ଖୁସି ହୁଅନ୍ତୁ ଆଜି ଆପଣଙ୍କ ଦାମ୍ପତ୍ୟ ଜୀବନରେ ଖୁସି ଆସିବ

Todays Rasi Fala

ଓଡ଼ିଆ ଗସିପ୍ ବ୍ୟୁରୋ: ମେଷ: ଅଟକି ଥିବା କାମ ସମ୍ପୂର୍ଣ୍ଣ ହେବ ଆପଣଙ୍କ ପାଇଁ ଆଦି ଦିନଟି ଖୁସିରେ କଟିବ । ବୁଦ୍ଧି ଏବଂ ବିବେକ ସହିତ ନିଷ୍ପତ୍ତି ନେଇ ଆପଣ ଲୋକମାନଙ୍କୁ ଆଶ୍ଚର୍ଯ୍ୟ କରିପାରନ୍ତି । ଦୀର୍ଘ ସମୟ ଧରି ଅଟକି ରହିଥିବା କାମ ସମ୍ପୂର୍ଣ୍ଣ ହୋଇପାରେ ।
ବୃଷ: ଦାମ୍ପତ୍ୟ ଜୀବନରେ ଖୁସି ଆସିବ ଗୁରୁତ୍ଵପୂର୍ଣ୍ଣ ନିଷ୍ପତି ନେବେ । ଦାମ୍ପତ୍ତ୍ୟ ଜୀବନରେ ଖୁସି ଲାଗି ରହିବ । ବନ୍ଧୁଙ୍କ ସହଯୋଗ ପାଇବେ । କିଛି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ହେତୁ ଆପଣଙ୍କୁ ଯାତ୍ରା କରିବାକୁ ପଡିପାରେ । କାର୍ଯ୍ୟ କ୍ଷେତ୍ରରେ ପ୍ରୟାସ ଆସନ୍ତାକାଲି ସଫଳ ହେବ ।
ଅଧିକ ପଢ଼ନ୍ତୁ: ଅବୈଧ ଡ୍ରଗ୍ସ ନେଉଥିଲେ ଦୂତୀ ! ୪ ବର୍ଷ ଯାଏ ଟ୍ରାକରେ ଦୌଡ଼ି ପାରିବେନି ଦୌଡ଼ରାଣୀ 

ମିଥୁନ: ନୂତନ ଚାକିରି ପାଇପାରନ୍ତି ଚାକିରୀ କରୁଥିବା ବ୍ୟକ୍ତିଙ୍କୁ ନୂତନ ଚାକିରି ଯୋଗ ରହିଛି । ଧନ ସଞ୍ଚୟ କରିପାରନ୍ତି । ବ୍ୟବସାୟରେ ବୃଦ୍ଧି ହେବ । ଦାୟିତ୍ଵବାନ୍ ହୋଇ କାମ କରିବେ । ବିଦ୍ୟାର୍ଥୀ ମାନେ ପାଠ ପଢାରେ ମନ ଲଗାଇବେ । 
କର୍କଟ: ସମସ୍ୟାର ସମାଧାନ ହେବ ଆପଣଙ୍କ ପ୍ରତିଷ୍ଠା ବୃଦ୍ଧି ପାଇବ । ଶାରୀରିକ ଓ ମାନସିକ ଶାନ୍ତି ମିଳିବ । ବ୍ୟକ୍ତିଗତ ସମସ୍ୟାର ସମାଧାନ ହେବ । ସାନ ଭାଇଭଉଣୀଙ୍କ ସହିତ ସମନ୍ୱୟ ରହିବ । ଭାବନାକୁ ନିଜ ନିୟନ୍ତ୍ରଣରେ ରଖନ୍ତୁ । ବିଦ୍ୟାର୍ଥୀ ମାନେ ଖୁସି ଖବର ପାଇପାରନ୍ତି ।
ଅଧିକ ପଢ଼ନ୍ତୁ: ଆଜି ବି ମନେ ପଡେ ସେହି ଫୋନ କଲ, ବିଜୟ ବର୍ବାଦ ଆଉ ଅତନୁ ସାବ୍ୟସ୍ତ ହେଲେ ଲକି

ବିଛା: ଦାମ୍ପତ୍ୟ ଜୀବନ ମଧୁର ହେବ ପାରିବାରିକ ଜୀବନ ରେ ଖୁସି ଲାଗିରହିବ । ଆୟ ବୃଦ୍ଧି ହୋଇପାରେ । ସମାଜରେ ପ୍ରତିଷ୍ଠା ଲାଭ କରିବେ । ସ୍ବାସ୍ଥ୍ୟାବସ୍ଥା ଉତ୍ତମ ରହିବ ଏବଂ ବିଦ୍ୟାର୍ଥୀ ନୂତନସ୍ଥାନ ପ୍ରାପ୍ତ କରିବେ । ଦାମ୍ପତ୍ୟ ଜୀବନ ମଧୁର ହେବ ।
ଧନୁ: ସ୍ୱାସ୍ଥ୍ୟ ଉତ୍ତମ ରହିବ ଆପଣ ଯାହା ବି କରିବେ ସମୟ ପୂର୍ବରୁ ଏହା ସମାପ୍ତ ହେବ । କର୍ମ କ୍ଷେତ୍ରରେ ଅଭିଜ୍ଞତାରୁ ଲାଭ ମିଳିବ । ଭ୍ରମଣ ଯୋଗ ରହିଛି । ସ୍ବାସ୍ଥ୍ୟାବସ୍ଥା ଉତ୍ତମ ରହିବ । ନିଜକୁ ଶକ୍ତିରେ ପରିପୂର୍ଣ୍ଣ ଅନୁଭବ କରିବେ । 
ଅଧିକ ପଢ଼ନ୍ତୁ: ଦୁଷ୍ଟ ପତ୍ନୀଙ୍କ ଏହି ୫ ଲକ୍ଷଣ ବଦଳାଇ ପାରିଲେ ଧନୀ ହେଇଯିବ ସ୍ୱାମୀ, ଆଜି ହିଁ ଜାଣନ୍ତୁ କଣ ସେ ସବୁ ଲକ୍ଷଣ

ମକର: ବିଦ୍ୟାର୍ଥୀ ଲାଭବାନ ହେବେ ମାନସିକ ବିଭ୍ରାଟ ହେତୁ କାର୍ଯ୍ୟରେ ଧ୍ୟାନ ଦେବାରେ ଅସୁବିଧା ହେବ । ନିଜ ସାଥୀ ଙ୍କୁ ହୃଦୟର ଜିନିଷ ଲୁଚାନ୍ତୁ ନାହିଁ । ଚାକିରି ବୃତ୍ତିରେ ବୟସ୍କମାନଙ୍କ ସହଯୋଗ ମିଳିବ । ବିଦ୍ୟାର୍ଥୀ ଲାଭବାନ ହେବେ । ଆପଣଙ୍କୁ କିଛି କାମ ପାଇଁ ଯାତ୍ରା କରିବାକୁ ପଡିବ ।
କୁମ୍ଭ: ଅର୍ଥ ନିବେଶ କରିପାରନ୍ତି ଅଦରକାରୀ କାର୍ଯ୍ୟକଳାପରେ ଆପଣଙ୍କର ସମୟ ଏବଂ ଶକ୍ତି ନଷ୍ଟ କରନ୍ତୁ ନାହିଁ । ନିଷ୍ପତ୍ତି ଉପରେ ଉପଯୁକ୍ତ ଧ୍ୟାନ ଦିଅନ୍ତୁ । ନିବେଶ ପାଇଁ ଦିନଟି ଭଲ ରହିଛି । ଆସନ୍ତାକାଲି ମିଶ୍ରିତ ଫଳାଫଳ ଆସିବ, କିନ୍ତୁ ସେଗୁଡ଼ିକ ଆପଣଙ୍କ ସପକ୍ଷରେ ରହିବ । 

ଅଧିକ ପଢନ୍ତୁ : ଭେଣ୍ଡିଆ ପୁଅର ସ୍ତନବୃଦ୍ଧି ସମସ୍ୟା! କାହିଁକି ଏମିତି ହେଉଛି, କଣ କଲେ କମିବ ସ୍ତନର ଆକାର ଜାଣନ୍ତୁ

ମୀନ: ରାଜନୈତିକ ବ୍ୟକ୍ତିମାନେ ସଫଳ ହେବେ ରାଜନୈତିକ ବ୍ୟକ୍ତିମାନେ ସମାଜରେ ଏକ ଭଲ ଭାବମୂର୍ତ୍ତି ପାଇବେ । ବ୍ୟବସାୟ ସନ୍ତୋଷ ଜଣକ ହେବ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ପରିବାର ସଦସ୍ୟଙ୍କ ସହିତ ସର୍ବାଧିକ ସମୟ ବିତାଇବାକୁ ଏକ ସୁଯୋଗ ପାଇବେ ।

Share this story