ଟ୍ରକ-ବାଇକ ମୁହାଁମୁହିଁ ଧକ୍କା, ଦମ୍ପତ୍ତି ମୃତ, ଘଟଣାସ୍ଥଳରୁ ଡ୍ରାଇଭର ଫେରାର
 

couple killed in truck bike collision
ଟ୍ରକ-ବାଇକ ମୁହାଁମୁହିଁ ଧକ୍କା, ଦମ୍ପତ୍ତି ମୃତ
 

ଓଡ଼ିଆ ଗସିପ୍ ବ୍ୟୁରୋ: ଗୁରୁବାର ଅପରାହ୍ନରେ ୪୯ନଂ ଜାତୀୟ ରାଜପଥର ବାଙ୍ଗିରିପୋଷି ନିକଟ ଦୁଆରଶୁଣି ଘାଟିରେ ଏକ ସଡକ ଦୁର୍ଘଟଣାରେ ଦମ୍ପତ୍ତିଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି । 

ଅଧିକ ପଢ଼ନ୍ତୁ: ଡାଇବେଟିସ ହେବା ପୂର୍ବରୁ ଶରୀରରେ ଦେଖା ଦିଏ ଏସବୁ ଲକ୍ଷଣ, ଜାଣି ନାହାନ୍ତି ଯଦି ଏବେ ହିଁ ଜାଣି ରଖନ୍ତୁ

ବିଶୋଇରୁ ବାରିପଦା ବାଇକରେ ଆସୁଥିବା ଏକ ଦମ୍ପତ୍ତିଙ୍କ ବାଇକ ଦୁଆରଶୁଣି ଘାଟିରେ ଏକ ଟ୍ରକ ସହିତ ମୁହାଁମୁହିଁ ଧକ୍କା ହେବା ଫଳରେ ଉଭୟଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି । ଦୁର୍ଘଟଣା ଘଟାଇଥିବା ଟ୍ରକ ରାସ୍ତା ପାର୍ଶ୍ଵ ଗଛକୁ ଧକ୍କା ଦେଇଛି । ଚାଳକ ଘଟଣାସ୍ଥଳରୁ ଫେରାର ହୋଇଯାଇଛି । ବାଙ୍ଗିରିପୋଷି ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି ।

ଅଧିକ ପଢ଼ନ୍ତୁ: ଓଏଏସ୍‌‌ ସ୍ତରରେ ଅଦଳ ବଦଳ କଲେ ରାଜ୍ୟ ସରକାର, ଜାଣନ୍ତୁ କେଉଁ ଅଧିକାରୀ କେଉଁଠି ପାଇଲେ ନିଯୁକ୍ତି

Share this story