ମଝି ସମୁଦ୍ରରେ ଘଣ୍ଟାଏ ତଳେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର; ବର୍ଷାର ପରିମାଣ ବଢ଼ିବା ନେଇ ଆଲର୍ଟ ଜାରି
ଓଡ଼ିଆ ଗସିପ୍ ବ୍ୟୁରୋ: ପାଣିପାଗ ସମ୍ପର୍କିତ ଏକ ଗୁରୁତ୍ୱପୂର୍ଣ୍ଣ ଖବର । ଘଣ୍ଟାଏ ତଳେ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର। ଯାହାର ପ୍ରଭାବ ଓଡ଼ିଶା ଉପରେ ଗୁରୁତର ଭାବେ ପଡ଼ିବ । କେବଳ ଓଡ଼ିଶା କାହିଁକି ପଡ଼ୋଶୀ ପଶ୍ଚିମଙ୍ଗର ବିଭିନ୍ନ ଅଞ୍ଚଳରେ ମଧ୍ୟ ଏହି ଲଘୁଚାପର ପ୍ରଭାବ ପଡ଼ିବ ।
ଅଧିକ ପଢ଼ନ୍ତୁ: ଚାଣକ୍ୟ ନୀତି ଅନୁଯାୟୀ ଭୁଲ୍ରେ ବି ସ୍ତ୍ରୀଙ୍କୁ କୁହନ୍ତୁନି ଏହି ୪ ଟି କଥା, ଶାନ୍ତିରେ ବଞ୍ଚିବା ବି ହୋଇଯିବ କାଠିକର ପାଠ
ବିଭିନ୍ନ ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ଅନୁଭୂତ ହେବ ବୋଲି ଆକଳନ କରାଯାଇଛି । କେତେକ ନିର୍ଦ୍ଧିଷ୍ଟ ସ୍ଥାନରେ ମଧ୍ୟମରୁ ପ୍ରବଳ ଓ ଅତି ପ୍ରବଳ ବର୍ଷା ହେବା ସହ ବର୍ଷାର ବିସ୍ତ୍ରୁତି ବଢ଼ିବ ବୋଲି ଆଶଙ୍କା କରାଯାଇଛି ।
ଅଧିକ ପଢ଼ନ୍ତୁ: ସେକ୍ସ ଟାଇମିଂକୁ ନେଇ କନଫ୍ୟୁଜ୍ କି? ପାର୍ଟନରଙ୍କ ଶୀଘ୍ର ପତନ ପାଇଁ ଚିନ୍ତିତ ? ଜାଣନ୍ତୁ କଣ କରିବେ
ପାଣିପାଗ ବିଭିଗାର ସଦ୍ୟତମ ଅନୁସାରେ, ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ-ଓଡିଶା ଉପକୂଳସ୍ଥ ସମୁଦ୍ର ମଧ୍ୟରେ ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି | ଏହା ଆଗାମୀ ୨ ଦିନ ଯାଏଁ ଉତ୍ତର ଓଡିଶା-ଦକ୍ଷିଣ ଝାଡ଼ଖଣ୍ଡ ମଧ୍ୟ ଦେଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରିବାର ସମ୍ଭାବନା ରହିଛି
ଅଧିକ ପଢ଼ନ୍ତୁ: ପ୍ରତିଦିନ ସେକ୍ସ କଲେ ଶରୀରକୁ ମିଳିଥାଏ ଏହି ୧୦ଟି ଜବରଦସ୍ତ ଫାଇଦା, ଜାଣି ନାହାନ୍ତି ଯଦି ଏବେ ହିଁ ଜାଣି ରଖନ୍ତୁ