ଆୟ ବହିର୍ଭୁତ ସମ୍ପତ୍ତିଠୁଳ ଅଭିଯୋଗରେ ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଘରେ ଚାଲିଛି ରେଡ୍‌
 

Chief Civil Supplies Officer Under Odisha Vigilance Scanner
ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଘରେ ଚାଲିଛି ରେଡ୍‌
 

ଓଡ଼ିଆ ଗସିପ୍ ବ୍ୟୁରୋ: ଭିଜିଲାନ୍ସ ଜାଲରେ ଭୁବନେଶ୍ବର ମୁଖ୍ୟ ଯୋଗାଣ ଅଧିକାରୀ ପ୍ରଶାନ୍ତ କୁମାର ଗନ୍ତାୟତ। ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ମୁଖ୍ୟ ଯୋଗାଣ ଅଧିକାରୀ ପ୍ରଶାନ୍ତ କୁମାର ଗନ୍ତାୟତଙ୍କ ଭୁବନେଶ୍ୱର ଓ ଗଞ୍ଜାମ ଘର ସମେତ ୮ଟି ସ୍ଥାନରେ ଭିଜିଲାନ୍ସ ରେଡ୍‌ କରୁଛି।

ଅଧିକ ପଢନ୍ତୁ :ଏହି ସବୁ ଲକ୍ଷଣ ଦେଖା ଗଲେ ଜମାରୁ କରନ୍ତୁନି ଅଣଦେଖା, ହୋଇପାରେ ହାର୍ଟ ଆଟାକ୍‌, ନଚେତ୍‌...

ଭୁବନେଶ୍ୱର ଓ ଗଂଜାମରେ ଏକକାଳୀନ ଚଢ଼ାଉ ଜାରି ରହିଛି । ଭୁବନେଶ୍ୱର ସ୍ଥିତ କାର୍ଯ୍ୟାଳୟ ଓ ସରକାରୀ ବାସଭବନରେ ଚଢ଼ାଉ କରୁଛି ଭିଜିଲାନ୍ସ ।

ଅଧିକ ପଢନ୍ତୁ :ବିବାହିତ ପୁରୁଷ ମହିଳା ପ୍ରତି କାହିଁକି ଆକର୍ଷିତ ହୁଅନ୍ତି? ଜାଣନ୍ତୁ କଣ କହୁଛି ଚାଣକ୍ୟ ନୀତି ?

ଭୁବନେଶ୍ୱର ଭିଜିଲାନ୍ସ ସ୍ପେଶାଲ ଜଜ୍‌ଙ୍କ ନିର୍ଦ୍ଦେଶ କ୍ରମେ ଭୁବନେଶ୍ୱର ପାଣ୍ଡରା ସ୍ଥିତ ପ୍ଲଟନମ୍ବର ୧୪୮୫ ସ୍ଥିତ ଗୋଟିଏ ମହଲା ଘର, ୧୪୮୪ରେ ଥିବା ତିନି ମହଲା ଘର, ଭବାନୀପୁରରେ ନୀଲାଚଳ ହାଇଟ୍ସର ବରହମପୁର-୨ରେ ଏକ ଆପାର୍ଟମେଣ୍ଟ, ଭୁବନେଶ୍ୱରର ଚନ୍ଦ୍ରଶେଖରପୁରରେ ଅବସ୍ଥିତ ଏକ ଦୁଇ ମହଲା କୋଠା, ଲକ୍ଷ୍ମୀ ସାଗର କେନାଲ ରୋଡରେ ଥିବା ନୀଳାଚଳ ସିଟିରେ ଏକ ଆପାର୍ଟମେଣ୍ଟ, ଭୁବନେଶ୍ବରରେ ଶ୍ରୀ ଗନ୍ତାୟତଙ୍କ ଅଫିସ୍ ଚାମ୍ବର, ଭୁବନେଶ୍ୱର ୟୁନିଟ ୩ ସ୍ଥିତ ସରକାରୀ ବାସଭବନ ଓ ବ୍ରହ୍ମପୁର ବୈଦନାଥପୁର ସ୍ଥିତ ତାଙ୍କ ପୈତୃକ ରେଡ୍‌ ଚାଲିଛି।

ଅଧିକ ପଢନ୍ତୁ :ଯୌନଶକ୍ତି ବଢାଇବ ଏହି ୫ ଖାଦ୍ୟ, ଦରକାର ପଡିବନି ଟାବଲେଟ୍‌ କି କ୍ୟାପସୁଲ୍‌
 

Share this story