NTPC ରେ ଭୟାବହ ଅଗ୍ନିକାଣ୍ଡ, ନିଆଁକୁ ଆୟତ୍ତ କରିବାକୁ ୫ଟି ଅଗ୍ନିଶମ ଗାଡ଼ି ନିୟୋଜିତ
 

Major Fire Breaks Out At NTPC Plant In Odishas Talcher

NTPC ରେ ଭୟାବହ ଅଗ୍ନିକାଣ୍ଡ

ଓଡ଼ିଆ ଗସିପ୍ ବ୍ୟୁରୋ: ତାଳଚେର କଣିହାଁ NTPC ରେ ଭୟାବହ ଅଗ୍ନିକାଣ୍ଡ । ପ୍ଲାଣ୍ଟ ଭିତରେ ଥିବା କନଭେୟର ବେଲ୍ଟରେ ନିଆଁ ଲାଗିଥିବା ସୂଚନା। କୋଇଲା ଡିପୋରୁ ପ୍ଲାଣ୍ଟ ଭିତରକୁ ଯାଇଥିବା କନଭେୟର ବେଲ୍ଟରେ ନିଆଁ ଲାଗିଛି । 

ଆଧିକ ପଢନ୍ତୁ : କିଡନୀ ଖରାପ ବୋଲି ଜାଣିବେ କେମିତି ? ଏସବୁ ଲକ୍ଷଣ ଦେଖାଦେଲେ ହୋଇଯାଆନ୍ତୁ ସାବଧାନ! 

ତେବେ ପ୍ଲାଣ୍ଟ ଭିତରେ ଲାଗିଥିବା ନିଆଁକୁ ଆୟତ୍ତ କରିବାକୁ ୫ଟି ଅଗ୍ନିଶମ ଗାଡ଼ି ଘଟଣାସ୍ଥଳରେ ନିୟୋଜିତ ହୋଇଛି । ବର୍ତ୍ତମାନ ସୁଦ୍ଧା କିନ୍ତୁ ନିଆଁକୁ ଆୟତ୍ତ କରିପାରି ନାହିଁ। ତେବେ କନଭେୟର ବେଲ୍ଟରୁ କୋଇଲାରେ ଲାଗିଯାଇଥିବାରୁ ଅଞ୍ଚଳ ଧୁଆଁମୟ ହୋଇଯାଇଛି।

ଆଧିକ ପଢନ୍ତୁ : କେମିତି ଜାଣିବେ ହୋଇଛି କି ପେଟ କ୍ୟାନସର ? ହେବା ପୂର୍ବରୁ ଦେଖାଦିଏ ଏସବୁ ଲକ୍ଷଣ 
 

Share this story