ବିବାହର ପ୍ରଲୋଭନ ଦେଖାଇ ଶାରୀରିକ ସମ୍ପର୍କ, ବାରମ୍ବାର ଗର୍ଭପାତ ଅଭିଯୋଗରେ ବନ୍ଧାହେଲେ SOG ହାବିଲଦାର
ଓଡ଼ିଆ ଗସିପ୍ ବ୍ୟୁରୋ: SOG ହାବିଲଦାରଙ୍କ କଳଙ୍କିତ କାରନାମା । ଅଧ୍ୟାପିକାଙ୍କୁ ବିବାହର ପ୍ରଲୋଭନ ଦେଖାଇ ପ୍ରଥମେ ଶାରୀରିକ ସମ୍ପର୍କ ପରେ ବାରମ୍ବାର ଗର୍ଭପାତ ଅଭିଯୋଗ ହୋଇଛି। ଏହାପରେ ଚନ୍ଦକା SOG କ୍ୟାମ୍ପର ହାବିଲଦାର ପ୍ରେମସାଗର ବାରାଙ୍କୁ ପୁଲିସ ଗିରଫ କରିଛି।
ଅଧିକ ପଢନ୍ତୁ :ଅନ୍ଧ କରିଦେଉଛି ଡାଇବେଟିସ୍, ତୁରନ୍ତ ଛାଡନ୍ତୁ ଏହି ୯ ଖାଦ୍ୟ, ଦୃଷ୍ଟିଶକ୍ତି ହ୍ରାସରୁ ବଞ୍ଚିଯିବେ!
ଖବର ଅନୁଯାୟୀ, ଦୀର୍ଘ ୮ ବର୍ଷ ହେବ ଅଧ୍ୟାପିକାଙ୍କୁ ବିବାହର ପ୍ରଲୋଭନ ଦେଖାଇ ବାରମ୍ବାର ଶାରୀରିକ ସମ୍ପର୍କ ରଖୁଥିଲା ପ୍ରେମ ସାଗର । ରେଣ୍ଟାଲ କଲୋନୀ ରେ ଦୁହେଁ ୮ ବର୍ଷ ହେବ ଏକାଠି ରହି ଆସୁଥିଲେ ।
ଅଧିକ ପଢନ୍ତୁ : ୨୦୨୪ ରେ ଏହି ୫ ରାଶିର ଲୋକଙ୍କ ବଦଳିବ ଭାଗ୍ୟ, ବର୍ଷ ସାରା ଖାଲି ଟଙ୍କା ହିଁ ଟଙ୍କା!
ଅଧ୍ୟାପିକା ଜଣଙ୍କ ବିବାହ ପାଇଁ କହିବାରୁ ପ୍ରେମ ସାଗର ତାଙ୍କୁ ମାଡ଼ ମାରିବା ସହ ହତ୍ୟା ଧମକ ଦେଇଥିଲେ । ପରେ ମହିଳା ଥାନାରେ ଅଭିଯୋଗ ପରେ ପ୍ରେମସାଗରଙ୍କୁ ବାନ୍ଧିଚି ମହିଳା ଥାନା ପୁଲିସ । ଖାଲି ଅଧ୍ୟାପିକା ନୁହଁନ୍ତି ଏକାଧିକ ଯୁବତୀଙ୍କ ଙ୍କ ସହ ସମ୍ପର୍କ ଥିବା ନେଇ ଥାନାରେ ଅଭିଯୋଗ ହୋଇଛି।
ଅଧିକ ପଢନ୍ତୁ :୩୦ବର୍ଷ ପରେ ଶନି ଗୋଚର, ବଦଳିବ ଏମାନଙ୍କ ଜୀବନ, ସୁଖ ଶାନ୍ତି ବଢ଼ିବା ସହ ବଢିବ ଧନ !