ଆଜି ନବୀନଙ୍କ ଜନ୍ମଦିନ, କିନ୍ତୁ ପାଳିବେନି ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କାହିଁକି? କହିଲେ ରାଜ୍ୟବାସୀଙ୍କ...ପାଇଁ ମୁଁ ଋଣୀ 
 

Naveen Patnaik to skip birthday celebrations this year too
ଆଜି ନବୀନଙ୍କ ଜନ୍ମଦିନ
 

ଓଡ଼ିଆ ଗସିପ୍ ବ୍ୟୁରୋ: ଅକ୍ଟୋବର ୧୬ ତାରିଖ ହେଉଛି ଓଡ଼ିଶାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ। ତେବେ ଚଳିତ ବର୍ଷ ମୁଖ୍ୟମନ୍ତ୍ରୀ ଜନ୍ମଦିନ ପାଳିବେ ନାହିଁ କହିଛନ୍ତି। 

ଅଧିକ ପଢ଼ନ୍ତୁ: ୧୭୮ ବର୍ଷ ପରେ ସୂର୍ଯ୍ୟ ପରାଗରେ ଦୁର୍ଲଭ ଯୋଗ, ୩ ରାଶିଙ୍କ ପାଇଁ ଶୁଭ ସମୟ, ଧନଲାଭ ସହ ବଢି଼ବ ବ୍ୟାଙ୍କ ବାଲାନ୍ସ,!

ଗତ ମାସରେ ବଡ଼ ଭଉଣୀ ଗୀତା ମେହେଟ୍ଟାଙ୍କ ପରଲୋକ ହୋଇଛି। ଯେଉଁ କାରଣରୁ ଚଳିତ ବର୍ଷ ସେ ଜନ୍ମଦିନ ପାଳନ କରିବେ ନାହିଁ। ଜନ୍ମଦିନ ଅବସରରେ ନବୀନ ନିବାସକୁ ଯାଇ ଶୁଭେଚ୍ଛା ନ ଜଣାଇବାକୁ ଶୁଭେଚ୍ଛୁଙ୍କୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ। ସେ କହିଛନ୍ତି ଯେ, ‘ରାଜ୍ୟବାସୀଙ୍କ ଭଲପାଇବା, ଶୁଭେଚ୍ଛା ଓ ଆର୍ଶୀବାଦ ପାଇଁ ମୁଁ ଋଣୀ ।’

ଅଧିକ ପଢ଼ନ୍ତୁ: ଓଏଏସ୍‌‌ ସ୍ତରରେ ଅଦଳ ବଦଳ କଲେ ରାଜ୍ୟ ସରକାର, ଜାଣନ୍ତୁ କେଉଁ ଅଧିକାରୀ କେଉଁଠି ପାଇଲେ ନିଯୁକ୍ତି

ତେବେ ମୁଖ୍ୟମନ୍ତ୍ରୀ ଜନ୍ମଦିନ ପାଳନ ନ କରିବା ଆଗରୁ ମଧ୍ୟ ଦେଖିବାକୁ ମିଳିଛି। ବାତ୍ୟା ଏବଂ ଦୁର୍ବିପାକ ଭଳି ସ୍ଥିତି ଉପୁଜି ଥିବାବେଳେ ମଧ୍ୟ ମୁଖ୍ୟମନ୍ତ୍ରୀ ଜନ୍ମଦିନ ପାଳନ କରିନଥିଲେ।

ଅଧିକ ପଢ଼ନ୍ତୁ: ରାହୁ ଗୋଚର ଫଳରେ ସୃଷ୍ଟି ହେବ ଭୟଙ୍କର ପରିସ୍ଥିତି, ଏହି ରାଶିରେ ଲୋକଙ୍କ ଉପରେ ୨୦୨୫ ପର୍ଯ୍ୟନ୍ତ ପଡିବ ପ୍ରଭାବ

Share this story