ଆର୍ଥିକ ସମସ୍ୟା ସୃଷ୍ଟି ହେବା ସହ ସ୍ବାସ୍ଥ୍ୟ ସମସ୍ୟା ଉପୁଜିବ ଓ ବିବାହ ବିଳମ୍ବ ହେବ, ଜାଣନ୍ତୁ ଆଜିର ରାଶିଫଳ
 

Horoscope for Saturday 30 September 2023
ଜାଣନ୍ତୁ ଆଜିର ରାଶିଫଳ
 

ଓଡ଼ିଆ ଗସିପ୍ ବ୍ୟୁରୋ: କେଉଁ ରାଶିର ଲୋକଙ୍କ ପାଇଁ ଆଜିର ଦିନଟି ଭଲରେ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତା ସହ ଚଳିବ ପଡ଼ିବ ଜାଣନ୍ତୁ...

ମେଷ: ଗୁରୁଜନଙ୍କ ସହ ଉତ୍ତମ ବୁଝାମଣା ରହିବ। ଆର୍ଥିକ ଦୃଷ୍ଟିରୁ ଦିନଟି ଉତ୍ତମ। ରୋଜଗାର ବୃଦ୍ଧି ହେବ। ମନ ପ୍ରସନ୍ନ ରହିବ। ଜୀବନସାଥୀଙ୍କ ସହଯୋଗ ମିଳିବ। ବ୍ୟବସାୟୀ କୌଣସି ଶୁଭ ଖବର ପାଇବେ।

ବୃଷ: କୌଣସି କାର୍ଯ୍ୟ ବିଗିଡ଼ିପାରେ। ଧାର୍ମିକ କାର୍ଯ୍ୟ ପ୍ରତି ଆଗ୍ରହ ବଢ଼ିବ। ସ୍ବଭାବରେ ନିୟନ୍ତ୍ରଣ ରକ୍ଷା କରିବେ। ଆତ୍ମବିଶ୍ବାସର ସହ କାର୍ଯ୍ୟ କରିବେ। ନିବେଶ ଲାଗି ଉପଯୁକ୍ତ ସମୟ।

ଅଧିକ ପଢ଼ନ୍ତୁ: ଡାଇବେଟିସ ହେବା ପୂର୍ବରୁ ଶରୀରରେ ଦେଖା ଦିଏ ଏସବୁ ଲକ୍ଷଣ, ଜାଣି ନାହାନ୍ତି ଯଦି ଏବେ ହିଁ ଜାଣି ରଖନ୍ତୁ

ମିଥୁନ: ବିରୋଧୀଙ୍କ ସହ ମତାନ୍ତର ଦୂର ହେବ। ଭୁଲ୍‌ କାମରୁ ଦୂରେଇ ରହିବେ। ପାରିବାରିକ ଜୀବନରେ ସୁଖଶାନ୍ତି ରହିବ। ପ୍ରେମିକ ପ୍ରେମିକାଙ୍କ ପାଇଁ ଦିନଟି ଭଲ। ବିଦ୍ୟାର୍ଥୀ ପଢ଼ାରେ ଧ୍ୟାନ ଦେବେ।

କର୍କଟ: ଦାନଧର୍ମରେ କନ୍ୟା: ବନ୍ଧୁଙ୍କ ସହାୟତାରେ କାମ ପୂରା କରିବେ। ଛାତ୍ରଛାତ୍ରୀ ପଢ଼ାକୁ ନେଇ ଚିନ୍ତାରେ ରହିବେ। ସ୍ବାସ୍ଥ୍ୟ ସମସ୍ୟା ଉପୁଜିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଜୀବନସାଥୀଙ୍କଠାରୁ ଉପହାର ପାଇବେ।

ଅଧିକ ପଢ଼ନ୍ତୁ: ଲିଭର ସୁସ୍ଥ ରହିଲେ ମିଳିବ ଅନେକ ରୋଗରୁ ରକ୍ଷା, ଜାଣନ୍ତୁ ଲିଭରକୁ ସଫା କରିବାର ୭ଟି ଉପାୟ

ସିଂହ: ଆର୍ଥିକ ସମସ୍ୟା ସୃଷ୍ଟି ହେବ। କାର୍ଯ୍ୟକ୍ଷେତ୍ରରେ ବିଶେଷ ଧ୍ୟାନ ଦେବେ। ଦୁର୍ଗା ଚାଳିଶା ପାଠ କରିବା ଭଲ। କାର୍ଯ୍ୟଧାରାରେ ପରିବର୍ତ୍ତନ ଆଣିବେ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ।

କନ୍ୟା: ବନ୍ଧୁଙ୍କ ସହାୟତାରେ କାମ ପୂରା କରିବେ। ଛାତ୍ରଛାତ୍ରୀ ପଢ଼ାକୁ ନେଇ ଚିନ୍ତାରେ ରହିବେ। ସ୍ବାସ୍ଥ୍ୟ ସମସ୍ୟା ଉପୁଜିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଜୀବନସାଥୀଙ୍କଠାରୁ ଉପହାର ପାଇବେ।

ଅଧିକ ପଢ଼ନ୍ତୁ: ସେକ୍ସ ଟାଇମିଂକୁ ନେଇ କନଫ୍ୟୁଜ୍ କି? ପାର୍ଟନରଙ୍କ ଶୀଘ୍ର ପତନ ପାଇଁ ଚିନ୍ତିତ ? ଜାଣନ୍ତୁ କଣ କରିବେ

ତୁଳା: ଦିନଟିରେ ସଫଳତା ମିଳିବ। ପୈତୃକ ବ୍ୟବସାୟରୁ ଲାଭବାନ ହେବେ। ସକାରାତ୍ମକ ଚିନ୍ତାଧାରାରେ ସମସ୍ତ କାର୍ଯ୍ୟ କରିବେ। ଆର୍ଥିକ ଲାଭ ମିଳିବ। ସ୍ବାସ୍ଥ୍ୟ ସମସ୍ୟା ଦେଖାଦେବ।

ବିଛା: ବାଦବିବାଦରୁ ଦୂରେଇ ରହିବେ। କାମରୁ ସଫଳତା ମିଳିବ। ବ୍ୟବସାୟରେ ଦୂରସ୍ଥାନକୁ ଯାତ୍ରା କରିବେ। ପ୍ରେମ ସମ୍ପର୍କ ସୁଖମୟ ହେବ। ଜମିବାଡ଼ିକୁ ନେଇ ବିବାଦ ଦେଖା ଦେବ।

ଧନୁ: ଆତ୍ମବିଶ୍ବାସ ବଢ଼ିବ। କାମ କରିବାରେ ସକ୍ଷମ ହେବେ ନାହିଁ। କୌଣସି ସମସ୍ୟାରେ ପଡ଼ିପାରନ୍ତି। ମହାଦେବଙ୍କ ପୂଜାର୍ଚ୍ଚନାରେ ସମୟ ବିତିବ। ନକାରାତ୍ମକ ଚିନ୍ତାଧାର ଦୂର ହେବ।

ଅଧିକ ପଢ଼ନ୍ତୁ: ମଙ୍ଗଳ ଗ୍ରହର ଗୋଚର ଫଳରେ ଏହି ରାଶି ହେବେ ମାଲାମାଲ, ହାତକୁ ଆସିବ ପ୍ରବଳ ଟଙ୍କା!

ମକର: ଧନଲାଭ ଯୋଗ ଅଛି। କୌଣସି କଥାକୁ ନେଇ ବିଚଳିତ ହେବେ ନାହିଁ। ଭାଇ,ଭଉଣୀଙ୍କ ସହ ହସ ଖୁସିରେ ଦିନ କାଟିବେ। ଡାକ୍ତରୀ ଛାତ୍ରଛାତ୍ରୀଙ୍କୁ ନିଯୁକ୍ତି ସୁଯୋଗ ମିଳିବ।

କୁମ୍ଭ: ପରନିନ୍ଦାରୁ ଦୂରେଇ ରହିବେ। ପ୍ରେମିକ-ପ୍ରେମିକାଙ୍କ ମଧ୍ୟରେ ମତାନ୍ତର ଦେଖା ଦେବ। ରଣନୀତିରେ କାମ କରିବେ ଏବଂ ସଫଳତା ପ୍ରାପ୍ତି ହେବ। ସ୍ବାସ୍ଥ୍ୟ ସମସ୍ୟା ପାଇଁ ଖର୍ଚ୍ଚାନ୍ତ ହେବେ। ବିବାହ ବିଳମ୍ବ ହେବ।

ମୀନ: ଅଫିସ୍‌ରେ ପ୍ରତିଷ୍ଠା ବଢ଼ିବ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ। ଆର୍ଥିକ ଦୃଷ୍ଟିରୁ ଦିନଟି ଶୁଭ। କାମ ଆରମ୍ଭ ପୂର୍ବରୁ ଗୁରୁଜନଙ୍କ ପରାମର୍ଶ ନେବେ। ଛାତ୍ରଛାତ୍ରୀ ପ୍ରତିଯୋଗିତାମୂଳକ ପରୀକ୍ଷାରେ କୃତକାର୍ଯ୍ୟ ହେବେ।

ଅଧିକ ପଢ଼ନ୍ତୁ: ଓଏଏସ୍‌‌ ସ୍ତରରେ ଅଦଳ ବଦଳ କଲେ ରାଜ୍ୟ ସରକାର, ଜାଣନ୍ତୁ କେଉଁ ଅଧିକାରୀ କେଉଁଠି ପାଇଲେ ନିଯୁକ୍ତି

Share this story