ପ୍ରମିଳା ମଲ୍ଲିକଙ୍କ ଇସ୍ତଫା ପରେ ସୁଦାମ ମାର୍ଣ୍ଡିଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ଦେଲେ ଏହି ବଡ ଦାୟିତ୍ୱ
 

After pramila malliks resignation Sudam Marndi gets Revenue and Disaster Management ministry of Odisha
 
 
After pramila malliks resignation Sudam Marndi gets Revenue and Disaster Management ministry of Odisha

ସୁଦାମ ମାର୍ଣ୍ଡିଙ୍କୁ ମିଳିଲା ରାଜସ୍ୱ ବିଭାଗ ଅତିରିକ୍ତ ଦାୟିତ୍ୱ

ଓଡ଼ିଆ ଗସିପ୍ ବ୍ୟୁରୋ: ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡିଙ୍କୁ ଗୁରୁବାର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅତିରିକ୍ତ ଦାୟିତ୍ୱ ମିଳିଛି। ପ୍ରମିଳା ମଲ୍ଲିକଙ୍କ ଇସ୍ତଫା ପରେ ସୁଦାମ ମାର୍ଣ୍ଡିଙ୍କୁ ଏହି ଦାୟିତ୍ୱ ଦିଆଯାଇଛି । ଦାୟିତ୍ୱ ମିଳିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସୁଦାମ ମାର୍ଣ୍ଡି କୃତଜ୍ଞତା ଜଣାଇଛନ୍ତି। 

ଅଧିକ ପଢ଼ନ୍ତୁ: ଚାଣକ୍ୟ ନୀତି ଅନୁଯାୟୀ ଭୁଲ୍‌ରେ ବି ସ୍ତ୍ରୀଙ୍କୁ କୁହନ୍ତୁନି ଏହି ୪ ଟି କଥା, ଶାନ୍ତିରେ ବଞ୍ଚିବା ବି ହୋଇଯିବ କାଠିକର ପାଠ

ସୂଚନା ଯୋଗ୍ୟ, ବିଧାନସଭାରେ ବିଜେଡି ପ୍ରାର୍ଥୀ ଭାବେ ବାଚସ୍ପତି ପଦ ପାଇଁ ଗୁରୁବାର ପ୍ରମିଳା ମଲ୍ଲିକ ନାମାଙ୍କନ ଦାଖଲ କରିଛନ୍ତି। ସୂଚନାଥାଉ କି, ବିକ୍ରମ କେଶରୀ ଆରୁଖଙ୍କୁ ମନ୍ତ୍ରୀ କରାଯିବା ପରେ ଦୀର୍ଘ ଦିନ ଧରି ଖାଲି ପଡ଼ିଥିଲା ବିଧାନସଭାର ବାଚସ୍ପତି ପଦ, ଆସନ୍ତାକାଲି ହେବ ବାଚସ୍ପତି ନିର୍ବାଚନ । 

ଅଧିକ ପଢ଼ନ୍ତୁ: ପ୍ରତିଦିନ ସେକ୍ସ କଲେ ଶରୀରକୁ ମିଳିଥାଏ ଏହି ୧୦ଟି ଜବରଦସ୍ତ ଫାଇଦା, ଜାଣି ନାହାନ୍ତି ଯଦି ଏବେ ହିଁ ଜାଣି ରଖନ୍ତୁ

ବାଚସ୍ପତି ପ୍ରାର୍ଥୀ ଭାବେ ନାମାଙ୍କନ ଭରିଛନ୍ତି ରାଜସ୍ୱମନ୍ତ୍ରୀ ପ୍ରମିଳା ମଲ୍ଲିକ । ପ୍ରମିଳାଙ୍କୁ ଗତକାଲି ଦଳ ପକ୍ଷରୁ ବାଚସ୍ପତି ପ୍ରାର୍ଥୀ ଭାବେ ଘୋଷଣଶ କରାଯାଇଥିଲା । ନାମାଙ୍କନ ପତ୍ର ଭରିବା ପୂର୍ବରୁ ପ୍ରମିଳା ତାଙ୍କ ମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ ।

ଅଧିକ ପଢ଼ନ୍ତୁ: ସକାଳ ବା ପାହାନ୍ତିଆ ସେକ୍ସ ଶରୀରକୁ ଦେଇଥାଏ ଏହି ସବୁ ଫାଇଦା, ଜାଣି ନାହାନ୍ତି ଯଦି ଏବେ ହିଁ ଜାଣି ରଖନ୍ତୁ