ଆଜିର ରାଶିଫଳ : ଏହି ରାଶି ଥିବା ବ୍ୟକ୍ତିଙ୍କ ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ

rasifala of June 22 2023

ଓଡ଼ିଆ ଗସିପ ବ୍ୟୁରୋ : ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ସ୍ୱାମୀ ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ମେ ୧୭ ହେଉଛି ବୁଧବାର । ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତା ସହ ଚଳିବାକୁ ପଡ଼ିବ :

ମେଷ: ଶିକ୍ଷା କ୍ଷେତ୍ରରେ ସଫଳତା ପ୍ରାପ୍ତ ହେବ । ଚାକିରିରେ ପରିବର୍ତ୍ତନ ହେବ । ରାଜନୀତିରେ ସଫଳ ହେବେ । ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ । ସନ୍ତାନଙ୍କ ଭବିଷ୍ୟତ ଲାଗି ବାପାମାଆ ଅର୍ଥ ନିବେଶ କରିବେ ।

ବୃଷ: ବ୍ୟସ୍ତତା ଭିତରେ ଦିନଟି କଟିବ । ବ୍ୟବସାୟ ଆଗକୁ ବଢ଼ାଇବାକୁ ପ୍ରୟାସ କରିବେ । ପରିବାର ସଦସ୍ୟଙ୍କ ସହ ଧାର୍ମିକ ସ୍ଥାନକୁ ଯାତ୍ରା କରିବେ । ସୃଜାନାତ୍ମକ କ୍ଷେତ୍ରରେ ସଫଳତା ହାସଲ କରିବେ ।

ମିଥୁନ: ଚାକିରିରେ ପଦୋନ୍ନତି ସମ୍ଭାବନା ଅଛି । ସ୍ବାସ୍ଥ୍ୟରେ ସୁଧାର ଆସିବ । ଅଧିକ ପରିଶ୍ରମ କରିବେ । ପାରିବାରିକ ଜୀବନ ସୁଖମୟ ହେବ । ବାଦବିବାଦରୁ ଦୂରେଇ ରହିବେ । ଖର୍ଚ୍ଚରେ ନିୟନ୍ତ୍ରଣ ରକ୍ଷା କରିବେ ।

ଅଧିକ ପଢ଼ନ୍ତୁ : ପ୍ରବଳ ବର୍ଷା ହେବ : ଆଗାମୀ ୩ ଘଣ୍ଟା ପାଇଁ ୧୧ ଜିଲ୍ଲାକୁ ହାଇ ଆଲର୍ଟ

କର୍କଟ: ଆର୍ଥିକ ସ୍ଥିତିରେ ଉନ୍ନତି ପରିଲକ୍ଷିତ ହେବ । ଉଧାର ଧନ ଫେରିପାଇବେ । ସମ୍ପର୍କୀୟଙ୍କ ଘରକୁ ବୁଲିବାକୁ ଯିବେ । ମାନସିକ ଶାନ୍ତି ପାଇଁ ଧାର୍ମିକ କାର୍ଯ୍ୟରେ ସମୟ ଅତିବାହିତ କରିବେ ।

ସିଂହ: ନିବେଶରୁ ଲାଭ ପାଇବେ । କାର୍ଯ୍ୟରେ ସଫଳତା ମିଳିବ । ବ୍ୟବହାରରେ ସଂଯମତା ରକ୍ଷା କରିବେ । ତରିବରିଆ ଭାବେ କୌଣସି ନିଷ୍ପତ୍ତି ନେବେ ନାହିଁ । ଶିକ୍ଷା କ୍ଷେତ୍ରରେ ସମ୍ମାନ ମିଳିବ ।

କନ୍ୟା: ନୂଆ ରଣନୀତିରେ କାରବାରକୁ ଆଗକୁ ନେବେ । ଘର ସାଜସଜ୍ଜାରେ ଅଧିକ ଖର୍ଚ୍ଚାନ୍ତ ହେବେ । ଭାଇ, ଭଉଣୀଙ୍କ ସହ ସୁଖଦୁଃଖ ବାଣ୍ଟିବେ । ପଡ଼ୋଶୀଙ୍କ ସହ ମତାନ୍ତର ଦୂର ହେବ ।

ତୁଳା: ସରକାରୀ କ୍ଷେତ୍ରରେ ଲାଭ ମିଳିବ । ଧାର କରଜ କରିବାରୁ ରକ୍ଷା ପାଇବେ । ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି । ଛାତ୍ରଛାତ୍ରୀ ଖେଳକୁଦରେ ସମୟ ଅତିବାହିତ କରିବେ ।

ଅଧିକ ପଢ଼ନ୍ତୁ : SSB Odisha Recruitment: ପୋଷ୍ଟ ଗ୍ରାଜୁଏଟ୍ ଶିକ୍ଷକ (PGT) ପଦବୀରେ ନିଯୁକ୍ତି ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ, ଜାଣନ୍ତୁ ପକେଇବା ପ୍ରକ୍ରିୟା ଏବଂ ଦରମା କେତେ ?

ବିଛା: ଘରେ ମାଙ୍ଗଳିକ କାର୍ଯ୍ୟ ଆୟୋଜନ କରିବେ । ସମୟ ପୂର୍ବରୁ ସମସ୍ତ କାର୍ଯ୍ୟ ପୂରା କରିବେ । ଇଚ୍ଛା ପୂରଣ ହେବ । ଦାମ୍ପତ୍ୟ ଜୀବନ ଖୁସିରେ ବିତିବ । ବନ୍ଧୁଙ୍କ ସହ ବୁଲିବାକୁ ଯିବେ ।

ଧନୁ: ଧାର୍ମିକ ସ୍ଥାନକୁ ଯାତ୍ରାଯୋଗ ଅଛି । ବ୍ୟବସାୟ ଜନିତ ସମସ୍ୟା ସମାଧାନ ହେବ । ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ । ଆର୍ଥିକ ଉନ୍ନତିକୁ ନେଇ ପ୍ରସନ୍ନ ରହିବେ । ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ ।

ମକର: ନାଚ, ଗୀତରେ ସଫଳତା ମିଳିବ । ଛାତ୍ରଛାତ୍ରୀ ପଢ଼ା ପ୍ରତି ଆଗ୍ରହ ପ୍ରକାଶ କରିବେ । ବିଦେଶ ଯାତ୍ରା ଯୋଗ ଅଛି । ଭଉଣୀଙ୍କ ସ୍ବାସ୍ଥ୍ୟରେ ସୁଧାର ଆସିବ । ଦାମ୍ପତ୍ୟ ଜୀବନରେ ସମସ୍ୟା ଦେଖା ଦେବ ।

ଅଧିକ ପଢ଼ନ୍ତୁ : ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ ଶେଷ, ୧୫ଟି ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ

କୁମ୍ଭ: ପ୍ରେମିକ ପ୍ରେମିକାଙ୍କ ଲାଗି ଦିନଟି ଭଲ । ଘର ପାଇଁ ନୂଆ ଜିନିଷ କିଣିବେ । ସନ୍ତାନଙ୍କ ସହ ସମୟ ଅତିବାହିତ କରିବେ । ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ମିଳିବ । ଛାତ୍ରଛାତ୍ରୀ ପରୀକ୍ଷାରେ କୃତକାର୍ଯ୍ୟ ହେବେ ।

ମୀନ: ବ୍ୟସ୍ତତା ଭିତରେ ନିଜ ପାଇଁ ସମୟ ବାହାର କରିବେ । ଧାର୍ମିକ କାର୍ଯ୍ୟରେ ନିୟୋଜିତ ହେବେ । ଶିକ୍ଷାରେ ସଫଳତା ମିଳିବ । ପୈତୃକ ସମ୍ପତ୍ତି ବିବାଦର ସମାଧାନ ହେବ । ବ୍ୟବସାୟରେ ପରିବର୍ତ୍ତନ ଆଣିବେ ।

Share this story