ଐତିହ୍ୟ ସହର ର ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପଗୁଡିକର ସମୀକ୍ଷା କଲେ ୫ଟି ସଚିବ ଭିକେ ପାଣ୍ଡିଆନ
ଓଡ଼ିଆ ଗସିପ୍ ବ୍ୟୁରୋ: ପୁରୀ ଗସ୍ତରେ ଯାଇ ଐତିହ୍ୟ ସହରର ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପଗୁଡିକର ସମୀକ୍ଷା କରିଛନ୍ତି ଫାଇଭ-ଟି ସଚିବ ଭିକେ ପାଣ୍ଡିଆନ । ପୁରୀରେ ପହଞ୍ଚିବା ପରେ ସେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ସମୀକ୍ଷା କରିଥିଲେ ।
ଅଧିକ ପଢ଼ନ୍ତୁ: ବ୍ରେନକୁ ଭିତରୁ ଦୁର୍ବଳ କରୁଛି ଏହି ୫ଟି ଖରାପ ଅଭ୍ୟାସ, ଆଜି ହି ଛାଡ଼ନ୍ତୁ, ନଚେତ୍ ହେବ ଏହି ଗମ୍ଭୀର ରୋଗ
ଶ୍ରୀମନ୍ଦିର ଚତୁର୍ପାଶ୍ୱ ସମେତ, ଦୋଳବେଦୀ କୋଣ, ବାନାମ୍ବର ଛକ, ଶନିମନ୍ଦିର ଛକ, କୃଷ୍ଣ ସିନେମା ହଲ ନିକଟ, ଶ୍ରୀମନ୍ଦିର କାର୍ଯ୍ୟାଳୟ ନିର୍ମାଣ କାର୍ଯ୍ୟ ଆଦି ସମୀକ୍ଷା କରିଥିଲେ । ସମୀକ୍ଷା ସମୟରେ ପୁରୀ ଜିଲ୍ଲା ପ୍ରଶାସନ ଅଧିକାରୀଙ୍କ ସହ ନିର୍ମାଣ କାରୀ ସଂସ୍ଥାର ଅଧିକାରୀ ମାନେ ଉପସ୍ଥିତ ଥିଲେ।
ଅଧିକ ପଢ଼ନ୍ତୁ: ରେସ୍ତୋରାଁ ଉପରେ ଆକସ୍ମିକ ଚଢ଼ାଉ, ଆପତ୍ତିଜନକ ଅବସ୍ଥାରେ ୨୦ଜଣ ଯୁବକ ଓ ଯୁବତୀଙ୍କୁ ଧରିଲା ପୁଲିସ
ଦ୍ରୁତ ଗତିରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଚାଲିଥିବା ବେଳେ ଏହାକୁ ବିଭିନ୍ନ ସମୟରେ ପୁରୀ ଆସି ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଥାନ୍ତି ୫ଟି ସଚିବ। ଆଜି ଭୋରରୁ ୫ଟି ସଚିବ ପୁରୀ ରେ ପହଞ୍ଚି ସମ୍ପୂର୍ଣ ନିର୍ମାଣ କାର୍ଯ୍ୟ ସମୀକ୍ଷା କରିବା ସହ ଖୁବ ଶୀଘ୍ର କାର୍ଯ୍ୟ ଶେଷ କରିବା ଲାଗି ନିର୍ମାଣଧୀନ ସଂସ୍ଥା ଅଧିକାରୀ ଙ୍କୁ ନିର୍ଦେଶ ଦେଇଛନ୍ତି।
ଅଧିକ ପଢ଼ନ୍ତୁ: ଘରେ ଛାଡିବା ବାହାନାରେ ଶାଳିକୁ ମଦ ପିଆଇ ୪ସାଙ୍ଗ ସହ ମିଶି ଭିଣେଇ କଲା ଦୁଷ୍କର୍ମ, ରାତିସାରା ଚେତାଶୂନ୍ୟ...