ଗୁରୁଜନଙ୍କ ସ୍ବାସ୍ଥ୍ୟସମସ୍ୟାକୁ ନେଇ ଚିନ୍ତାରେ ରହିବା ସହ ଆୟଠୁ ବ୍ୟୟ ଅଧିକ ହେବେ! ପଢନ୍ତୁ ଆଜିର ରାଶିଫଳ
ଓଡ଼ିଆ ଗସିପ୍ ବ୍ୟୁରୋ: ଆଜି ଅର୍ଥାତ ଫେବୃଆରୀ ୬ ହେଉଛି ମଙ୍ଗଳ ବାର। ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତା ସହ ଚଳିବ ପଡ଼ିବ ଆସନ୍ତୁ ଜାଣିବା...
ମେଷ: ପାରିବାରିକ ସମସ୍ୟା ଦେଖାଦେବ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ଦୀର୍ଘଦିନରୁ ଅଟକି ରହିଥିବା କାର୍ଯ୍ୟ ପୂରା ହେବ। ଦିନଟି ମିଶ୍ରିତ ଫଳ ଦେବ। ପରୋପକାରରେ ନିଜକୁ ସାମିଲ କରିେବ।
ବୃଷ: ଆତ୍ମବିଶ୍ବାସ ବୃଦ୍ଧି ପାଇବ। ପାରିବାରିକ ଜୀବନ ସୁଖମୟ ହେବ। ନିଜଲୋକଙ୍କ ସହ ସୁଖଦ ସମୟ ଅତିବାହିତ କରିବେ। ବ୍ୟବସାୟ ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିବେ।
ଅଧିକ ପଢନ୍ତୁ :ବାଥରୁମରେ ଅଧିକ ହାର୍ଟ ଆଟାକ୍ ହେବାର ପ୍ରକୃତ କାରଣ କଣ? ଜାଣିଲେ ହେବେ ଆଶ୍ଚର୍ଯ୍ୟ
ମିଥୁନ: ଦିନଟି ଶୁଭଫଳ ପ୍ରଦାନ କରିବ। ସାମାଜିକ କାର୍ଯ୍ୟରେ ସମୟ ଅତିବାହିତ କରିେବ। ଆର୍ଥିକ ମାମଲାରେ ସୁଧାର ଆସିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ସମ୍ପର୍କୀୟଙ୍କୁ ଉଧାର ଦେଇ ପାରନ୍ତି।
କର୍କଟ: ବନ୍ଧୁଙ୍କ ସହଯୋଗ ମିଳିବ। ଜମି କ୍ରୟ କରିପାରନ୍ତି। ମହିଳାଙ୍କୁ ଗୁରୁତ୍ବପୂର୍ଣ୍ଣ ଦାୟିତ୍ବ ମିଳିବ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ପ୍ରତିଯୋଗିତାମୂଳକ ପରୀକ୍ଷାରେ ବିଦ୍ୟାର୍ଥୀ କୃତକାର୍ଯ୍ୟ ହେବେ।
ସିଂହ: କର୍ମଚଞ୍ଚଳ ରହିବେ। ମନ ପ୍ରଫୁଲ୍ଲିତ ରହିବ। ଘରକୁ ଅତିଥି ଆଗମନ କରିେବ। କାର୍ଯ୍ୟଭାର ବଢ଼ିବ। ଆୟଠୁ ବ୍ୟୟ ଅଧିକ ହେବେ। ଅଯଥା ଖର୍ଚ୍ଚରୁ ଦୂରେଇ ରହିବେ। ଘର ପାଇଁ ନୂଆ ଜିନିଷ କିଣିବେ।
ଅଧିକ ପଢନ୍ତୁ :ସୁସ୍ଥ ଶରୀର ପାଇଁ ସୁସ୍ଥ ଆହାର, ଏହି ୪ଟି ଜିନିଷ ସେବନ କଲେ ଦୂର ହେବ ମଧୁମେହ ସମସ୍ୟା!
କନ୍ୟା: ଶିକ୍ଷା କ୍ଷେତ୍ରରେ ସଫଳତା ପ୍ରାପ୍ତି ହେବ। ପେଟଜନିତ ସମସ୍ୟା ଦେଖାଦେଇପାରେ। ରାଜନୀତିରେ ସାମିଲ ହେବେ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ବୈବାହିକ ଜୀବନରେ ସମସ୍ୟା ଆସିବ।
ତୁଳା: ଅଫିସ୍ କାର୍ଯ୍ୟରେ ବିଦେଶ ଯାତ୍ରା ଯୋଗ ଅଛି। ବିଦ୍ୟାର୍ଥୀ ସଫଳତା ପାଇଁ କଠିନ ପରିଶ୍ରମ କରିେବ। ନୂତନ ବ୍ୟବସାୟ ପାଇଁ ଯୋଜନା ପ୍ରସ୍ତୁତ କରିେବ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ।
ବିଛା: ସୃଜନାତ୍ମକ କାର୍ଯ୍ୟରେ ସଫଳତା ମିଳିବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ମନ ପ୍ରସନ୍ନ ରହିବ। ପ୍ରେମ ସମ୍ବନ୍ଧ ମଜଭୁତ୍ ହେବ। ମନୋରଞ୍ଜନ କାର୍ଯ୍ୟରେ ସମୟ ଅତିବାହିତ କରିବେ।
ଅଧିକ ପଢନ୍ତୁ :କିଡ଼ନୀ ସୁସ୍ଥ ରଖିବା ପାଇଁ ଖାଆନ୍ତୁ ଏହି ୫ଟି ଫଳ, ଗମ୍ଭୀର ରୋଗରୁ ବଞ୍ଚିଯିବେ...
ଧନୁ: ନିବେଶରୁ ଲାଭ ମିଳିବ। କାର୍ଯ୍ୟରୁ ଆଶାଜନକ ଫଳ ମିଳିବ। ଆତ୍ମବିଶ୍ବାସର ସହ କାର୍ଯ୍ୟ ସମ୍ପାଦନ କରିବେ। ଅଫିସ୍ରେ ପଦୋନ୍ନତି ସମ୍ଭାବନା ଅଛି। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ।
ମକର: ଦିନଟି ଶୁଭଫଳ ପ୍ରଦାନ କରିବ। ଗୁରୁଜନଙ୍କ ସ୍ବାସ୍ଥ୍ୟସମସ୍ୟାକୁ ନେଇ ଚିନ୍ତାରେ ରହିେବ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ବୁଲାବୁଲି ପାଇଁ ଯୋଜନା ପ୍ରସ୍ତୁତ କରିବେ। କ୍ରୀଡ଼ାବିତ୍ ସଫଳ ହେବେ।
କୁମ୍ଭ: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଧାର୍ମିକ କାର୍ଯ୍ୟ କରିବେ। ସମାଜରେ ମାନ ପ୍ରତିଷ୍ଠା ବଢ଼ିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଘରେ ମାଙ୍ଗଳିକ କାର୍ଯ୍ୟ ହେବ। ପ୍ରେମ ବ୍ୟାପାରରେ ସଫଳତା ମିଳିବ।
ମୀନ: ସନ୍ତାନଙ୍କ ଭବିଷ୍ୟତ ପାଇଁ ନୂଆ ଯୋଜନା କରିବେ। ବିଦ୍ୟାର୍ଥୀ ପଢ଼ାରେ ମନଯୋଗ ଦେବେ। ପଡ଼ୋଶୀଙ୍କ ସହ ବିବାଦ ଦେଖା ଦେବ। ବିଶେଷ କାର୍ଯ୍ୟରୁ ଲାଭ ମିଳିବ।
ଅଧିକ ପଢନ୍ତୁ :ସ୍ବାସ୍ଥ୍ୟଜନିତ ସମସ୍ୟା ଉପୁଜିବା ସହ ଅତ୍ୟଧିକ ଖର୍ଚ୍ଚ ଚିନ୍ତାର କାରଣ ହେବ! ପଢନ୍ତୁ ଏ ସପ୍ତାହର ରାଶିଫଳ