ଆପଣ ଆପଣଙ୍କର ରାଶିଫଳ ବିଷୟରେ ଜାଣିବାକୁ ଚାହୁଁଛନ୍ତି କି ? ଜାଣନ୍ତୁ କେମିତି କଟିବ ଆଜିର ଦିନ...
 

Horoscope for Wednesday 16 September 2023
ରାଶିଫଳ: ଜାଣନ୍ତୁ କେମିତି କଟିବ ଆପଣଙ୍କର ଦିନ...
 

ଓଡ଼ିଆ ଗସିପ୍ ବ୍ୟୁରୋ: ମେଷ: ଆଜିର ଦିନଟି ଆପଣଙ୍କ ପାଇଁ ସକାରାତ୍ମକ ରହିବ। ନୂତନ ବ୍ୟବସାୟ ଆରମ୍ଭ କରିପାରିବେ। ପ୍ରେମ ବ୍ୟାପାରରେ ସଫଳ ହେବେ। ଗୁରୁଜନଙ୍କ ସ୍ବାସ୍ଥ୍ୟାବସ୍ଥାକୁ ଗୁରୁତ୍ବ ଦିଅନ୍ତୁ। ଅଧିକ ଖର୍ଚ୍ଚାନ୍ତ ହୋଇପାରନ୍ତି।

ବୃଷ: ଉଦ୍ଧାର ଦେଇଥିବା ଟଙ୍କା ଫେରିପାଇବେ। ବିଦ୍ୟାର୍ଥୀମାନେ କ୍ୟାରିୟର ପାଇଁ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। ଅଫିସ୍‌ ମାହୋଲ ଶାନ୍ତିପୂର୍ଣ୍ଣ ରହିବ। ନୂତନ ଯାନବାହନ କ୍ରୟ କରିପାରନ୍ତି।

ଅଧିକ ପଢ଼ନ୍ତୁ: ଏହି ରାଶି ବ୍ୟକ୍ତିଙ୍କ ପାଇଁ ଆଗାମୀ ୧୧୮ ଦିନ ରହିବ ବରଦାନ ଭଳି, ବୃହସ୍ପତି କରିଦେବେ ମାଲାମାଲ୍

ମିଥୁନ:ପରିବାରଲୋକଙ୍କ ସହ ସମୟ ବିତାଇବେ। ସାମାଜିକ କାର୍ଯ୍ୟକ୍ରମରେ ସାମିଲ ହୋଇପାରନ୍ତି। ନୂତନ ନିବେଶ କରିପାରନ୍ତି। ଆୟ ଅନୁସାରେ ବ୍ୟୟ ଅଧିକ ହେବ। ପତି-ପତ୍ନୀଙ୍କ ମଧ୍ୟରେ ସୁସମ୍ପର୍କ ରହିବ।

କର୍କଟ: ଆର୍ଥିକ ଦୃଷ୍ଟିରୁ ଦିନଟି ଭଲରେ କଟିବ। ଭୂମି କ୍ରୟ କରିପାରନ୍ତି। ଅପେକ୍ଷା କରିଥିବା ଦିଗରୁ ଧନପ୍ରାପ୍ତି ହେବ। ବିଦ୍ୟାର୍ଥୀମାନେ ଖେଳକସରତରେ ସମୟ ବିତାଇବେ। ମହିଳାମାନଙ୍କ ଦାୟିତ୍ବ ବଢ଼ିବ। 

ଅଧିକ ପଢ଼ନ୍ତୁ: ଏମାନଙ୍କ ପାଇଁ ଆଜି ଦିନଟି ଖରାପ; ଜାଣନ୍ତୁ ଆପଣଙ୍କ ରାଶିଫଳ, କେମିତି କଟିବ ଆଜିର ଦିନ 

ସିଂହ: ଆଜିର ଦିନଟି ମିଶ୍ରିତ ଫଳ ଦେବ। ଉଭୟ ଘର ଓ କର୍ମକ୍ଷେତ୍ରରେ ହାତେ ମାପି ଚଳିବାକୁ ହେବ। ଅଫିସ୍‌ କାମ ପାଇଁ ଦୂରସ୍ଥାନ ଯାତ୍ରା କରିପାରନ୍ତି। ଅଯଥା ଖର୍ଚ୍ଚରୁ ଦୂରେଇ ରୁହନ୍ତୁ। ଆର୍ଥିକ ସ୍ଥିତି ଭଲ ରହିବ।

କନ୍ୟା: ଆର୍ଥିକ ସ୍ଥିତିକୁ ନେଇ ଚିନ୍ତିତ ରହିବେ। ନୂତନ ବ୍ୟବସାୟ ପାଇଁ ଅଧିକ ପରିଶ୍ରମ କରିବାକୁ ହେବ। ବନ୍ଧୁ ସହଯୋଗ ପାଇ ଅଟକି ଥÒବା କାମ ପୂରା କରିେବ। ଖୁସି ଖବର ପାଇପାରନ୍ତି।

ଅଧିକ ପଢ଼ନ୍ତୁ: ମୃତ୍ୟୁ ପୂର୍ବରୁ ମିଳିଥାଏ ଏହି ଲକ୍ଷଣ; ୪୦ ସେକେଣ୍ଡ ପୂର୍ବରୁ ଘଟିଥାଏ ଏହି ଭୟାନକ ଓ କଷ୍ଟଦାୟକ ଘଟଣା!

ତୁଳା: ଦିନଟି ଉତ୍ସାହ ଓ ଉଦ୍ଦୀପନାରେ ବିତିବ। ପରିବାରରେ ସୁଖ ଶାନ୍ତି ରହିବ। ଦୂରସ୍ଥାନ ଯାତ୍ରା କରିବାକୁ ଯୋଜନା କରିବେ। କୌଣସି କଥାକୁ ନେଇ ଭୟଭୀତ ହୁଅନ୍ତୁନି। ମାତାପିତାଙ୍କ ପରାମର୍ଶ ନେଇ କାମ କରନ୍ତୁ।

ବିଛା: ନୂତନ ପ୍ରୋଜେକ୍ଟରେ କାମ ଆରମ୍ଭ କରିବେ। ବିଦ୍ୟାର୍ଥୀମାନେ ଉଚ୍ଚ ପ୍ରଶଂସିତ ହୋଇପାରନ୍ତି। ୱାର୍କଫ୍ରମ୍‌ ହୋମ୍‌ କରୁଥିବା ବ୍ୟକ୍ତି ସାବଧାନ ରୁହନ୍ତୁ। ସାମାଜିକ କ୍ଷେତ୍ରରେ ସମ୍ମାନିତ ହୋଇପାରନ୍ତି।

ଅଧିକ ପଢ଼ନ୍ତୁ: ସକାଳ ବା ପାହାନ୍ତିଆ ସେକ୍ସ ଶରୀରକୁ ଦେଇଥାଏ ଏହି ସବୁ ଫାଇଦା, ଜାଣି ନାହାନ୍ତି ଯଦି ଏବେ ହିଁ ଜାଣି ରଖନ୍ତୁ 

ଧନୁ: ଦିନଟି ଆଳସ୍ୟରେ ବିତିବ। ଯେ କୌଣସି କାର୍ଯ୍ୟ କରିବା ପୂର୍ବରୁ ବାରମ୍ବାର ଚିନ୍ତା କରିବା ଜରୁରି। ଜମି ବିବାଦକୁ ନେଇ କୋର୍ଟକଚେରୀ ଦ୍ବାରସ୍ଥ ହୋଇପାରନ୍ତି। ମହିଳାମାନେ ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି।

ମକର: ପୁରୁଣା ବନ୍ଧୁଙ୍କ ସହ ଭ୍ରମଣ କରିପାରନ୍ତି। ଅଫିସ୍‌ କର୍ମଚାରୀଙ୍କ ସହ ସୁସମ୍ପର୍କ ରଖନ୍ତୁ। ନୂତନ ବ୍ୟବସାୟ ଆରମ୍ଭ କରିବା ପାଇଁ ଉପଯୁକ୍ତ ସମୟ। ଅଯଥା ଯୁକ୍ତି କରନ୍ତୁନି। ମହିଳାମାନେ ଘରକାର୍ଯ୍ୟରେ ବ୍ୟସ୍ତ ରହିବେ।

ଅଧିକ ପଢ଼ନ୍ତୁ: ଆର୍ଥିକ ସଙ୍କଟରୁ ମୁକ୍ତି ପାଇବା ପାଇଁ ଚାହୁଁଛନ୍ତି, ତାହାହେଲେ ଶୁକ୍ରବାର ରାତିରେ କରନ୍ତୁ ଏହି ଗୁପ୍ତ ଉପାୟ

କୁମ୍ଭ: ସ୍ବାସ୍ଥ୍ୟ ସମସ୍ୟା ଦେଖାଦେଇପାରେ। ଧାର ଦେଇଥିବା ଟଙ୍କା ଫେରିପାଇବାରେ ବିଳମ୍ବ ହେବ। ଦୀର୍ଘ ଦିନରୁ ଅଟକି ରହିଥିବା କାର୍ଯ୍ୟ ପୂରା ହେବ। ଆଣ୍ଠୁଗଣ୍ଠି ସମସ୍ୟାରୁ ଦୂରେଇ ରୁହନ୍ତୁ।

ମୀନ: ନୂତନ ଯୋଜନା କରିେବ। ଆର୍ଥିକ ସ୍ଥିତିକୁ ନେଇ ଚିନ୍ତିତ ରହିେବ। ପରିବାରରେ ମାଙ୍ଗଳିକ କାର୍ଯ୍ୟ ହେବ। ବିଦ୍ୟାର୍ଥୀମାନେ ପ୍ରତିଯୋଗିତାମୂଳକ ପରୀକ୍ଷାରେ ଭଲ ପ୍ରଦର୍ଶନ କରିବେ।

ଅଧିକ ପଢ଼ନ୍ତୁ: ଶାଶୂ ଘରକୁ ସ୍ବର୍ଗ କରନ୍ତି ଏହି ଝିଅ; ଏମାନଙ୍କ ପାଖରେ ରହିଥାଏ ଏହି ଖାସ୍ ଗୁଣ, ଜାଣନ୍ତୁ ସେହି ବିଶେଷ ଗୁଣଗୁଡ଼ିକ କଣ...

Share this story