ବହୁଚର୍ଚ୍ଚିତ ବରମୁଣ୍ଡା ଟ୍ରିପଲ ମର୍ଡର ମାମଲା, ୨୭ ବର୍ଷ ପରେ ଆସିଲା ରାୟ, ୩ ଜଣଙ୍କୁ ଆଜୀବନ ସଜା
 

Odisha court awards lifer to 3 in 27-yr old Baramunda triple murder case
 
ବହୁଚର୍ଚ୍ଚିତ ବରମୁଣ୍ଡା ଟ୍ରିପଲ ମର୍ଡର ମାମଲା

ଓଡ଼ିଆ ଗସିପ୍ ବ୍ୟୁରୋ: ବହୁଚର୍ଚ୍ଚିତ ବରମୁଣ୍ଡା ଟ୍ରିପଲ ମର୍ଡର ମାମଲାର ରାୟ ଆଜି ପ୍ରକାଶ ପାଇଛି। ଘଟଣା ଘଟିବାର ୨୭ ବର୍ଷ ପରେ ରାୟ ଶୁଣାଇଛନ୍ତି କୋର୍ଟ। ଏହି ଘଟଣାରେ ଅଭିଯୁକ୍ତ ଥିବା ୩ ଜଣଙ୍କୁ ଆଜୀବନ କାରା ଦଣ୍ଡାଦେଶ ସଜା ଶୁଣାଇଛନ୍ତି କୋର୍ଟ।

ଅଧିକ ପଢ଼ନ୍ତୁ: ୧୭୮ ବର୍ଷ ପରେ ସୂର୍ଯ୍ୟ ପରାଗରେ ଦୁର୍ଲଭ ଯୋଗ, ୩ ରାଶିଙ୍କ ପାଇଁ ଶୁଭ ସମୟ, ଧନଲାଭ ସହ ବଢି଼ବ ବ୍ୟାଙ୍କ ବାଲାନ୍ସ,!

୧୯୯୬ ମସିହା ଜୁଲାଇ ୧୧ ତାରିଖରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଭୁବନେଶ୍ୱରର ବରମୁଣ୍ଡାରେ ଏକ ନିର୍ମମ ହତ୍ୟାକାଣ୍ଡ ଘଟିଥିଲା । ଯେଉଁଥିରେ ୩ ଜଣଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିଥିଲେ ଅଭିଯୁକ୍ତ । ବିଶ୍ୱଜିତ ନାୟକ, ଦିଲ୍ଲୀପ ରାୟ ଓ ଶାରଦା ରଥଙ୍କୁ ପୂର୍ବ ଶତ୍ରୁତାରୁ ହତ୍ୟା କରାଯାଇଥିଲା । 

ଅଧିକ ପଢ଼ନ୍ତୁ: ରାହୁ ଗୋଚର ଫଳରେ ସୃଷ୍ଟି ହେବ ଭୟଙ୍କର ପରିସ୍ଥିତି, ଏହି ରାଶିରେ ଲୋକଙ୍କ ଉପରେ ୨୦୨୫ ପର୍ଯ୍ୟନ୍ତ ପଡିବ ପ୍ରଭାବ

ଆଜି ଏହି ମାମଲାରେ ରାୟ ଆସିବା ସହ ୩ ଅଭିଯୁକ୍ତଙ୍କୁ ଦଣ୍ଡ ମିଳିଛି । ୩ ଅଭିଯୁକ୍ତ ରୁଦ୍ର, ଜିତୁ ଓ ଚିତ୍ତକୁ ଆଜୀବନ ସଜା ଦେଇଛନ୍ତି ମାନ୍ୟବର କୋର୍ଟ। କିଛିଦିନ ତଳେ ଏହି ହତ୍ୟାକାଣ୍ଡର ଚତୁର୍ଥ ଅଭିଯୁକ୍ତ ପୂର୍ବତନ କର୍ପୋରେଟର ସମୀର ପ୍ରଧାନ ମୃତଙ୍କ ହୋଇସାରିଛି।

ଅଧିକ ପଢ଼ନ୍ତୁ: ଦିନକୁ ଦିନ କାହିଁକି ବଢୁଛି ଷ୍ଚ୍ରୋକ୍ ? କ’ଣ କଲେ କମ ରହିବ ଷ୍ଟ୍ରୋକ୍ ରିସ୍କ, ଜାଣନ୍ତୁ ସଂକ୍ଷେପରେ...