ଅକ୍ଟୋବରରେ ଆସୁଛି ଆଉ ଏକ ଲଘୁଚାପ ! ଏହି ତାରିଖରୁ ସୃଷ୍ଟି ହେବ ଘୂର୍ଣ୍ଣିବଳୟ 
 

Another low pressure expected in actober first week
ଅକ୍ଟୋବରରେ ଆସୁଛି ଆଉ ଏକ ଲଘୁଚାପ 
 

ଓଡ଼ିଆ ଗସିପ୍ ବ୍ୟୁରୋ: ଆସନ୍ତା ୨୯ରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ। ଅକ୍ଟୋବର ପହିଲାରେ ଲଘୁଚାପ ସମ୍ଭାବନା । ସେପ୍ଟେମ୍ବର ୨୯ ତାରିଖ ବେଳକୁ ଉତ୍ତର ଆଣ୍ଡାମାନସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି।

ଅଧିକ ପଢ଼ନ୍ତୁ: ଚାଣକ୍ୟ ନୀତି ଅନୁଯାୟୀ ଭୁଲ୍‌ରେ ବି ସ୍ତ୍ରୀଙ୍କୁ କୁହନ୍ତୁନି ଏହି ୪ ଟି କଥା, ଶାନ୍ତିରେ ବଞ୍ଚିବା ବି ହୋଇଯିବ କାଠିକର ପାଠ

ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ପରବର୍ତ୍ତୀ ୪୮ଘଣ୍ଟାରେ ଉତ୍ତର ଆଣ୍ଡାମାନ ସାଗର ପାର୍ଶ୍ଵବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ ସମ୍ଭାବନା ରହିଛି।

ଅଧିକ ପଢ଼ନ୍ତୁ: ସେକ୍ସ ଟାଇମିଂକୁ ନେଇ କନଫ୍ୟୁଜ୍ କି? ପାର୍ଟନରଙ୍କ ଶୀଘ୍ର ପତନ ପାଇଁ ଚିନ୍ତିତ ? ଜାଣନ୍ତୁ କଣ କରିବେ

ଏହି ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି । ଏହା ଘନୀଭୂତ ହେବା ପାଇଁ ପାଗ ଅନୁକୂଳ ରହିଛି । ଏହା ଘନୀଭୂତ ହୋଇ ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବ। ଏନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।

ଅଧିକ ପଢ଼ନ୍ତୁ: ପ୍ରତିଦିନ ସେକ୍ସ କଲେ ଶରୀରକୁ ମିଳିଥାଏ ଏହି ୧୦ଟି ଜବରଦସ୍ତ ଫାଇଦା, ଜାଣି ନାହାନ୍ତି ଯଦି ଏବେ ହିଁ ଜାଣି ରଖନ୍ତୁ 

ଦୀର୍ଘ ଦିନର ଲୁଚା ଛପା ପ୍ରେମ ପରେ ଉଭୟଙ୍କ ନିର୍ବନ୍ଧ ସରିଥିଲା ଏବଂ କାଲି ବାହାଘର ହେଉଛି । କାଲି ସେ ଘୋଡ଼ାରେ ଚଢିଆ ସହ ସାଙ୍ଗ ସାଥି, ବନ୍ଧୁ ପରିଜନଙ୍କ ଗହଣରେ ନୀଚି ନଚାଇ ପରିଣୀତି ଚୋପ୍ରାଙ୍କ ହାତ ଧରିବେ । 

ଅଧିକ ପଢ଼ନ୍ତୁ: କାହା ପାଇଁ ଭଲ ତ କାହା ପାଇଁ ଖରାପ; କେମିତି କଟିବ ଏହି ସପ୍ତାହ, ଜାଣନ୍ତୁ ଏ ସପ୍ତାହର ରାଶିଫଳ

ମିଳିଥିବା ଖବର ଅନୁସାରେ ଦୁହିଁଙ୍କର ବିବାହ ଉଦୟପୁରର ଏକ ବିଳାମମୟ ହୋଟେଲର ହେବ । ବିବାହ ପାଇଁ ସେମାନେ ଓ ସେମାନଙ୍କ ପରିବାର ବର୍ତ୍ତମାନ ଉଦୟପୁର ପହଞ୍ଚିସାରିଛନ୍ତି । ଆଜିଠୁ   ସେମାନଙ୍କ ବିବାହ ରୀତିନୀତି ଆରମ୍ଭ ହେବ । କାଲି ଦ୍ୱିପହରରେ ସେମାନଙ୍କ ବିବାହ ହେବ । ଏହା ପରେ ସଂଧ୍ୟାରେ ସେମାନଙ୍କ ରିସେପ୍ସନ ରଖାଯାଇଛି ।

ଅଧିକ ପଢ଼ନ୍ତୁ: ସକାଳ ବା ପାହାନ୍ତିଆ ସେକ୍ସ ଶରୀରକୁ ଦେଇଥାଏ ଏହି ସବୁ ଫାଇଦା, ଜାଣି ନାହାନ୍ତି ଯଦି ଏବେ ହିଁ ଜାଣି ରଖନ୍ତୁ 

Share this story