ରୁପି ସମସ୍ୟା : ଏହା ପଛର କାରଣ କ’ଣ ଓ ଏହାକୁ କିପରି ନିୟନ୍ତ୍ରଣରେ ରଖି ହେବ ?

dandruff know its cause and control measures

ଓଡ଼ିଆ ଗସିପ୍ ବ୍ୟୁରୋ: ଅନେକଙ୍କ କ୍ଷେତ୍ରରେ ଡ୍ୟାଣ୍ଡରଫ୍ ବା ରୁପି ସମସ୍ୟା ଦେଖାଦେଇଥାଏ । କେତେକଙ୍କ କ୍ଷେତ୍ରରେ ବର୍ଷସାରା ରୁପି ସମସ୍ୟା ଲାଗି ରହିଥାଏ । ବିଶେଷକରି ଶୀତଦିନରେ ଏହା ଅତ୍ୟଧିକ ପରିମାଣରେ ହୋଇଥାଏ । ହେଲେ ଏହା ପଛର କାରଣ କ’ଣ ଓ ଏହାକୁ କିପରି ନିୟନ୍ତ୍ରଣରେ ରଖିହେବ, ଜାଣି ରଖିବା ଜରୁରୀ ।

ଅଧିକ ପଢ଼ନ୍ତୁ: ଶ୍ରୀରାମଙ୍କ ପରି ପୁତ୍ର ଆଉ କେହି କାହିଁକି ହୋଇପାରିବେନି ? ପ୍ରଥମେ ମାତାଙ୍କୁ ପ୍ରଣାମ କରିବା ନା ପିତାଙ୍କୁ ପ୍ରଣାମ କରିବା ?

• ରୁପି ହେବାର ବିଭିନ୍ନ କାରଣ ରହିଛି
• ରୁପି ହେବା ଜେନେଟିକ୍ କାରଣରୁ ହୋଇପାରେ
• ଏହାସହ କେଉଁ ପରିବେଶରେ ରହୁଛନ୍ତି, ତାହା ମଧ୍ୟ ଗୁରୁତ୍ୱପୂର୍ଣ୍ଣ

ଅଧିକ ପଢ଼ନ୍ତୁ: ଘରେ ରଖନ୍ତୁ ଏହି ସବୁ ଜିନିଷ, ମିଳିବ ଶୁଭଫଳ

 ଅତ୍ୟଧିକ ପ୍ରଦୂଷଣ ମଧ୍ୟ ରୁପିର କାରଣ ହୋଇପାରେ
• ଶୀତଦିନେ ହିଁ ସବୁଠୁ ଅଧିକ ରୁପି ହୋଇଥାଏ
• ବାୟୁମଣ୍ଡଳରେ ଶୁଷ୍କତା ରୁପି ସମ୍ୟା ବଢ଼ାଇଥାଏ

• ରୁପିକୁ ସମ୍ପୂର୍ଣ୍ଣ ହଠାଇବା କଷ୍ଟକର ବ୍ୟାପାର
• ରୁପିକୁ ନିୟନ୍ତ୍ରଣ କରିବା ପାଇଁ ଷ୍ଟିରଏଡ ଲୋସନ, ଆଂଟି ଡ୍ୟାଂଡରଫ୍ ସାମ୍ପୁ ବ୍ୟବହାର କରନ୍ତୁ
• ଡାକ୍ତରଙ୍କ ପରାମର୍ଶ ପରେ ହିଁ ଲୋସନ କିମ୍ବା ସାମ୍ପୁ ବ୍ୟବହାର କରନ୍ତୁ

ଅଧିକ ପଢ଼ନ୍ତୁ: ଆଜିର ରାଶିଫଳ: ଜାଣନ୍ତୁ କଣ ରହିଛି ଭଲମନ୍ଦ

• ରୁପି ନିୟନ୍ତ୍ରଣ ପାଇଁ ମୁଣ୍ଡରେ ଲେମ୍ବୁ ଲଗାଇପାରିବେ
• ଅନ୍ୟ କିଛି ପ୍ରସଙ୍ଗ ଉପରେ ମଧ୍ୟ ଦୃଷ୍ଟି ଦେବାକୁ ପଡ଼ିବ
• ବାହାରକୁ ଗଲେ ଚୁଟିକୁ ଘୋଡ଼ାଇ ରଖିବା ମଧ୍ୟ ଜରୁରୀ
• ଏକ ସନ୍ତୁଳିତ ଖାଦ୍ୟ ଓ ଜୀବନ ଶୈଳୀ ମଧ୍ୟ ଗୁରୁତ୍ୱପୂର୍ଣ୍ଣ

 

Share this story