ରାଜ୍ୟ ବିଜେପିକୁ ଜବାବ ଦେଲେ ମୁଖ୍ୟମନ୍ତ୍ରୀ, କହିଲେ...ମୁଁ ସୁସ୍ଥ ଅଛି, ମାସେ ହେବ ପ୍ରଚାର କରୁଛି’
 

I am fine BJP telling lies about my health says CM Naveen Patnaik
 
ମୁଁ ସମ୍ପୂର୍ଣ୍ଣ ସୁସ୍ଥ ଅଛି
 

ଓଡ଼ିଆ ଗସିପ୍ ବ୍ୟୁରୋ: ଭାରତୀୟ ଜନତା ପାର୍ଟି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ବାସ୍ଥ୍ୟକୁ ନେଇ ବାରମ୍ବାର ମିଛ ପ୍ରଚାର କରିବାରେ ଲାଗିଛି। ଯାହାକୁ ନେଇ ଆଜି ମୁହଁ ଖୋଲିଛନ୍ତି ନିଜେ ନବୀନ। ମିଛ କହିବାର ଗୋଟିଏ ସୀମା ଥାଏ, ବିଜେପି ମିଛ କହିବାର ସବୁ ସୀମା ଟପିଗଲାଣି ବୋଲି କହି ବର୍ଷିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ଅଧିକ ପଢନ୍ତୁ : ବ୍ଲଡ୍ ପ୍ରେସର ଭଳି ଗମ୍ଭୀର ରୋଗ ଥିବା ଲୋକମାନେ ଭୁଲରେ ବି ଖାଆନ୍ତୁନି ଏହି ସବୁ ଖାଦ୍ୟ, ନଚେତ୍...

ଅନ୍ୟପଟେ ନବୀନଙ୍କ ସ୍ବାସ୍ଥ୍ୟକୁ ନେଇ ବିଜେପିର ବାରମ୍ବାର ଏପରି ମିଛି ପ୍ରଚାରକୁ ନେଇ ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ କହିଛନ୍ତି, ବିଜେପି ନେତା କିଛି ନୂଆ ଚିନ୍ତାଧାରା ଆଣିବା ପରିବର୍ତ୍ତେ ଭିତ୍ତିହୀନ କଥା କହୁଛନ୍ତି ।

ଅଧିକ ପଢନ୍ତୁ : ଜୁନ୍ ମାସରେ ବଦଳିବ ୩ ରାଶିର ଭାଗ୍ୟ, ଏମାନଙ୍କ ଉପରେ ପଡିବ ବଡ଼ ପ୍ରଭାବ!