ମଝି ସମୁଦ୍ରରେ ଦାନା ବାନ୍ଧିଲା ଭୟଙ୍କର ଲଘୁଚାପ କ୍ଷେତ୍ର: ଓଡ଼ିଶା ମୁହାଁ ହୋଇପାରେ ବିପଦ

A severe Low pressure area formed over Bay of Bengal Odisha may face danger
ଓଡ଼ିଶା ମୁହାଁ ହୋଇପାରେ ବିପଦ
 

ଓଡ଼ିଆ ଗସିପ୍ ବ୍ୟୁରୋ: ଓଡ଼ିଆ ଗସିପ୍ ବ୍ୟୁରୋ: ଓଡ଼ିଶା ପାଇଁ ବଡ଼ ଖବର । ଭୁବନେଶ୍ୱର ସ୍ଥିତ ପାଣିପାଗ କେନ୍ଦ୍ର ପକ୍ଷରୁ ଚାଷୀ ଭାଇ ଏବଂ ମତ୍ସ୍ୟଜୀବୀଙ୍କ ପାଇଁ ଜାରି କରିଛନ୍ତି ଅପଡେଟ୍ ଖବର ।

ଅଧିକ ପଢ଼ନ୍ତୁ: ଏହି ରାଶି ବ୍ୟକ୍ତିଙ୍କ ପାଇଁ ଆଗାମୀ ୧୧୮ ଦିନ ରହିବ ବରଦାନ ଭଳି, ବୃହସ୍ପତି କରିଦେବେ ମାଲାମାଲ୍

ପାଣିପାଗ ବିଭାଗର ସଦ୍ୟତମ ଆକଳନ ଅନୁସାରେ ଆଜି ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ମିଆଁମାର ଉପକୂଳସ୍ଥ ବାୟୁମଣ୍ଡଳରେ ୩.୧ ରୁ ୭.୬ କିମି ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି ।

ଅଧିକ ପଢ଼ନ୍ତୁ: ଏମାନଙ୍କ ପାଇଁ ଆଜି ଦିନଟି ଖରାପ; ଜାଣନ୍ତୁ ଆପଣଙ୍କ ରାଶିଫଳ, କେମିତି କଟିବ ଆଜିର ଦିନ 

ଆଉ ମଝି ସମୁଦ୍ରର ଉପରି ଭାଗରେ ସକ୍ରୀୟ ରହିଥିବା ଏହି ଘୁର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୭୨ଘଣ୍ଟା ମଧ୍ୟରେ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । 

ଅଧିକ ପଢ଼ନ୍ତୁ: ମୃତ୍ୟୁ ପୂର୍ବରୁ ମିଳିଥାଏ ଏହି ଲକ୍ଷଣ; ୪୦ ସେକେଣ୍ଡ ପୂର୍ବରୁ ଘଟିଥାଏ ଏହି ଭୟାନକ ଓ କଷ୍ଟଦାୟକ ଘଟଣା!

ସେପଟେ ୧୫ ଓ ୧୬ରେ ବିସ୍ତୃତ ଅଞ୍ଚଳରେ ମଧ୍ୟମଧରଣର ବର୍ଷା ହୋଇପାରେ। ୧୯ତାରିଖରେ ଉତ୍ତର ବଙ୍ଗୋପସାଗର ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ସେପ୍ଟେମ୍ବର ମାସର ତୃତୀୟ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ପରବର୍ତ୍ତୀ ୪୮ଘଣ୍ଟାରେ ଲଘୁଚାପ ସୃଷ୍ଟି ହୋଇପାରେ। ଏହାଦ୍ୱାରା ସାରା ରାଜ୍ୟରେ ବର୍ଷା ହୋଇପାରେ। 

ଅଧିକ ପଢ଼ନ୍ତୁ: ସକାଳ ବା ପାହାନ୍ତିଆ ସେକ୍ସ ଶରୀରକୁ ଦେଇଥାଏ ଏହି ସବୁ ଫାଇଦା, ଜାଣି ନାହାନ୍ତି ଯଦି ଏବେ ହିଁ ଜାଣି ରଖନ୍ତୁ 

ଆକଳନ କରାଯାଉଛି ଯେ ଆସନ୍ତା ୧୧ ଦିନ ମଧ୍ୟରେ ରାଜ୍ୟରେ ସମୁଦାୟ ବର୍ଷା ସ୍ୱାଭାବିକଠାରୁ ଦୁଇଗୁଣା ଅଧିକ ହୋଇପାରେ। ଏହି ସମୟରେ ସମ୍ଭବତଃ ଉତ୍ତର ଉପକୂଳରେ କିଛି କମ୍‌‌ ବର୍ଷା ହୋଇପାରେ ବୋଲି ସେ କହିଛନ୍ତି। ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ, ୧୨ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଏକ ନୂଆ ଘୂର୍ଣ୍ଣିବଳୟ ସୃଷ୍ଟି ହେବ।

ଅଧିକ ପଢ଼ନ୍ତୁ: ଆର୍ଥିକ ସଙ୍କଟରୁ ମୁକ୍ତି ପାଇବା ପାଇଁ ଚାହୁଁଛନ୍ତି, ତାହାହେଲେ ଶୁକ୍ରବାର ରାତିରେ କରନ୍ତୁ ଏହି ଗୁପ୍ତ ଉପାୟ

Share this story