ଓଡ଼ିଶାର ଏହି ୮ ଅଧିକାରୀଙ୍କୁ ଦାୟିତ୍ବରୁ ହଟାଇବାକୁ ନିର୍ବାଚନ କମିସନଙ୍କ ନିର୍ଦ୍ଦେଶ
 

ECI orders transfer of 2 Collectors 1 IG and 5 SPs in Odisha
୮ ଅଧିକାରୀଙ୍କୁ ତୁରନ୍ତ ହଟାଯାଉ..
 

ଓଡ଼ିଆ ଗସିପ୍ ବ୍ୟୁରୋ: ଓଡ଼ିଶାର ୮ ଅଧିକାରୀଙ୍କୁ ହଟାଇବାକୁ ଭାରତର ନିର୍ବାଚନ କମିସନ ନିର୍ଦ୍ଦେଶ ଦେଇଛନ୍ତି। ଏଥିରେ ୨ ଜିଲ୍ଲାପାଳ, ୫ ଏସପି ଓ ଜଣେ ଆଇଜିଙ୍କୁ ତୁରନ୍ତ ହଟାଇବାକୁ ନିର୍ଦ୍ଦେଶ ଦିଆଯାଇଛି। 

ଆଧିକ ପଢନ୍ତୁ : ବିଧାନସଭା ପ୍ରାର୍ଥୀ ଘୋଷଣା କଲା BJP, କିଏ କେଉଁ ଆସନରୁ ପ୍ରାର୍ଥୀ ହେଲେ ଜାଣନ୍ତୁ…

କଟକ ଜିଲ୍ଲାପାଳ ବିନିତ ଭରଦ୍ବାଜ, ଜଗତସିଂହପୁର ଜିଲ୍ଲାପାଳ ପାରୁଲ ପଟୱାରୀ, ଅନୁଗୁଳ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ସୁଧାଂଶୁଶେଖର ମିଶ୍ର, ବ୍ରହ୍ମପୁର ଆରକ୍ଷୀ ଅଧୀକ୍ଷକ ସରବଣା ବିବେକ ଏମ୍‌, ଖୋର୍ଦ୍ଧା ଆରକ୍ଷୀ ଅଧୀକ୍ଷକ ଯୁଗଳ କିଶୋର ବନୋଥ୍, ରାଉରକେଲା ଆରକ୍ଷୀ ଅଧୀକ୍ଷକ ମିତ୍ରଭାନୁ ମହାପାତ୍ର, ସୁନ୍ଦରଗଡ଼ ଆରକ୍ଷୀ ଅଧୀକ୍ଷକ କୱଁର ବିଶାଲ ସିଂହ ଏବଂ କେନ୍ଦ୍ରାଞ୍ଚଳ ଆଇଜି ଆଶିଷ କୁମାର ସିଂହଙ୍କୁ ତୁରନ୍ତ ଦାୟିତ୍ବରୁ ହଟାଇବାକୁ କୁହାଯାଇଛି।

ଆଧିକ ପଢନ୍ତୁ : କେମିତି ଜାଣିବେ ହୋଇଛି କି ପେଟ କ୍ୟାନସର ? ହେବା ପୂର୍ବରୁ ଦେଖାଦିଏ ଏସବୁ ଲକ୍ଷଣ 
 

Share this story