଖାଆନ୍ତୁ ନାହିଁ ଏହି ୪ଟି ଖାଦ୍ୟ, ଅନକଣ୍ଚ୍ରୋଲ ହୋଇଯିବ ସୁଗାର ଲେବଲ