ଅଟୋରେ ଆସି ଭୋଟ ଦେଲେ କାର୍ତ୍ତିକ ପାଣ୍ଡିଆନ୍‌‌, ଗଣତନ୍ତ୍ରର ମହାନ ପର୍ବରେ ସାମିଲ ହେବାକୁ କଲେ ଅପିଲ୍
 

Karthik Pandian and his wife Casts their Vote In Bhubaneswar
 
Karthik Pandian and his wife Casts their Vote In Bhubaneswar
ଅଟୋରେ ଆସି ଭୋଟ ଦେଲେ କାର୍ତ୍ତିକ ପାଣ୍ଡିଆନ୍‌‌
 

ଓଡ଼ିଆ ଗସିପ୍ ବ୍ୟୁରୋ: ଚାଲିଛି ଗଣତନ୍ତ୍ରର ମହାପର୍ବ । ଦେଶରେ ଚାଲିଛି ଷଷ୍ଠ ଏବଂ ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ । ତେବେ ଗଣତନ୍ତ୍ରର ମହାପର୍ବରେ ସାମିଲ ହୋଇ ମତଦାନ ସାବ୍ୟସ୍ତ କରିଛନ୍ତି ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍‌‌। 

ଅଧିକ ପଢନ୍ତୁ : ବ୍ଲଡ୍ ପ୍ରେସର ଭଳି ଗମ୍ଭୀର ରୋଗ ଥିବା ଲୋକମାନେ ଭୁଲରେ ବି ଖାଆନ୍ତୁନି ଏହି ସବୁ ଖାଦ୍ୟ, ନଚେତ୍...

ସକାଳୁ ସକାଳୁ ଅଟୋରେ ବୁଥକୁ ପହଞ୍ଚିବା ପରେ ଲମ୍ବା ଲାଇନରେ ଛିଡା ହୋଇଥିଲେ ପାଣ୍ଡିଆନ୍‌‌। ଭୁବନେଶ୍ୱର ୟୁନିଟ୍‌‌-୬ର ୪୪ ନମ୍ବର ବୁଥରେ ପହଞ୍ଚି ନିଜର ମତଦାନ ସାବ୍ୟସ୍ତ କରିଛନ୍ତି କାର୍ତ୍ତିକ ପାଣ୍ଡିଆନ୍‌‌।

ଅଧିକ ପଢନ୍ତୁ : ମାରାତ୍ମକ ରୋଗ ଲୋ’ ବ୍ଲଡପ୍ରେସର ରୁ ରକ୍ଷା ପାଇଁ ଖାଆନ୍ତୁ ଏହି ସବୁ ଖାଦ୍ୟ...

ଭୋଟ ଦେବା ପରେ ପ୍ରତିକ୍ରିୟା ଦେଇ ପାଣ୍ଡିଆନ କହିଛନ୍ତି ଯେ, ସମସ୍ତେ ଆସି ବହୁ ସଂଖ୍ୟାରେ ଭୋଟ ଦିଅନ୍ତୁ ଏବଂ ଗଣତନ୍ତ୍ରର ଏହି ମହାନ ପର୍ବରେ ସାମିଲ ହୁଅନ୍ତୁ। ଅଟୋ ଚାଳକ ସଂଘର ଅନୁରୋଧ ରକ୍ଷା କରି ଅଟୋରେ ଭୋଟ ଦେବାକୁ ଯାଇଥିଲେ କାର୍ତ୍ତିକ ପାଣ୍ଡିଆନ୍‌‌। ସେପଟେ ସୁଜାତା ପାଣ୍ଡିଆନ ମଧ୍ୟ ୪୪ ନମ୍ବର ବୁଥରେ ମତାଧିକାର ସାବ୍ୟସ୍ତ କରିଥିଲେ।

ଅଧିକ ପଢନ୍ତୁ : ଜୁନ୍ ମାସରେ ବଦଳିବ ୩ ରାଶିର ଭାଗ୍ୟ, ଏମାନଙ୍କ ଉପରେ ପଡିବ ବଡ଼ ପ୍ରଭାବ!