ବିଲ୍‌ ପାସ୍‌ ପାଇଁ ୫୦ ହଜାର ନେଲା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ ସହକାରୀ ଯନ୍ତ୍ରୀ 
 

Khordha Assistant engineer in Vigilance net for taking bribe Of Rs 50K
ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ

ଓଡ଼ିଆ ଗସିପ୍ ବ୍ୟୁରୋ: ଭିଜିଲାନ୍ସ ଜାଲରେ ପଡ଼ିଲେ ମହିଳା ସହକାରୀ ଯନ୍ତ୍ରୀ । ଖୋର୍ଦ୍ଧା ବ୍ଲକର ସହକାରୀ ଯନ୍ତ୍ରୀ ସଂଗୀତା ମହାପାତ୍ର ଲାଞ୍ଚ ନେଉଥିବାବେଳେ ଆଜି ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି।

ଆଧିକ ପଢନ୍ତୁ : ସ୍ଵାସ୍ଥ୍ୟଗତ ସମସ୍ୟା ଦେଖା ଦେବା ସହ ଏମାନଙ୍କ ଦାମ୍ପତ୍ୟ ଜୀବନ ଚିନ୍ତାଜନକ ରହିବ! ପଢନ୍ତୁ ଆଜିର ରାଶିଫଳ 

ଠିକାଦାରଙ୍କଠାରୁ ୫୦ ହଜାର ଲାଞ୍ଚ ନେଲା ବେଳେ ଧରିଥିଲା ଭିଜିଲାନ୍ସ । ୧୮ ଲକ୍ଷର ବିଲ୍‌ ପାସ୍‌ ପାଇଁ ୨ ଲକ୍ଷ ୧୫ ହଜାର ଦାବି କରିଥିଲେ । ଆଜି ୫୦ ହଜାର ନେଲା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ ସହକାରୀ ଯନ୍ତ୍ରୀ ସଂଗୀତା ମହାପାତ୍ର।

ଆଧିକ ପଢନ୍ତୁ :ବଜ୍ରପାତରେ ହୁତୁହୁତୁ ହୋଇ ଜୀଅନ୍ତା ଜଳିଗଲେ ବାପା ମାଆଙ୍କ ଏକମାତ୍ର ବିଟେକ୍ ପଢୁଆ ପୁଅ
 

Share this story