ଆୟ ବହିର୍ଭୁତ ସମ୍ପତ୍ତିଠୁଳ ଅଭିଯୋଗରେ ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଘରେ ଚାଲିଛି ରେଡ୍‌
 

Chief Civil Supplies Officer Under Odisha Vigilance Scanner
 
Chief Civil Supplies Officer Under Odisha Vigilance Scanner
ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଘରେ ଚାଲିଛି ରେଡ୍‌
 

ଓଡ଼ିଆ ଗସିପ୍ ବ୍ୟୁରୋ: ଭିଜିଲାନ୍ସ ଜାଲରେ ଭୁବନେଶ୍ବର ମୁଖ୍ୟ ଯୋଗାଣ ଅଧିକାରୀ ପ୍ରଶାନ୍ତ କୁମାର ଗନ୍ତାୟତ। ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ମୁଖ୍ୟ ଯୋଗାଣ ଅଧିକାରୀ ପ୍ରଶାନ୍ତ କୁମାର ଗନ୍ତାୟତଙ୍କ ଭୁବନେଶ୍ୱର ଓ ଗଞ୍ଜାମ ଘର ସମେତ ୮ଟି ସ୍ଥାନରେ ଭିଜିଲାନ୍ସ ରେଡ୍‌ କରୁଛି।

ଅଧିକ ପଢନ୍ତୁ :ଏହି ସବୁ ଲକ୍ଷଣ ଦେଖା ଗଲେ ଜମାରୁ କରନ୍ତୁନି ଅଣଦେଖା, ହୋଇପାରେ ହାର୍ଟ ଆଟାକ୍‌, ନଚେତ୍‌...

ଭୁବନେଶ୍ୱର ଓ ଗଂଜାମରେ ଏକକାଳୀନ ଚଢ଼ାଉ ଜାରି ରହିଛି । ଭୁବନେଶ୍ୱର ସ୍ଥିତ କାର୍ଯ୍ୟାଳୟ ଓ ସରକାରୀ ବାସଭବନରେ ଚଢ଼ାଉ କରୁଛି ଭିଜିଲାନ୍ସ ।

ଅଧିକ ପଢନ୍ତୁ :ବିବାହିତ ପୁରୁଷ ମହିଳା ପ୍ରତି କାହିଁକି ଆକର୍ଷିତ ହୁଅନ୍ତି? ଜାଣନ୍ତୁ କଣ କହୁଛି ଚାଣକ୍ୟ ନୀତି ?

ଭୁବନେଶ୍ୱର ଭିଜିଲାନ୍ସ ସ୍ପେଶାଲ ଜଜ୍‌ଙ୍କ ନିର୍ଦ୍ଦେଶ କ୍ରମେ ଭୁବନେଶ୍ୱର ପାଣ୍ଡରା ସ୍ଥିତ ପ୍ଲଟନମ୍ବର ୧୪୮୫ ସ୍ଥିତ ଗୋଟିଏ ମହଲା ଘର, ୧୪୮୪ରେ ଥିବା ତିନି ମହଲା ଘର, ଭବାନୀପୁରରେ ନୀଲାଚଳ ହାଇଟ୍ସର ବରହମପୁର-୨ରେ ଏକ ଆପାର୍ଟମେଣ୍ଟ, ଭୁବନେଶ୍ୱରର ଚନ୍ଦ୍ରଶେଖରପୁରରେ ଅବସ୍ଥିତ ଏକ ଦୁଇ ମହଲା କୋଠା, ଲକ୍ଷ୍ମୀ ସାଗର କେନାଲ ରୋଡରେ ଥିବା ନୀଳାଚଳ ସିଟିରେ ଏକ ଆପାର୍ଟମେଣ୍ଟ, ଭୁବନେଶ୍ବରରେ ଶ୍ରୀ ଗନ୍ତାୟତଙ୍କ ଅଫିସ୍ ଚାମ୍ବର, ଭୁବନେଶ୍ୱର ୟୁନିଟ ୩ ସ୍ଥିତ ସରକାରୀ ବାସଭବନ ଓ ବ୍ରହ୍ମପୁର ବୈଦନାଥପୁର ସ୍ଥିତ ତାଙ୍କ ପୈତୃକ ରେଡ୍‌ ଚାଲିଛି।

ଅଧିକ ପଢନ୍ତୁ :ଯୌନଶକ୍ତି ବଢାଇବ ଏହି ୫ ଖାଦ୍ୟ, ଦରକାର ପଡିବନି ଟାବଲେଟ୍‌ କି କ୍ୟାପସୁଲ୍‌