ସୌରୀନ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ, NBW ପାଇଁ JMFC କୋର୍ଟରେ ଆବେଦନ କଲା କମିଶନରେଟ ପୁଲିସ
Oct 3, 2023, 19:01 IST
ସୌରୀନ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ
ଓଡ଼ିଆ ଗସିପ୍ ବ୍ୟୁରୋ: କଣ୍ଠଶିଳ୍ପୀ ସୌରୀନ ଭଟଙ୍କ ପାଇଁ ବଢ଼ିଲା ଅଡ଼ୁଆ । ସୌରୀନ ଭଟଙ୍କ ବିରୁଦ୍ଧରେ ଜାମିନବିହୀନ ୱାରେଣ୍ଟ( NBW ) ପାଇଁ କୋର୍ଟ ଗଲା ପୁଲିସ । NBW ପାଇଁ JMFC କୋର୍ଟରେ ଆବେଦନ କଲା କମିଶନରେଟ ପୁଲିସ।
ଅଧିକ ପଢ଼ନ୍ତୁ: ଡାଇବେଟିସ ହେବା ପୂର୍ବରୁ ଶରୀରରେ ଦେଖା ଦିଏ ଏସବୁ ଲକ୍ଷଣ, ଜାଣି ନାହାନ୍ତି ଯଦି ଏବେ ହିଁ ଜାଣି ରଖନ୍ତୁ
ସୌରୀନ ଦୀର୍ଘ ଦିନ ଧରି ଧରା ଛୁଆଁ ନେଦେବାରୁ ଏହି ପଦକ୍ଷେପ ଗ୍ରହଣ କଲା ପୁଲିସ । ଜୈନିକ ଯୁବତୀ ସୌରୀନ ବିରୁଦ୍ଧରେ ଯୌନ ଶୋଷଣ ଅଭିଯୋଗ ଆଣି ମହିଳା ଥାନାରେ ଅଭିଯୋଗ କରିଛନ୍ତି।
ଅଧିକ ପଢ଼ନ୍ତୁ: ଜାଣିବାକୁ ଚାହୁଁଛନ୍ତି କି କେମିତି କଟିବ ଆପଣଙ୍କ ଏହି ସପ୍ତାହ, ପଢନ୍ତୁ ଏ ସପ୍ତାହର ରାଶିଫଳ…
ପୂର୍ବରୁ ସୌରୀନ ଦୁଇଟି ବ୍ୟାଙ୍କ ଆକାଉଣ୍ଟ ଫ୍ରିଜ କରିଛି ପୁଲିସ। ସୌରୀନଙ୍କ ବିରୁଦ୍ଧରେ ଲୁକ ଆଉଟ ସାରକୁଲାର ମଧ୍ୟ ଜାରି ହୋଇଛି ।
ଅଧିକ ପଢ଼ନ୍ତୁ: ଇସ୍ତଫା ଦେଲେ ସୌମ୍ୟରଂଜନ ପଟ୍ଟନାୟକ, ତନୟା ପଟ୍ଟନାୟକ ହେଲେ ସମ୍ବାଦର ନୂଆ ସଂପାଦକ