କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ଗୁରୁତ୍ୱ, ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ସର୍ବନିମ୍ନ ୬ ବର୍ଷ 
 

6 years minimum age for Class 1 admission
ପ୍ରଥମ ଶ୍ରେଣୀରେ ନାମଲେଖା ପାଇଁ ସର୍ବନିମ୍ନ ବୟସ ୬ବର୍ଷ
 

ଓଡ଼ିଆ ଗସିପ୍ ବ୍ୟୁରୋ:ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ଶିଶୁଙ୍କୁ ସର୍ବନିମ୍ନ ୬ ବର୍ଷ ହୋଇଥିବା ଆବଶ୍ୟକ। ନୂତନ ଜାତୀୟ ଶିକ୍ଷାନୀତି ଓ ଆର୍‌‌ଟିଇ ନିୟମ ଅନୁଯାୟୀ ଏହାକୁ ଲାଗୁ କରିବା ପାଇଁ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ଗୁରୁତ୍ୱ ଦେଇଛି। 

ଆଧିକ ପଢନ୍ତୁ :ରାଶି ପରିବର୍ତ୍ତନ କରିବେ ଶୁକ୍ର, ଖୁବ୍ ଶୀଘ୍ର ମେଷ ସହ ଧନୀ ହେବାକୁ ଯାଉଛନ୍ତି ଏହି ୪ ରାଶିର ବ୍ୟକ୍ତି!

ଆସନ୍ତା ଶିକ୍ଷାବର୍ଷ ଅର୍ଥାତ ୨୦୨୪-୨୫ ଶିକ୍ଷାବର୍ଷରୁ ନାମଲେଖା ପାଇଁ ସର୍ବନିମ୍ନ ବୟସ ସୁନିଶ୍ଚିତ କରିବା ପାଇଁ ସମସ୍ତ ରାଜ୍ୟ ଓ କେନ୍ଦ୍ର ସାଶିତ ଅଞ୍ଚଳକୁ ନିର୍ଦ୍ଦେଶ ଦେଇଛି। ଏହି ନିର୍ଦ୍ଦେଶନାମା ଅନୁଯାୟୀ ବିଜ୍ଞପ୍ତି ବା ନିର୍ଦ୍ଦେଶନାମା ଜାରି କରିବାକୁ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକୁ କୁହାଯାଇଛି।

ଆଧିକ ପଢନ୍ତୁ : ମନରେ ଦୁଶ୍ଚିନ୍ତା ଓ ଅସ୍ଥିରତା ସହ ଏହି ରାଶିର ବ୍ୟକ୍ତିଙ୍କ କାର୍ଯ୍ୟରେ ପ୍ରତିବନ୍ଧକ ଦେଖାଦେବ! ପଢନ୍ତୁ ଏ ସପ୍ତାହର ରାଶିଫଳ
 

Share this story