
"ମହାପ୍ରଭୁ ମୋତେ ଏଠାକୁ ଟାଣି ଆଣିଛନ୍ତି; ଓଡ଼ିଶା ଆସିବା ପାଇଁ ମୁଁ ଆମେରିକା ରାଷ୍ଟ୍ରପତି ଟ୍ରମ୍ପଙ୍କ ନିମନ୍ତ୍ରଣକୁ ମନା କଲି...", ଏମିତି କିଛି ତାଙ୍କ ଭାଷଣରେ କହିଦେଲେ ପ୍ରଧାନମନ୍ତ୍ରୀ ମୋଦି
ଓଡ଼ିଆ ଗସିପ ବ୍ୟୁରୋ: ଓଡ଼ିଶା ଆସିବା ପାଇଁ ଆମେରିକା ଗଲେନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନିମନ୍ତ୍ରଣକୁ ମନା କରିଦେଲେ । ଆମେରିକାଠୁ ଅଧିକ ଜରୁରୀ ଜଗନ୍ନାଥ ଧାମ ଯିବା ବୋଲି ରାଷ୍ଟ୍ରପତି ଟ୍ରମ୍ପଙ୍କୁ
Fri,20 Jun 2025