ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ଉଲାକଙ୍କ ପରଲୋକ
 

Former Minister Dambarudhar Ulaka passes away
ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ଉଲାକଙ୍କ ପରଲୋକ
 

ଓଡ଼ିଆ ଗସିପ୍ ବ୍ୟୁରୋ: ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଡମ୍ବୁରୁଧର ଉଲାକାଙ୍କ ପରଲୋକ ଘଟିଛି। ୮୭ ବର୍ଷ ବୟସରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ଘଟିଛି। 

ଅଧିକ ପଢନ୍ତୁ : କିଡନୀକୁ ସୁସ୍ଥ ରଖିବାକୁ ଚାହୁଁଛନ୍ତି କି ? ତେବେ ପ୍ରତିଦିନ ଖାଆନ୍ତୁ ଏହିସବୁ ଖାଦ୍ୟ

ଅସୁସ୍ଥତା କାରଣରୁ ଦୀର୍ଘଦିନ ହେବ ଭୁବନେଶ୍ୱରର ଏକ ଘରୋଇ ହସପିଟାଲରେ ଚିକିତ୍ସାଧୀନ ଥିଲେ ଡମ୍ବୁରୁଧର ଉଲାକା। ଗତ ରାତି ପ୍ରାୟ ୧୧ ଟା ବେଳେ ତାଙ୍କର ମୃତ୍ୟୁ ହୋଇଥିବା ତାଙ୍କ ପୁତ୍ର ନୀଳମାଧବ ଉଲାକା ସୂଚନା ଦେଇଛନ୍ତି।

ଅଧିକ ପଢନ୍ତୁ : ପାରିବାରିକ ସମସ୍ୟା ଦେଖାଦେବା ସହ ଦୀର୍ଘଦିନରୁ ଅଟକି ରହିଥିବା କାର୍ଯ୍ୟ ପୂରା ହେବ! ପଢନ୍ତୁ ଆଜିର ରାଶିଫଳ 

ବିଷମକଟକରୁ ୫ଥର କଂଗ୍ରେସ ବିଧାୟକ ଥିଲେ ଡମ୍ବୁରୁଧର ଉଲାକା। ଏହାସହ ଗୁରୁତ୍ୱପୂର୍ଣ୍ଣ ବିଭାଗର ମନ୍ତ୍ରୀ ମଧ୍ୟ ଥିଲେ। ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁରରେ ୧୯୩୭ ମସିହାରେ ଜନ୍ମ ଗ୍ରହଣ କରିଥିଲେ ଡମ୍ବୁରୁଧର ଉଲାକା।

ଅଧିକ ପଢନ୍ତୁ : କୌଣସି ବିଷୟକୁ ନେଇ ଚିନ୍ତାରେ ରହିବା ସହ ସମସ୍ୟା ଘେରରେ ରହିବେ ଏହି ରାଶି ଲୋକ! ପଢନ୍ତୁ ଏ ସପ୍ତାହର ରାଶିଫଳ
 

Share this story