ଧୂଳିଝଡ଼ ବର୍ଷା ସହ ବଜ୍ରପାତ, ଚାରି ଜିଲ୍ଲାକୁ ସର୍ତକ ସୂଚନା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ଗୋଟେ ପଟେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଦିନକୁ ଦିନ ବଢୁଥିବା ବେଳେ ଅନ୍ୟପଟରେ ସନ୍ଧ୍ୟାରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳୁଛି । ପାଣିପାଗ ଆକଳନ କରି ଆଜି ୪ଟି ଜିଲ୍ଲାରେ ଧୂଳିଝଡ଼ ସହ ବର୍ଷା ଓ ବଜ୍ରପାତ ହେବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଏହି ଜିଲ୍ଲା ଗୁଡ଼ିକ ହେଉଛି ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତି । ଏହି ଜିଲ୍ଲା ଗୁଡ଼ିକରେ ରାତି
 

ଭୁବନେଶ୍ୱର: ଗୋଟେ ପଟେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଦିନକୁ ଦିନ ବଢୁଥିବା ବେଳେ ଅନ୍ୟପଟରେ ସନ୍ଧ୍ୟାରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳୁଛି । ପାଣିପାଗ ଆକଳନ କରି ଆଜି ୪ଟି ଜିଲ୍ଲାରେ ଧୂଳିଝଡ଼ ସହ ବର୍ଷା ଓ ବଜ୍ରପାତ ହେବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

ଏହି ଜିଲ୍ଲା ଗୁଡ଼ିକ ହେଉଛି ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତି । ଏହି ଜିଲ୍ଲା ଗୁଡ଼ିକରେ ରାତି ଯାଏଁ ସତର୍କ ରହିବାକୁ କୁହାଯାଇଛି । ଏହି ମସୟରେ ହାଲ୍‌କା ବର୍ଷା ହେବା ସହ ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । ଫଳରେ ବର୍ଷା ହେଲେ ଲୋକେ ଖରା ତାତିରୁ ତ୍ରାହି ପାଇବେ ।