ବିଲ୍ ପାସ୍ ପାଇଁ ୫୦ ହଜାର ନେଲା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ ସହକାରୀ ଯନ୍ତ୍ରୀ
Khordha Assistant engineer in Vigilance net for taking bribe Of Rs 50K
Mar 20, 2024, 17:15 IST
ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ
ଓଡ଼ିଆ ଗସିପ୍ ବ୍ୟୁରୋ: ଭିଜିଲାନ୍ସ ଜାଲରେ ପଡ଼ିଲେ ମହିଳା ସହକାରୀ ଯନ୍ତ୍ରୀ । ଖୋର୍ଦ୍ଧା ବ୍ଲକର ସହକାରୀ ଯନ୍ତ୍ରୀ ସଂଗୀତା ମହାପାତ୍ର ଲାଞ୍ଚ ନେଉଥିବାବେଳେ ଆଜି ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି।
ଆଧିକ ପଢନ୍ତୁ : ସ୍ଵାସ୍ଥ୍ୟଗତ ସମସ୍ୟା ଦେଖା ଦେବା ସହ ଏମାନଙ୍କ ଦାମ୍ପତ୍ୟ ଜୀବନ ଚିନ୍ତାଜନକ ରହିବ! ପଢନ୍ତୁ ଆଜିର ରାଶିଫଳ
ଠିକାଦାରଙ୍କଠାରୁ ୫୦ ହଜାର ଲାଞ୍ଚ ନେଲା ବେଳେ ଧରିଥିଲା ଭିଜିଲାନ୍ସ । ୧୮ ଲକ୍ଷର ବିଲ୍ ପାସ୍ ପାଇଁ ୨ ଲକ୍ଷ ୧୫ ହଜାର ଦାବି କରିଥିଲେ । ଆଜି ୫୦ ହଜାର ନେଲା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ ସହକାରୀ ଯନ୍ତ୍ରୀ ସଂଗୀତା ମହାପାତ୍ର।
ଆଧିକ ପଢନ୍ତୁ :ବଜ୍ରପାତରେ ହୁତୁହୁତୁ ହୋଇ ଜୀଅନ୍ତା ଜଳିଗଲେ ବାପା ମାଆଙ୍କ ଏକମାତ୍ର ବିଟେକ୍ ପଢୁଆ ପୁଅ