ବିବାହିତା କଲେଜ ଛାତ୍ରୀଙ୍କୁ ସ୍ବାମୀ ଆଗରେ ୫ ଜଣ କାଜୁ ଜଙ୍ଗଲରେ ବଳ ପୂର୍ବକ କଲେ ଗଣ ଦୁଷ୍କର୍ମ

ଓଡ଼ିଆ ଗସିପ୍ ବ୍ୟୁରୋ: ଢେଙ୍କାନାଳ ଜିଲ୍ଲା ଭୁବନ ଅନ୍ତର୍ଗତ ବାରୁଆ ଛକରେ କଲେଜ ପଢୁଆ ବିବାହିତା ଛାତ୍ରୀଙ୍କୁ ଗଣ ଦୁଷ୍କର୍ମ ଅଭିଯୋଗ। ସ୍ବାମୀ ଆଗରେ ୫ ଜଣ ଗଣ ଦୁଷ୍କର୍ମ କରିଥିବା ଅଭିଯୋଗ ହେଇଛି।
ଅଧିକ ପଢ଼ନ୍ତୁ: ଦିନକୁ ଦିନ କାହିଁକି ବଢୁଛି ଷ୍ଚ୍ରୋକ୍ ? କ’ଣ କଲେ କମ ରହିବ ଷ୍ଟ୍ରୋକ୍ ରିସ୍କ, ଜାଣନ୍ତୁ ସଂକ୍ଷେପରେ...
କଲେଜ ଛୁଟି ପରେ ନିଜ ଘର କାଳିଆପାଣିକୁ ସ୍ବାମୀ ସହିତ ଯାଉଥିବା ବେଳେ ୫ଜଣ ବଳ ପୂର୍ବକ ଦୁଷ୍କର୍ମ କରିଥିବା ପିଡୀତା ଭୁବନ ଥାନାରେ ଅଭିଯୋଗ କରିଛନ୍ତି। ଛାତ୍ରୀ ଜଣକ ଭୁବନ ଅଞ୍ଚଳରେ ରହି ପାଠ ପଢୁଥିଲେ।
ଅଧିକ ପଢ଼ନ୍ତୁ: ଶନିଙ୍କ ଆର୍ଶିବାଦରୁ ଚମକିବ ୫ ରାଶିଙ୍କ ଭାଗ୍ୟ, ଆସୁଛି ଭଲ ସମୟ, କୋଟିପତି ହେବେ ଏହି ସବୁ ରାଶି!
ଭୁବନ ପୁଲିସ ୪୦୯/୨୩ ରେ ମାମଲା ରୁଜୁ କରି ପିଡୀତାଙ୍କୁ ଡାକ୍ତରୀ ମଇନା ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି। ଉକ୍ତ ପିଡୀତାଙ୍କୁ କାଜୁ ଜଙ୍ଗଲରେ ଦୁଷ୍କର୍ମ କରିବା ସହିତ ତାଙ୍କ ସ୍ଵାମୀଙ୍କ ପାଖରେ ଥିବା ଟଙ୍କା ଓ ମୋବାଇଲ ନେଇ ଦୁର୍ବୃତ୍ତ ଫେରାର ହୋଇ ଯାଇଛନ୍ତି।
ଅଧିକ ପଢ଼ନ୍ତୁ: ସତର୍କ ରୁହନ୍ତୁ ଏହି ରାଶିର ଲୋକ; ଜାଣନ୍ତୁ କେମିତି କଟିବ ଏହି ସପ୍ତାହ, ପଢନ୍ତୁ ଏ ସପ୍ତାହର ରାଶିଫଳ…