ଶ୍ରୀମନ୍ଦିରକୁ ଦର୍ଶନ ପାଇଁ ଆସିଥିବା ହାପପ୍ୟାଣ୍ଟ ପିନ୍ଧା ଭକ୍ତଙ୍କୁ ଧୋତି ପିନ୍ଧାଇ ମନ୍ଦିର ଭିତରକୁ ଛାଡିଲେ ସେବାୟତ
 

Devotees who came to visit srimandir wearing halfpants were dressed in dhoti by sevayat
ହାପ ପ୍ୟାଣ୍ଟ ପିନ୍ଧା ଭକ୍ତଙ୍କୁ ଧୋତି ପିନ୍ଧାଇ ଲେ ସେବାୟତ 
 

ଓଡ଼ିଆ ଗସିପ୍ ବ୍ୟୁରୋ: ହାପ ପ୍ୟାଣ୍ଟ ପିନ୍ଧି ଶ୍ରୀମନ୍ଦିରକୁ ଯିବାବେଳେ ହଟହଟା ହେଲେ ଶ୍ରଦ୍ଧାଳୁ । ହାପ ପ୍ୟାଣ୍ଟ ପିନ୍ଧି ଶ୍ରୀଜଗନ୍ନାଥଙ୍କୁ ଦର୍ଶନ ପାଇଁ ଶ୍ରୀମନ୍ଦିର ଯାଉଥିବାବେଳେ ଶ୍ରଦ୍ଧାଳୁଙ୍କୁ ଅଟକାଇଲେ ସେବାୟତ । ଶ୍ରୀମନ୍ଦିରକୁ ଯିବାବେଳେ ଶୃଙ୍ଖଳିତ ପୋଷାକ ପରିଧାନ ଉପରେ ସଚେତନ କରିବା ସହ ଧୋତି ପିନ୍ଧାଇ ମନ୍ଦିର ଭିତରକୁ ଛାଡିଲେ ।

ଅଧିକ ପଢ଼ନ୍ତୁ: ରାହୁ ଗୋଚର ଫଳରେ ସୃଷ୍ଟି ହେବ ଭୟଙ୍କର ପରିସ୍ଥିତି, ଏହି ରାଶିରେ ଲୋକଙ୍କ ଉପରେ ୨୦୨୫ ପର୍ଯ୍ୟନ୍ତ ପଡିବ ପ୍ରଭାବ

ସୂଚନା ଅନୁସାରେ, ଆଜି କିଛି ଭକ୍ତ ହାପ ପ୍ୟାଣ୍ଟ ପିନ୍ଧି ପୁରୀ ଶ୍ରୀମନ୍ଦିରକୁ ଦର୍ଶନ ପାଇଁ ଆସିଥିବା ବେଳେ ସେମାନଙ୍କୁ ଶାଳୀନତାପୂର୍ଣ୍ଣ ପୋଷାକ ପରିଧାନ କରାଇଲେ ସେବାୟତ । ଶ୍ରୀମନ୍ଦିର ଭିତରକୁ ଯିବା ପୂର୍ବରୁ ସମ୍ପୃକ୍ତ ଭକ୍ତଙ୍କୁ ଅକଟାଇବା ସହ ଧୋତି ପିନ୍ଧାଇ ମନ୍ଦିର ଭିତରକୁ ଛାଡିଥିଲେ । 

ଅଧିକ ପଢ଼ନ୍ତୁ: ଶନିଙ୍କ ଆର୍ଶିବାଦରୁ ଚମକିବ ୫ ରାଶିଙ୍କ ଭାଗ୍ୟ, ଆସୁଛି ଭଲ ସମୟ, କୋଟିପତି ହେବେ ଏହି ସବୁ ରାଶି!

ଶାଳୀନତାପୂର୍ଣ୍ଣ ପୋଷାକ ପିନ୍ଧି ମହାପ୍ରଭୁଙ୍କ ପାଇଁ ଆସିବାକୁ ଶ୍ରଦ୍ଧାଳୁଙ୍କୁ ପରାମର୍ଶ ଦେଇଥିଲେ ସେବାୟତ । ନୂଆବର୍ଷ ପ୍ରଥମ ଦିନରୁ କଡାକଡି ହେବ ନିୟମ ।

ଅଧିକ ପଢ଼ନ୍ତୁ: ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କ ଗର୍ଭରେ ଟିଉସନ ସାରଙ୍କ ପିଲା, ତଦନ୍ତ ପରେ ବାନ୍ଧିଲା ପୋଲିସ 

Share this story