ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଲରି ସହ ଧକ୍କା ହେଲା ଆମ୍ବୁଲାନ୍ସ , ୪ ଓଡ଼ିଆଙ୍କ ଗଲା ଜୀବନ, ୩ ଗୁରୁତର
 

Andhra Pradesh road accident 4 from Odisha dead 3 critical
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା
 

ଓଡ଼ିଆ ଗସିପ୍ ବ୍ୟୁରୋ: ଲରି ସହ ଧକ୍କା ହେଲା ଆମ୍ବୁଲାନ୍ସ । ଦୁର୍ଘଟଣାରେ ୪ ଜଣ ଓଡ଼ିଆ ମୃତ୍ୟୁବରଣ କରିଥିବାବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି ।

ଅଧିକ ପଢ଼ନ୍ତୁ: ଏହି ରାଶି ବ୍ୟକ୍ତିଙ୍କ ପାଇଁ ଆଗାମୀ ୧୧୮ ଦିନ ରହିବ ବରଦାନ ଭଳି, ବୃହସ୍ପତି କରିଦେବେ ମାଲାମାଲ୍

ଆନ୍ଧ୍ରପ୍ରଦେଶ ଚିତ୍ତୁର ଜିଲ୍ଲା ତିରୁପତି ବେଙ୍ଗାଳୁରୁ ଜାତୀୟ ରାଜପଥରେ ଘଟିଛି ଏହି ମର୍ମଦୁନ୍ତ ସଡକ ଦୁର୍ଘଟଣା । ରୋଗୀ ଧରି ବେଙ୍ଗଲୁରୁ ଭିକ୍ଟୋରିଆ ହସ୍ପିଟାଲ ଯିବା ବେଳେ ଏହି ଦୁର୍ଘଟଣା ଘଟିଛି ।

ଅଧିକ ପଢ଼ନ୍ତୁ: ଏମାନଙ୍କ ପାଇଁ ଆଜି ଦିନଟି ଖରାପ; ଜାଣନ୍ତୁ ଆପଣଙ୍କ ରାଶିଫଳ, କେମିତି କଟିବ ଆଜିର ଦିନ 

ଚିକିତ୍ସା ପାଇଁ ଭୁବନେଶ୍ୱରରୁ ବେଙ୍ଗାଲୁରୁ ଯାଉଥିଲେ । ସମସ୍ତ ମୃତକ ପଟ୍ଟାମୁଣ୍ଡାଇ ଗୋବିନ୍ଦପୁର ଅଞ୍ଚଳର ବୋଲି ସୂଚନା ମିଳିଛି । ମୃତକଙ୍କ ମଧ୍ୟରେ ୩ ଜଣ ପୁରୁଷ ଓ ଜଣେ ମହିଳା ଥିବା ଜଣାପଡିଛି ।

ଅଧିକ ପଢ଼ନ୍ତୁ: ମୃତ୍ୟୁ ପୂର୍ବରୁ ମିଳିଥାଏ ଏହି ଲକ୍ଷଣ; ୪୦ ସେକେଣ୍ଡ ପୂର୍ବରୁ ଘଟିଥାଏ ଏହି ଭୟାନକ ଓ କଷ୍ଟଦାୟକ ଘଟଣା!

Share this story