ଜାଣନ୍ତୁ ଆପଣଙ୍କ ରାଶିରେ ଆଜି କଣ ଅଛି, ଚିନ୍ତାରେ ରହିବେ ଏହି ରାଶିର ଲୋକ, ପଢନ୍ତୁ ରାଶିଫଳ 
 

Horoscope for Thursday 5 october 2023
 
 
ପଢନ୍ତୁ ରାଶିଫଳ 
 

ଓଡ଼ିଆ ଗସିପ୍ ବ୍ୟୁରୋ: କେଉଁ ରାଶିର ଲୋକଙ୍କ ପାଇଁ ଆଜିର ଦିନଟି ଭଲରେ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତା ସହ ଚଳିବ ପଡ଼ିବ ଜାଣନ୍ତୁ...।

ମେଷ: ମନରେ ଆଶା- ନିରାଶା ଭାବନା ଆସିପାରେ । ପରିବାରର ସମସ୍ୟା ଯୋଗୁ ଚିନ୍ତିତ ରହିବେ । ଅଧିକ ଖର୍ଚ୍ଚ ହୋଇପାରେ । ବାପାମାଆଙ୍କ ସହ ଦିନଟି ଭଲ ରହିବ । କିଛି କାମରେ ବାଧା ସୃଷ୍ଟି ହୋଇପାରେ । ଆର୍ଥିକ ସ୍ଥିତିରେ ସୁଧାର ଆସିବ ।

ବୃଷ: ପାଠପଢାରେ ରୁଚି ବଢ଼ିବ। ବ୍ୟବସାୟରେ ଭାଇ କିମ୍ବା ଭଉଣୀଙ୍କର ସାହାଯ୍ୟ ମିଳିପାରେ । ମନ ପ୍ରସନ୍ନ ରହିବ । ପାରିବାରିକ ଜୀବନରେ କଠିନ ପରିସ୍ଥିତି ଆସିପାରେ । ଛାତ୍ରଛାତ୍ରୀଙ୍କୁ ଆଜି ସଫଳତା ମିଳିପାରେ । ଆଜି ଆପଣ କଥାବାର୍ତ୍ତା ଠିକ୍‌ ରଖନ୍ତୁ ।

ଅଧିକ ପଢ଼ନ୍ତୁ: ଜାଣିବାକୁ ଚାହୁଁଛନ୍ତି କି କେମିତି କଟିବ ଆପଣଙ୍କ ଏହି ସପ୍ତାହ, ପଢନ୍ତୁ ଏ ସପ୍ତାହର ରାଶିଫଳ…

ମିଥୁନ: ଲୋକଙ୍କ ସହ କଥାବାର୍ତ୍ତା ଠିକ୍‌ ରଖିବା ଉଚିତ୍‌ । କଳାତ୍ମକ କାର୍ଯ୍ୟରେ ରୁଚି ବଢିପରେ । ଚାକିରି ମଳିବାର ସମ୍ଭାବନା ରହିଛି । ଆଜି ଅଧିକ କ୍ରୋଧିତ ହୋଇପାରନ୍ତି । ଖର୍ଚ୍ଚ ଯୋଗୁ ଚିନ୍ତତ ହୋଇପାରନ୍ତି । ପରିବାରରେ ସୁଖ ଶାନ୍ତି ରହିବ । କୌଣସି କାମ ଯୋଗୁ ଠକାମିରେ ପଡି ପାରନ୍ତି ।

କର୍କଟ: ଚିନ୍ତାରେ ରହିବେ କାର୍ଯ୍ୟରେ ସଫଳତା ମିଳିବ । ଅଫିସ ପରିସ୍ଥିତିକୁ ନେଇ ଚିନ୍ତାରେ ରହିବେ । ରାସ୍ତାଘାଟରେ ସତର୍କ ହୋଇ ଯିବା ଆସିବା କରନ୍ତୁ । ପାରିବାରିକ ଜୀବନ ସୁଖମୟ ହେବ ।

ଅଧିକ ପଢ଼ନ୍ତୁ: ଡାଇବେଟିସ ହେବା ପୂର୍ବରୁ ଶରୀରରେ ଦେଖା ଦିଏ ଏସବୁ ଲକ୍ଷଣ, ଜାଣି ନାହାନ୍ତି ଯଦି ଏବେ ହିଁ ଜାଣି ରଖନ୍ତୁ

ସିଂହ: କର୍ତ୍ତବ୍ୟ ପରାୟଣ ହେବେ ପରିବାର ଓ ବନ୍ଧୁଙ୍କ ସହ ଦିନଟି କଟିବ । କର୍ତ୍ତବ୍ୟ ପରାୟଣ ହେବେ । ପରିକ୍ଷା ଏବଂ ପ୍ରତିଯୋଗିତାରେ ଉତ୍ତିର୍ଣ୍ଣ ହେବେ । ଶତ୍ରୁ ବୃଦ୍ଧି ହୋଇ ପାରନ୍ତି । ଆର୍ଥିକ ସ୍ଥିତି ସୁଦୃଢ ହେବ

କନ୍ୟା: ଆର୍ଥିକ ସ୍ଥିତି ସୁଦୃଢ ହେବ କର୍ମକ୍ଷେତ୍ରରେ ଅନେକ ଦିନରୁ ଆଶା ପୂରଣ ହେବ । ଆର୍ଥିକ ସ୍ଥିତି ସୁଦୃଢ ହେବ । ବ୍ୟବସାୟରେ ଅଳ୍ପ ପରିଶ୍ରମ କରି ଅଧିକ ଲାଭ ପାଇବେ । ଶିକ୍ଷା କ୍ଷେତ୍ରରେ ଛାତ୍ରଛାତ୍ରୀ ମାନେ ଅନୁକୂଳ ପରିଣାମ ପାଇବେ । ଜୀବନସାଥୀଙ୍କ ସହ କୌଣସି କାରଣରୁ ମତଭେଦ ହୋଇପାରେ ।

ତୁଳା: ମସ୍ତିଷ୍କ ଶାନ୍ତ ରଖିବେ । ବ୍ୟବସାୟରେ ବୃଦ୍ଧି ହୋଇପାରେ । କୌଣସି କାମରେ ଲାଭ ମିଳିବ । ସାଙ୍ଗର ସାହାଯ୍ୟ ମିଳିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବାକୁ ପଡିବ । ନିଜ ଉପରେ ଆତ୍ମବିଶ୍ୱାସ ରହିବ । ଘରେ ଧାର୍ମିକ କାର୍ଯ୍ୟ ହୋଇପାରେ । ମାତାପିତାଙ୍କ ଦ୍ୱାରା ଆର୍ଥିକ ସାହାଯ୍ୟ ମିଳିବ ।

ବିଛା: ଚାକିରିରେ ଉନ୍ନତି ହୋଇପାରେ । ଆୟରେ ବୃଦ୍ଧି ହୋଇପାରେ । ଖର୍ଚ୍ଚ ବଢିପାରେ । ଘରେ ସୁଖ ମିଳିବ । ମନ ଅଶାନ୍ତ ରହିବ । ପୁରୁଣ ସାଙ୍ଗ ସହ ଭେଟ ହୋଇପାରେ । ଚାକିରିରେ ପରିବର୍ତ୍ତନ ଆସିପାରେ ।

ଅଧିକ ପଢ଼ନ୍ତୁ: ଲିଭର ସୁସ୍ଥ ରହିଲେ ମିଳିବ ଅନେକ ରୋଗରୁ ରକ୍ଷା, ଜାଣନ୍ତୁ ଲିଭରକୁ ସଫା କରିବାର ୭ଟି ଉପାୟ

ଧନୁ: ଅଧିକ ପରିଶ୍ରମ କରିବା ପାଇଁ ପଡିବ ବ୍ୟବସାୟରେ ଉନ୍ନତି ହେବ । ମୂଲ୍ୟବାନ ଦ୍ରବ୍ୟ କିଣିପାରନ୍ତି । ପରିବାରରେ ଶାନ୍ତି ବଜାୟ ରହିବ । ସ୍ୱାସ୍ଥ୍ୟକୁ ନେଇ ଚିନ୍ତାରେ ରହିବେ । ପରିବାର ସହ ସମୟ ବିତାଇବା ପସନ୍ଦ କରିବେ । ଛାତ୍ରଛାତ୍ରୀଙ୍କୁ ଅଧିକ ପରିଶ୍ରମ କରିବା ପାଇଁ ପଡିବ । ମକର: ଅର୍ଥପ୍ରାପ୍ତିର ସମ୍ଭାବନା ରହିଛି ଦାମ୍ପତ୍ୟ ଜୀବନ ସୁଖଦ ରହିବ । ଜୀବନସାଥୀଙ୍କ ସମର୍ଥନ ମିଳିବ । ଅର୍ଥପ୍ରାପ୍ତିର ସମ୍ଭାବନା ରହିଛି । ଦୂରଯାତ୍ରା କରିପାରନ୍ତି । ବନ୍ଧୁଙ୍କ ସହଯୋଗ ମିଳିବ । ଜୀବନସାଥୀଙ୍କ ସହିତ ସମୟ ବିତାଇବେ ।

ମକର: ଅର୍ଥପ୍ରାପ୍ତିର ସମ୍ଭାବନା ରହିଛି ଦାମ୍ପତ୍ୟ ଜୀବନ ସୁଖଦ ରହିବ । ଜୀବନସାଥୀଙ୍କ ସମର୍ଥନ ମିଳିବ । ଅର୍ଥପ୍ରାପ୍ତିର ସମ୍ଭାବନା ରହିଛି । ଦୂରଯାତ୍ରା କରିପାରନ୍ତି । ବନ୍ଧୁଙ୍କ ସହଯୋଗ ମିଳିବ । ଜୀବନସାଥୀଙ୍କ ସହିତ ସମୟ ବିତାଇବେ ।

ଅଧିକ ପଢ଼ନ୍ତୁ: ପାଗ ବଦଳୁଛି, ବର୍ଷାରେ ଶକ୍ତି ବଢ଼ାନ୍ତୁ, ରୋଗ ସହ ଲଢ଼ନ୍ତୁ, ଜାଣନ୍ତୁ କେମିତି ବଢ଼ାଇବେ ରୋଗ ପ୍ରତିରୋଧକ ଶକ୍ତି

କୁମ୍ଭ: ବାଣୀରେ ମଧୁରତା ରହିବ । ଚାକିରିରେ ଉନ୍ନତି ମିଳିପାରେ । ଦୂର ଯାତ୍ରା କରିପାରନ୍ତି । ପରିବାର ଠାରୁ ଦୂରେଇ ପାରନ୍ତି । କୌଣସି କାରଣରୁ ମନ ଦୁଃଖ ରହିପାରେ । ଜୀବନସାଥୀଙ୍କ ସ୍ୱାସ୍ଥ୍ୟ ଠିକ୍‌ ହୋଇଯିବ । ସାଙ୍ଗର ସାହାଯ୍ୟ ମଳିପାରେ ।

ମୀନ: ମନ ପ୍ରସନ୍ନ ରହିବ । ନିଜ ଉପରେ ଆତ୍ମବିଶ୍ୱାସ ରହିବ । ଧନ ପ୍ରାପ୍ତି ହୋଇପାରେ । ସାଙ୍ଗର ସାହାଯ୍ୟ ମିଳିବ । ମାନସିକ ଶାନ୍ତି ରହିବ । ବ୍ୟବସାୟରେ କିଛି କ୍ଷତି ହୋଇପାରେ । ଆଜି ଅଧିକ କ୍ରୋଧିତ ହୋଇପାରନ୍ତି । ଆର୍ଥିକ ସ୍ଥିତିରେ ସୁଧାର ଆସିବ ।

ଅଧିକ ପଢ଼ନ୍ତୁ: ରେସ୍ତୋରାଁ ଉପରେ ଆକସ୍ମିକ ଚଢ଼ାଉ, ଆପତ୍ତିଜନକ ଅବସ୍ଥାରେ ୨୦ଜଣ ଯୁବକ ଓ ଯୁବତୀଙ୍କୁ ଧରିଲା ପୁଲିସ