World Odia Language Conferene

NTPC ରେ ଭୟାବହ ଅଗ୍ନିକାଣ୍ଡ, ନିଆଁକୁ ଆୟତ୍ତ କରିବାକୁ ୫ଟି ଅଗ୍ନିଶମ ଗାଡ଼ି ନିୟୋଜିତ
 

Major Fire Breaks Out At NTPC Plant In Odishas Talcher

NTPC ରେ ଭୟାବହ ଅଗ୍ନିକାଣ୍ଡ

ଓଡ଼ିଆ ଗସିପ୍ ବ୍ୟୁରୋ: ତାଳଚେର କଣିହାଁ NTPC ରେ ଭୟାବହ ଅଗ୍ନିକାଣ୍ଡ । ପ୍ଲାଣ୍ଟ ଭିତରେ ଥିବା କନଭେୟର ବେଲ୍ଟରେ ନିଆଁ ଲାଗିଥିବା ସୂଚନା। କୋଇଲା ଡିପୋରୁ ପ୍ଲାଣ୍ଟ ଭିତରକୁ ଯାଇଥିବା କନଭେୟର ବେଲ୍ଟରେ ନିଆଁ ଲାଗିଛି । 

ଆଧିକ ପଢନ୍ତୁ : କିଡନୀ ଖରାପ ବୋଲି ଜାଣିବେ କେମିତି ? ଏସବୁ ଲକ୍ଷଣ ଦେଖାଦେଲେ ହୋଇଯାଆନ୍ତୁ ସାବଧାନ! 

ତେବେ ପ୍ଲାଣ୍ଟ ଭିତରେ ଲାଗିଥିବା ନିଆଁକୁ ଆୟତ୍ତ କରିବାକୁ ୫ଟି ଅଗ୍ନିଶମ ଗାଡ଼ି ଘଟଣାସ୍ଥଳରେ ନିୟୋଜିତ ହୋଇଛି । ବର୍ତ୍ତମାନ ସୁଦ୍ଧା କିନ୍ତୁ ନିଆଁକୁ ଆୟତ୍ତ କରିପାରି ନାହିଁ। ତେବେ କନଭେୟର ବେଲ୍ଟରୁ କୋଇଲାରେ ଲାଗିଯାଇଥିବାରୁ ଅଞ୍ଚଳ ଧୁଆଁମୟ ହୋଇଯାଇଛି।

ଆଧିକ ପଢନ୍ତୁ : କେମିତି ଜାଣିବେ ହୋଇଛି କି ପେଟ କ୍ୟାନସର ? ହେବା ପୂର୍ବରୁ ଦେଖାଦିଏ ଏସବୁ ଲକ୍ଷଣ 
 

Share this story