୧୪ ହଜାର ଟଙ୍କା ଲାଞ୍ଚ ନେଉଥିଲା ବେଳେ ପ୍ରଧାନ ଶିକ୍ଷକଙ୍କୁ ମାଡ଼ିବସିଲା ଭିଜିଲାନ୍ସ
 

Bargarh School Headmaster Arrested While Accepting Bribe of Rs 14k
ଲାଞ୍ଚ ନେଉଥିଲା ବେଳେ ପ୍ରଧାନ ଶିକ୍ଷକଙ୍କୁ ମାଡ଼ିବସିଲା ଭିଜିଲାନ୍ସ
 

ଓଡ଼ିଆ ଗସିପ୍ ବ୍ୟୁରୋ: ଭିଜିଲାନ୍ସ  ଜାଲରେ ପ୍ରଧାନ ଶିକ୍ଷକ। ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ବରଗଡ଼ କୁସନପୁରୀ ହାଇସ୍କୁଲର ପ୍ରଧାନ ଶିକ୍ଷକ ବାଳମୁକୁନ୍ଦ ପ୍ରଧାନ । 

ଅଧିକ ପଢନ୍ତୁ : ଅଚାନକ୍ “ହୃଦଘାତ” ଆସିଲେ କରିବେ କଣ ? ଜାଣିଲେ ଆପଣ ମଧ୍ୟ ବଞ୍ଚାଇପାରିବେ ଜଣଙ୍କ ଜୀବନ

ଏସ୍ଏଚ୍‌ଜି ଫାଇଲ୍ ରିଲିଜ୍‌ ପାଇଁ ୧୪ ହଜାର ଟଙ୍କା ଲାଞ୍ଚ ନେଉଥିଲା ବେଳେ ମାଡ଼ିବସିଲା ଭିଜିଲାନ୍ସ। ଉକ୍ତ ଟଙ୍କା ଜବତ କରିଛି ଭିଜିଲାନ୍ସ। ଏହାପରେ ତାଙ୍କର ଏକକାଳୀନ ୨ଟି ସ୍ଥାନରେ ଚଢାଉ ଜାରି ରହିଥିବା ସୂଚନା।

ଅଧିକ ପଢନ୍ତୁ : ମାଡ଼ି ଆସୁଛି କାଳବୈଶାଖୀ, ଦୁଇଦିନ ଛେଚିବ ବର୍ଷା ! କମିବ ତାତି, ପୁଣି ଏହି ଦିନଠୁ ବଢିବ ତାପମାତ୍ରା
 

Share this story