ଭଗବାନଙ୍କ ଦର୍ଶନ ପାଇଁ ଯାଉଥିବା ବେଳେ ୧୫୦ଫୁଟ ତଳକୁ ଖସିଲା ବସ୍, ୨୧ଜଣ ତୀର୍ଥଯାତ୍ରୀ ମୃତ
 

21 killed 40 injured as bus falls into gorge in Jammu
ଓଳଟିଲା ବସ୍ ତୀର୍ଥଯାତ୍ରୀ ମୃତ
 

ଓଡ଼ିଆ ଗସିପ୍ ବ୍ୟୁରୋ: ଜମ୍ମୁକଶ୍ମୀରରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଏକ ବସ ଭାରସାମ୍ୟ ହରାଇ ରାସ୍ତାପାର୍ଶ୍ବକୁ ଓଲଟି ପଡ଼ିଥିଲା। ୧୫୦ ଫୁଟ ତଳକୁ ଖସିପଡ଼ିଛି ତୀର୍ଥଯାତ୍ରୀ ବସ୍। ଏହି ଦୁର୍ଘଟଣାରେ ୨୧ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୪୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି।

ଅଧିକ ପଢନ୍ତୁ : କୌଣସି କଥାକୁ ନେଇ ଚିନ୍ତାରେ ରହିବା ସହ ଏହି ରାଶି ବ୍ୟକ୍ତିଙ୍କ ଅଟକି ରହିଥିବା କାର୍ଯ୍ୟ ପୂରା ହେବ! ପଢନ୍ତୁ ଆଜିର ରାଶିଫଳ 

ସୂଚନା ଅନୁଯାୟୀ, ୬୦ରୁ ଊର୍ଦ୍ଧ୍ୱ ଯାତ୍ରୀଙ୍କୁ ନେଇ ଏକ ବସ୍ ରାଏସି ଜିଲ୍ଲାର ପ୍ରସିଦ୍ଧ ଶିବ ଖୋରି ମନ୍ଦିରକୁ ଯାଉଥିଲେ। ଯାତ୍ରୀମାନଙ୍କ ମଧ୍ୟରୁ ଅଧିକାଂଶ ଉତ୍ତରପ୍ରଦେଶ, ରାଜସ୍ଥାନ ଏବଂ ହରିୟାଣାର ତୀର୍ଥଯାତ୍ରୀ ଥିଲେ। 

ଅଧିକ ପଢନ୍ତୁ : ଡାଇସେଟିସ୍ ରୋଗୀ ସାବଧାନ! ରାତିରେ ଖାଆନ୍ତୁ ନାହିଁ ଏହି ୪ଟି ଖାଦ୍ୟ, ଅନକଣ୍ଚ୍ରୋଲ ହୋଇଯିବ ସୁଗାର ଲେବଲ

ଅଖନୁରର ଏକ ଘାଟି ନିକଟରେ ବସଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଫଳରେ ଘଟଣାସ୍ଥଳରେ ୧୫ ଜଣଙ୍କ ମୃତ୍ୟୁ ଘଟିଥିବା କୁହାଯାଉଥିଲା। କିନ୍ତୁ ପରବର୍ତ୍ତୀ ସମୟରେ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇ ୨୧ରେ ପହଞ୍ଚିଛି।

ଅଧିକ ପଢନ୍ତୁ : ନଖରୁ ଜାଣନ୍ତୁ ଆପଣଙ୍କ ଲିଭର୍ ଠିକ୍‌ ଅଛି କି ନାହିଁ ? ନଖର ରଙ୍ଗ ଏସବୁ ଗମ୍ଭୀର ରୋଗର ଦିଏ ସଙ୍କେତ...

Share this story