ଦଳବିରୋଧୀ କାର୍ଯ୍ୟପାଇଁ ମୟୂରଭଞ୍ଜ ଜିଲ୍ଲାର ଦୁଇ ବିଜେଡି ନେତାଙ୍କୁ ଦଳରୁ ବହିଷ୍କାର
 

Two leaders of mayurbhanj bjd have been expelled from the party for anti-people activities
 
 
ମୟୂରଭଞ୍ଜ ଜିଲ୍ଲାର ଦୁଇ ବିଜେଡି ନେତାଙ୍କୁ ଦଳରୁ ବହିଷ୍କାର
 

ଓଡ଼ିଆ ଗସିପ୍ ବ୍ୟୁରୋ: ଦଳବିରୋଧୀ କାର୍ଯ୍ୟପାଇଁ ମୟୂରଭଞ୍ଜ ଜିଲ୍ଲାର ଦୁଇ ବିଜେଡି ନେତାଙ୍କୁ ଦଳରୁ ବହିଷ୍କାର କରାଜଯାଇଛି । ସେମାନେ ହେଲେ ରାଇରଙ୍ଗପୁର ନିର୍ବାଚନ ମଣ୍ଡଳୀର ସ୍ୱତନ୍ତ୍ର ଉନ୍ନୟନ ପରିଷଦ -ଏସଡିସି ସଦସ୍ୟ ଜଲେନ ନାଏକ ଓ ତିରିଙ୍ଗ ବ୍ଲକ ଅଧ୍ୟକ୍ଷ ପରମେଶ୍ବର ସାମାଡ । 

ଅଧିକ ପଢ଼ନ୍ତୁ: ଚାଣକ୍ୟ ନୀତି ଅନୁଯାୟୀ ଭୁଲ୍‌ରେ ବି ସ୍ତ୍ରୀଙ୍କୁ କୁହନ୍ତୁନି ଏହି ୪ ଟି କଥା, ଶାନ୍ତିରେ ବଞ୍ଚିବା ବି ହୋଇଯିବ କାଠିକର ପାଠ

ଦଳ ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ଦୁଇ ନେତାଙ୍କୁ ଦଳରୁ ବହିଷ୍କୃତ କରାଯାଇଛି । ଦୁଇ ନେତାଙ୍କ ବହିଷ୍କାର ନେଇ ଦଳର ସାଧାରଣ ସଂପାଦକ ମାନସ ମଙ୍ଗରାଜ ସୂଚନା ଦେଇଛନ୍ତି।

ଅଧିକ ପଢ଼ନ୍ତୁ: କାହା ପାଇଁ ଭଲ ତ କାହା ପାଇଁ ଖରାପ; କେମିତି କଟିବ ଏହି ସପ୍ତାହ, ଜାଣନ୍ତୁ ଏ ସପ୍ତାହର ରାଶିଫଳ