ସକାଳୁ ସକାଳୁ କଟକ ଚୌଧୁରୀ ବଜାରରେ ଭୟାବହ ଅଗ୍ନିକାଣ୍ଡ, ଘଟଣା ସ୍ଥାନରେ ୪ଟି ଅଗ୍ନିଶମ ଟିମ୍‌ 
 

Fire breaks out at cloth shop in Choudhury Bazar in Cuttack
 
Fire breaks out at cloth shop in Choudhury Bazar in Cuttack
କଟକ ଚୌଧୁରୀ ବଜାରରେ ଭୟାବହ ଅଗ୍ନିକାଣ୍ଡ

ଓଡ଼ିଆ ଗସିପ୍ ବ୍ୟୁରୋ: କଟକ ଚୌଧୁରୀ ବଜାରର ଏକ ଲୁଗା ଦୋକାନରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ସକାଳୁ ସକାଳୁ ଦୋକାନରେ ନିଆଁ ଲାଗିଥିବା ଜଣାପଡ଼ିଛି। ଖବର ପାଇ ଘଟଣା ସ୍ଥାନରେ ୪ଟି ଅଗ୍ନିଶମ ଟିମ୍‌ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା ଜିର ରଖିଛନ୍ତି। 

ଅଧିକ ପଢ଼ନ୍ତୁ: ଏଣିକି ଗାଁରୁ ଗଡ଼ିବ ସରକାରୀ ଗାଡ଼ି, ଓଡିଶା ପହଞ୍ଚିଲା ଲାକ୍‌‌ମୀ ବସ୍‌‌ , ସୁଦୃଢ଼ ହେବ ଗ୍ରାମ୍ୟ ଅର୍ଥନୀତି

ତେବେ ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି। ତଳ ମହଲାରେ ନିଆଁ ଲାଗିବା ପରେ ଉପର ମହଲାକୁ ବ୍ୟାପିଛି। ପ୍ରବଳ ଧୂଆଁ ନିର୍ଗତ ହେଉଥିବା ଚିତ୍ର ଦେଖିବାକୁ ମିଳିଛି। ନିଆଁ ଲାଗି ବ୍ୟାପକ କ୍ଷୟକ୍ଷତି ହୋଇଥିବା ସୂଚନା।

ଅଧିକ ପଢ଼ନ୍ତୁ: ଓଏଏସ୍‌‌ ସ୍ତରରେ ଅଦଳ ବଦଳ କଲେ ରାଜ୍ୟ ସରକାର, ଜାଣନ୍ତୁ କେଉଁ ଅଧିକାରୀ କେଉଁଠି ପାଇଲେ ନିଯୁକ୍ତି