ରାଜ୍ୟରେ ଉପରମୁହାଁ କରୋନା, ଗତ ୨୪ ଘଣ୍ଟାରେ ୫ ଆକ୍ରାନ୍ତ, ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୩କୁ ବୃଦ୍ଧି
 

Another 8 Covid Postive Detected In Odisha 13 Active Cases
ରାଜ୍ୟରେ ଉପରମୁହାଁ କରୋନା
 

ଓଡ଼ିଆ ଗସିପ୍ ବ୍ୟୁରୋ: ରାଜ୍ୟରେ ପୁଣି ଡରାଇବା ଆରମ୍ଭ କଲାଣି କରୋନା। କୋଭିଡର ନୂଆ ଭାରିଏଣ୍ଟ ‘ଜେଏନ ୧’ ସଂକ୍ରମଣ ମାମଲାରେ ଦିନକୁ ଦିନ ବଢ଼ିବାରେ ଲାଗିଛି। ୨୪ଘଣ୍ଟା ମଧ୍ୟରେ ଆଉ ୫ ଜଣ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୩ ରେ ପହଞ୍ଚିଛି।

ଅଧିକ ପଢନ୍ତୁ :ମଙ୍ଗଳ ଗୋଚର ଫଳରେ ଏହି ୩ ରାଶିଙ୍କ ପାଇଁ ପାଲଟିବ ବରଦାନ, ଦୂର ହେବ ଟାଙ୍କର ଅଭାବ!

ତଥ୍ୟ ଅନୁଯାୟୀ, ଓଡ଼ିଶାରେ ଗୁରୁବାର ସୁଦ୍ଧା ମୋଟ ୮ଜଣ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଥିଲେ। ଆଜି ଏହି ସଂଖ୍ୟା ୧୩କୁ ବୃଦ୍ଧି ପାଇଛି। ଓଡ଼ିଶାରେ ଡିସେମ୍ବର ୩ ତାରିଖରେ ପ୍ରଥମ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ ।

ଅଧିକ ପଢନ୍ତୁ : ଶୀତଦିନେ ସେକ୍ସ କରିବାକୁ ଅଧିକ ଇଚ୍ଛା ହୁଏ କାହିଁକି? ଜାଣନ୍ତୁ ଏହା ପଛର ବୈଜ୍ଞାନିକ କାରଣ
 

Share this story