ରାଶି ପରିବର୍ତ୍ତନ କରିବେ ଶୁକ୍ର, ଖୁବ୍ ଶୀଘ୍ର ମେଷ ସହ ଧନୀ ହେବାକୁ ଯାଉଛନ୍ତି ଏହି ୪ ରାଶିର ବ୍ୟକ୍ତି!

Venus Transit In March WILL Increase Wealth And Good Luck Of These 4 Zodiac Sign
ରାଶି ପରିବର୍ତ୍ତନ କରିବେ ଶୁକ୍ର
 

ଓଡ଼ିଆ ଗସିପ୍ ବ୍ୟୁରୋ: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଶୁକ୍ରଙ୍କୁ ଧନ, ଐଶ୍ବର୍ଯ୍ୟର କାରକ ଭାବେ ବିବେଚନା କରାଯାଏ । ଏହା ବ୍ୟତୀତ ଶୁକ୍ର ମାତା ଲକ୍ଷ୍ମୀଙ୍କ ସହ ମଧ୍ଯ ଜଡିତ। ଶାସ୍ତ୍ର ଅନୁଯାୟୀ, ଶୁକ୍ର ମାର୍ଚ୍ଚ ୨୦ ତାରିଖରେ ରାଶି ପରିବର୍ତ୍ତନ କରି ତୁଳା ରାଶିରେ ପ୍ରବେଶ କରିବେ । ଶୁକ୍ରଙ୍କ ଏହି ଚଳନ ଅନେକ ରାଶିର ଜୀବନରେ ବଡ଼ ପରିବର୍ତ୍ତନ ଆଣିବ । ତେବେ ଆସନ୍ତୁ ଜାଣିବା କେଉଁ ୫ ରାଶିଙ୍କୁ ଧନବାନ କରିବେ ଶୁକ୍ର ।

ଧନୀ ହେବେ ଏହି ୪ ରାଶିର ବ୍ୟକ୍ତି :

ତୁଳା ରାଶି- ଏହି ଚଳନ ତୁଳା ରାଶି ପାଇଁ ମଧ୍ଯ ଶୁଭଫଳ ଦାୟୀ ରହିବ । ଏହି ସମୟରେ ଆର୍ଥିକ ଲାଭ ମିଳିବା ନେଇ ସମ୍ଭାବନା ରହିଛି । ପ୍ରେମ ଓ ବୈବାହିକ ଜୀବନ ସୁଖମୟ ହେବ। କ୍ୟାରିୟରେ ସଫଳତା ମିଳିବ। କର୍ମକ୍ଷେତ୍ରରେ ଭଲ ପ୍ରଦର୍ଶନ ସହ ପଦୋନ୍ନତି ନେଇ ଯୋଗ ରହିଛି। ବ୍ୟବସାୟରେ ବିପୁଳ ଲାଭ ପାଇବେ।

ଆଧିକ ପଢନ୍ତୁ : ମଙ୍ଗଳ ଓ ଶୁକ୍ରଙ୍କ ହେବ ମହାସଂଯୋଗ, ଖୁବ ଶୀଘ୍ର ମାଲାମାଲ ହେବେ ଏହି ୩ ରାଶି !

କର୍କଟ ରାଶି- ଶୁକ୍ରଙ୍କ ଏହି ଚଳନ କର୍କଟ ରାଶିର ଲୋକଙ୍କୁ ଶୁଭଫଳ ପ୍ରଦାନ କରିବ । ଆୟ ବୃଦ୍ଧି ସହ ବିଭିନ୍ନ ଉତ୍ସରୁ ଟଙ୍କା ଆସିବ । ଆର୍ଥିକ୍ ସମସ୍ୟା ଦୂର ହେବ । ବ୍ୟବସାୟ ଶ୍ରେଣୀର ଲୋକେ ଲାଭବାନ ହେବେ । ବିନିଯୋଗରୁ ଲାଭ ମିଳିବ। ଚାକିରି ଓ ବ୍ୟବସାୟରେ ଅଗ୍ରଗତି କରିବେ । ତଥାପି, ଏହି ଅବଧି ମଧ୍ୟରେ ଭାବିଚିନ୍ତି ନିବେଶ କରନ୍ତୁ ।

ବିଛା ରାଶି- ଏହି ସମୟରେ ବିଛା ରାଶିର ବିଶେଷଙ୍କୁ ବିଶେଷ ଶୁଭଫଳ ମିଳିବ । ବ୍ୟକ୍ତିତ୍ୱର ଉନ୍ନତି ହେବ। ଏହି ସମୟରେ ନେଇଥିବା ନିଷ୍ପତ୍ତି ଭବିଷ୍ୟତରେ ଲାଭଦାୟୀ ପ୍ରମାଣିତ ହେବ। ବ୍ୟବସାୟୀମାନେ ଉପକୃତ ହେବେ। ବୈବାହିକ ଜୀବନ ସୁଖମୟ ହେବ । ଯାନବାହାନ କିମ୍ବା ନୂତନ ଜମି କ୍ରୟ ନେଇ ଯୋଗ ରହିଛି । ବିନିଯୋଗରୁ ଆର୍ଥିକ ଲାଭ ମିଳିବ।

ମେଷ ରାଶି- ଶୁକ୍ରଙ୍କ ଚଳନର ଶୁଭ ପ୍ରଭାବ ହେତୁ ପ୍ରେମ ଜୀବନରେ ଅନେକ ସକରାତ୍ମକ ପରିବର୍ତ୍ତନ ଆସିବ । ବ୍ୟବସାୟୀମାନେ ଏହି ଅବଧି ମଧ୍ୟରେ ବିଶେଷ ସୁବିଧା ପାଇବେ । ବ୍ୟବସାୟରେ ଏକ ବଡ଼ ଡିଲ୍ ଚୂଡାନ୍ତ ହୋଇପାରେ । ପରିବାର ଲୋକଙ୍କ ସହଯୋଗ ମିଳିବ । ପ୍ରେମ ଜୀବନ ସୁଖମୟ ହେବ । ଅଟକ ରହିଥିବା କାର୍ଯ୍ୟ ପୂରଣ ହେବ ।

ଆଧିକ ପଢନ୍ତୁ : ମନରେ ଦୁଶ୍ଚିନ୍ତା ଓ ଅସ୍ଥିରତା ସହ ଏହି ରାଶିର ବ୍ୟକ୍ତିଙ୍କ କାର୍ଯ୍ୟରେ ପ୍ରତିବନ୍ଧକ ଦେଖାଦେବ! ପଢନ୍ତୁ ଏ ସପ୍ତାହର ରାଶିଫଳ

( Disclaimer: ଏଠାରେ ଦିଆଯାଇଥିବା ସୂଚନା ଘରୋଇ ଉପଚାର ଓ ସାଧାରଣ ସୂଚନା ଉପରେ ଆଧାରିତ । ଏହାକୁ ଗ୍ରହଣ କରିବା ପୂର୍ବରୁ ଦୟାକରି ବିଶେଷଜ୍ଞଙ୍କ ପରାମର୍ଶ ନିଅନ୍ତୁ ।)
 

Share this story