ଗଞ୍ଜାମର ୩ ପ୍ରିଜାଇଡିଂ ଅଫିସରଙ୍କୁ ନିଲମ୍ବନ ନିର୍ଦ୍ଦେଶ ଦେଲେ ସିଇଓ, ୨ ଜଣଙ୍କୁ ଗିରଫ, ଜଣେ ସସପେଣ୍ଡ!
 

CEO Takes Action Against 3 Presiding Officers In Ganjam
ଗଞ୍ଜାମ ଜିଲ୍ଲାପାଳଙ୍କୁ ନିଲମ୍ବନ ନିର୍ଦ୍ଦେଶ ଦେଲେ ସିଇଓ 
 

ଓଡ଼ିଆ ଗସିପ୍ ବ୍ୟୁରୋ: ଗଞ୍ଜାମର ୩ ଜଣ ପ୍ରିଜାଇଡିଂ ଅଫିସରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ।  ଗଞ୍ଜାମର ୩ ପ୍ରିଜାଇଡିଂ ଅଫିସରଙ୍କୁ ନିଲମ୍ବନ ନିର୍ଦ୍ଦେଶ । ଗଞ୍ଜାମ ଜିଲ୍ଲାପାଳଙ୍କୁ ନିଲମ୍ବନ ନିର୍ଦ୍ଦେଶ ଦେଲେ ସିଇଓ । ୩ ଜଣଙ୍କ ମଧ୍ୟରୁ ୨ ଜଣଙ୍କୁ ଗିରଫ କରାଯିବ। 

ଅଧିକ ପଢନ୍ତୁ : ମେଷ ରାଶିରେ ମଙ୍ଗଳ ଚଳନ ଯୋଗୁଁ ସୃଷ୍ଟି ହେବ ରୁଚକ ରାଜଯୋଗ, ବଦଳିବ ଏହି ୪ ରାଶିର ଆର୍ଥିକ ସ୍ଥିତି!

ଛତ୍ରପୁର ୨୭ ନମ୍ବର ବୁଥ ପ୍ରିଜାଇଡିଂ ଅଫିସର ଗିରଫ ହେବେ । ୧୬୩ ନମ୍ବର ପୁଲିଂ ଷ୍ଟେସନର ପ୍ରିଜାଇଡିଂ ଅଫିସର ଗିରଫ ହେବେ । ସେହିପରି ଗୋପାଳପୁରର ୧୯୩ ନମ୍ବର ପୁଲିଂ ଷ୍ଟେସନ ପ୍ରିଜାଇଡିଂ ଅଫିସର ସସପେଣ୍ଡ ହେବେ । 

ଅଧିକ ପଢନ୍ତୁ : ନଖରୁ ଜାଣନ୍ତୁ ଆପଣଙ୍କ ଲିଭର୍ ଠିକ୍‌ ଅଛି କି ନାହିଁ ? ନଖର ରଙ୍ଗ ଏସବୁ ଗମ୍ଭୀର ରୋଗର ଦିଏ ସଙ୍କେତ...

କାର୍ଯ୍ୟରେ ଗୁରୁତର ଅବହେଳା ଯୋଗୁଁ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ। ପୂର୍ବରୁ ୨ ଜଣ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦେଇଥିଲେ ସିଇଓ ।  ଗଞ୍ଜାମ ଜିଲ୍ଲାର ଚିକିଟିର ବୁଥ୍ ନମ୍ବର ୬୪ର ମାନସ ରଞ୍ଜନ ସେଠୀ । କଳାହାଣ୍ଡି ନର୍ଲାର ଏକ ପୋଲିଂ ଅଧିକାରୀ ତେଜାଂସୁ ସାହାଙ୍କୁ ସସପେଣ୍ଡ କରିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦେଶ ଦିଇଥିଲେ ମୁଖ୍ୟ ନିର୍ବାଚନ ଅଧିକାରୀ।

ଅଧିକ ପଢନ୍ତୁ : ଏହି ୬ ଟି ଖାଦ୍ୟ ବଢ଼ାଉଛି ଡାଇବେଟିସ୍ ହୋଇଯାଆନ୍ତୁ ସାବଧାନ! ନଚେତ୍... 

 

Share this story