କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ଗୁରୁତ୍ୱ, ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ସର୍ବନିମ୍ନ ୬ ବର୍ଷ
6 years minimum age for Class 1 admission
Feb 26, 2024, 09:52 IST
ପ୍ରଥମ ଶ୍ରେଣୀରେ ନାମଲେଖା ପାଇଁ ସର୍ବନିମ୍ନ ବୟସ ୬ବର୍ଷ
ଓଡ଼ିଆ ଗସିପ୍ ବ୍ୟୁରୋ:ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ଶିଶୁଙ୍କୁ ସର୍ବନିମ୍ନ ୬ ବର୍ଷ ହୋଇଥିବା ଆବଶ୍ୟକ। ନୂତନ ଜାତୀୟ ଶିକ୍ଷାନୀତି ଓ ଆର୍ଟିଇ ନିୟମ ଅନୁଯାୟୀ ଏହାକୁ ଲାଗୁ କରିବା ପାଇଁ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ଗୁରୁତ୍ୱ ଦେଇଛି।
ଆଧିକ ପଢନ୍ତୁ :ରାଶି ପରିବର୍ତ୍ତନ କରିବେ ଶୁକ୍ର, ଖୁବ୍ ଶୀଘ୍ର ମେଷ ସହ ଧନୀ ହେବାକୁ ଯାଉଛନ୍ତି ଏହି ୪ ରାଶିର ବ୍ୟକ୍ତି!
ଆସନ୍ତା ଶିକ୍ଷାବର୍ଷ ଅର୍ଥାତ ୨୦୨୪-୨୫ ଶିକ୍ଷାବର୍ଷରୁ ନାମଲେଖା ପାଇଁ ସର୍ବନିମ୍ନ ବୟସ ସୁନିଶ୍ଚିତ କରିବା ପାଇଁ ସମସ୍ତ ରାଜ୍ୟ ଓ କେନ୍ଦ୍ର ସାଶିତ ଅଞ୍ଚଳକୁ ନିର୍ଦ୍ଦେଶ ଦେଇଛି। ଏହି ନିର୍ଦ୍ଦେଶନାମା ଅନୁଯାୟୀ ବିଜ୍ଞପ୍ତି ବା ନିର୍ଦ୍ଦେଶନାମା ଜାରି କରିବାକୁ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକୁ କୁହାଯାଇଛି।
ଆଧିକ ପଢନ୍ତୁ : ମନରେ ଦୁଶ୍ଚିନ୍ତା ଓ ଅସ୍ଥିରତା ସହ ଏହି ରାଶିର ବ୍ୟକ୍ତିଙ୍କ କାର୍ଯ୍ୟରେ ପ୍ରତିବନ୍ଧକ ଦେଖାଦେବ! ପଢନ୍ତୁ ଏ ସପ୍ତାହର ରାଶିଫଳ