ଆଇଏଏସ୍‌ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ବ 
 

IAS Reshuffle In Odisha
 
 
IAS Reshuffle In Odisha government
ଆଇଏଏସ୍‌ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର

ଓଡ଼ିଆ ଗସିପ୍ ବ୍ୟୁରୋ: ଆଇଏଏସ୍‌ ସ୍ତରରେ ରାଜ୍ୟ ସରକାର ଛୋଟଧରଣର ଅଦଳବଦଳ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ପକ୍ଷରୁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି। ଅନୁପମ ସାହାଙ୍କୁ ଜଗତସିଂହପୁର ଜିଲ୍ଲାପାଳ ଦାୟିତ୍ବ ପ୍ରଦାନ କରାଯାଇଥିବା ବେଳେ ଅରିନ୍ଦମ ଡାକୁଆ କଟକର ନୂଆ ଜିଲ୍ଲାପାଳ ଭାବେ ନିଯୁକ୍ତ ହୋଇଛନ୍ତି। 

ଆଧିକ ପଢନ୍ତୁ : କେମିତି ଜାଣିବେ ହୋଇଛି କି ପେଟ କ୍ୟାନସର ? ହେବା ପୂର୍ବରୁ ଦେଖାଦିଏ ଏସବୁ ଲକ୍ଷଣ 

ସେହିପରି ସମର୍ଥ ବର୍ମାଙ୍କୁ ପୂର୍ତ୍ତ ବିଭାଗ ଅତିରିକ୍ତ ସଚିବ ଭାବେ ଅତିରିକ୍ତ ଦାୟିତ୍ବ ପ୍ରଦାନ କରାଯାଇଛି। ବିନୀତ ଭରଦ୍ୱାଜଙ୍କୁ ପଞ୍ଚାୟତିରାଜ ନିର୍ଦ୍ଦେଶକ ଦାୟିତ୍ବ ଦିଆଯାଇଛି। 

ଆଧିକ ପଢନ୍ତୁ : କିଡନୀ ଖରାପ ବୋଲି ଜାଣିବେ କେମିତି ? ଏସବୁ ଲକ୍ଷଣ ଦେଖାଦେଲେ ହୋଇଯାଆନ୍ତୁ ସାବଧାନ! 

ସେହିପରି ପାରୁଲ ପଟାୱାରିଙ୍କୁ OSEPAର ପ୍ରକଳ୍ପ ନିର୍ଦ୍ଦେଶକ ଦାୟିତ୍ବ ଦିଆଯାଇଥିବା ବେଳେ ଶୁଭଙ୍କର ମହାପାତ୍ରଙ୍କୁ ଗ୍ରାମ୍ୟ ଉନ୍ନୟନ ନିର୍ଦ୍ଦେଶକ ଭାବେ ଦାୟିତ୍ବ ପ୍ରଦାନ କରାଯାଇଛି।

ଆଧିକ ପଢନ୍ତୁ : ଜଣେ ବୟସ୍କ ବ୍ୟକ୍ତି କମ୍ ବୟସର ଝିଅକୁ ବାହା ହେଲେ କଣ ହେବ ? ଜାଣନ୍ତୁ ଚାଣକ୍ୟ ନୀତି କଣ କହୁଛି...