ନିର୍ବାଚନକୁ ଦୃଷ୍ଟିରେ ରଖି ୫ ସଂସଦୀୟ କ୍ଷେତ୍ର ପାଇଁ ସଂଯୋଜକ ନିଯୁକ୍ତ କଲେ ବିଜେଡି ସୁପ୍ରିମୋ ନବୀନ 
 

BJD Appoints 5 Senior Leaders As Lok Sabha Coordinators
୫ ସଂସଦୀୟ କ୍ଷେତ୍ର ପାଇଁ ସଂଯୋଜକ ନିଯୁକ୍ତ କଲେ ବିଜେଡି ସୁପ୍ରିମୋ ନବୀନ 
 

ଓଡ଼ିଆ ଗସିପ୍ ବ୍ୟୁରୋ: ଆଗାମୀ ନିର୍ବାଚନକୁ ଦୃଷ୍ଟିରେ ରଖି ବିଜୁ ଜନତା ଦଳ ପକ୍ଷରୁ ୫ଟି ସଂସଦୀୟ କ୍ଷେତ୍ର ପାଇଁ ସଂଯୋଜକ ନିଯୁକ୍ତି ଦିଆଯାଇଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ସଂସଦୀୟ କ୍ଷେତ୍ର ସଂଯୋଜକଙ୍କୁ ନିଯୁକ୍ତି ଦେଇଛନ୍ତି। 

ଆଧିକ ପଢନ୍ତୁ : ଏହି ୫ଟି ଅଭ୍ୟାସ ବ୍ରେନ୍ ଷ୍ଟ୍ରୋ୍‌କ ହେବାର ଆଶଙ୍କାକୁ ବୃଦ୍ଧି କରି ଥାଏ, ଜାଣନ୍ତୁ ସେହି ଅଭ୍ୟାସ ବିଷୟରେ 

BJD

ବିଜେଡି ଉପସଭାପତି ତଥା ଇସ୍ତାହାର କମିଟିର ଅଧ୍ୟକ୍ଷ ଚନ୍ଦ୍ରଶେଖର ସାହୁଙ୍କୁ ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ପାଇଁ ସଂଯୋଜକ ଭାବେ ନିଯୁକ୍ତି ଦିଆଯାଇଛି। ଦେବାଶିଷ ସାମନ୍ତରାୟଙ୍କୁ ଭଦ୍ରକ, ପ୍ରତାପ ଜେନାଙ୍କୁ କେନ୍ଦ୍ରାପଡା, ସୁଜିତ କୁମାରଙ୍କୁ କଳାହାଣ୍ଡି ଓ ସୁବାସ ଖୁଣ୍ଟିଆଙ୍କୁ ପୁରୀ ସଂସଦୀୟ କ୍ଷେତ୍ର ପାଇଁ ସଂଯୋଜକ ଦାୟିତ୍ବ ଦେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ତୁରନ୍ତ ଏହି ନିଯୁକ୍ତି ନିର୍ଦ୍ଦେଶ କାର୍ଯ୍ୟକାରୀ ହୋଇଛି।

ଆଧିକ ପଢନ୍ତୁ : ଏପ୍ରିଲ ୮ରେ ସୂର୍ଯ୍ୟପରାଗ, ଜାଣନ୍ତୁ ଆରମ୍ଭ-ଶେଷ ଓ କେଉଁ ସମୟରେ ଦେଖିବାକୁ ମିଳିବ ଏପରି ମହାଜାଗତିକ ଦୃଶ୍ୟ
 

Share this story