ଯାନବାହନରେ ରଖନ୍ତୁ ଏହି ଜିନିଷ, ଦୂରେଇ ଯିବ ନକାରାତ୍ମକ ଶକ୍ତି ଓ ଅଶୁଭ ପ୍ରଭାବ
 

powerful tips to get rid of the negative energy in the car
ନକାରାତ୍ମକ ଶକ୍ତି ଓ ଅଶୁଭ ପ୍ରଭାବରୁ ଦୂରେଇ ରହିବା ପାଇଁ ଗାଡିରେ ରଖନ୍ତୁ ଏହି ଜିନିଷ
 

ଓଡ଼ିଆ ଗସିପ୍ ବ୍ୟୁରୋ: ନକାରାତ୍ମକ ଶକ୍ତି ଓ ଅଶୁଭ ପ୍ରଭାବରୁ ଦୂରେଇ ରହିବା ପାଇଁ ଯାନବାହନର ବାସ୍ତୁ ଉପରେ ମଧ୍ୟ ବିଶେଷ ଦୃଷ୍ଟି ଦେବା ଆବଶ୍ୟକ। ତେବେ ଗାଡ଼ିରେ କେଉଁ ସବୁ ଜିନିଷ ରଖୀଲେ ସକାରାତ୍ମକ ଶକ୍ତି ବୃଦ୍ଧି ପାଏ, ଜାଣିବା ସେ ସମ୍ପର୍କରେ…

ଅଧିକ ପଢନ୍ତୁ : କେମିତି ଜାଣିବେ ଆପଣଙ୍କୁ ହୋଇଛି ଲିଭର୍ କ୍ୟାନ୍ସର, ଜାଣନ୍ତୁ ରୋଗର ଲକ୍ଷଣ ଏବଂ କାରଣ

– ବାସ୍ତୁ ଅନୁସାରେ, ଗାଡ଼ିରେ ସକାରାତ୍ମକ ଶକ୍ତି ବୃଦ୍ଧି କରିବା ପାଇଁ ଗାଡ଼ିର ଡ୍ୟାସ୍‌ବୋର୍ଡରେ ଗଣେଶ, ଦୁର୍ଗା ଓ ଶିବଙ୍କ ପ୍ରତିମା ରଖୀବା ଜରୁରି।
– ନକାରାତ୍ମକ ଶକ୍ତି ଦୂର କରିବା ପାଇଁ ଗାଡ଼ିରେ କଳା କଇଁଛ ରଖୀବା ଶୁଭ।

ଅଧିକ ପଢନ୍ତୁ :ସପ୍ତାହିକ ରାଶିଫଳ: ପାରିବାରିକ ଜୀବନରେ ଅସ୍ଥିରତା ସହିତ ସ୍ବାସ୍ଥ୍ୟ ସମସ୍ୟା ଦେଖାଦେବ, ଜାଣନ୍ତୁ କେମିତି କଟିବ ଏହି ସପ୍ତାହ

– ସେହିପରି ପାଣି ବୋତଲ ଗାଡ଼ିରେ ରଖିବା ଦ୍ବାରା ମନ ନିର୍ମଳ ରହେ।
– ଗାଡ଼ିରେ ମୟୂର ପୁଚ୍ଛ, ଶିବଙ୍କ ଡମ୍ବରୁ ଏବଂ ଦୁର୍ଗା ମା’ଙ୍କ ଓଢ଼ଣି ରଖୀବା ଶୁଭଦାୟକ। ଏହା ଦ୍ବାରା ଜୀବନର ସମସ୍ତ ବାଧା ଦୂର ହୋଇଥାଏ।

ଅଧିକ ପଢନ୍ତୁ : ଶନି ଗୋଚର: ୨୦୨୪ ରେ ଏହି ୪ ରାଶିର ଲୋକଙ୍କ ବଦଳିବ ଭାଗ୍ୟ, ବର୍ଷ ସାରା ଖାଲି ଟଙ୍କା ହିଁ ଟଙ୍କା!
 

Share this story