ବଦଳିଲା ପାଣିପାଗ, ଏତିକି ଦିନ ପର୍ଯ୍ୟନ୍ତ ଶୀତ ସହ ଘନ କୁହୁଡ଼ି କରିବ ଅସ୍ତବ୍ୟସ୍ତ
 

Night Temp To Drop to Next 3 Days in Odisha
ବଢିବ ଶୀତ ଏସବୁ ଜିଲ୍ଲାକୁ ୟେଲୋ ଆଲର୍ଟ
 

ଓଡ଼ିଆ ଗସିପ୍ ବ୍ୟୁରୋ: ରାଜ୍ୟରେ ଆସନ୍ତାକାଲିଠୁ ପାଣିପାଗରେ ପରିବର୍ତ୍ତନ ଦେଖାଯିବ । ଏଥିସହ ବର୍ଷାରେ ବ୍ରେକ ମଧ୍ୟ ଲାଗିଛି।  କାଲିଠୁ ପ୍ରବଳ ଜାଡ ଅନୁଭୂତ ହେବୋ ବଲି ପାଣିପାଗ ବିଭାଗ ଆକଳନ କରିଛି। ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଶୀତ ସହ ଘନ କୁହୁଡ଼ି ଅସ୍ତବ୍ୟସ୍ତ କରିବ।

ଅଧିକ ପଢନ୍ତୁ : ଶୀତଦିନେ ସେକ୍ସ କରିବାକୁ ଅଧିକ ଇଚ୍ଛା ହୁଏ କାହିଁକି? ଜାଣନ୍ତୁ ଏହା ପଛର ବୈଜ୍ଞାନିକ କାରଣ

ଉତ୍ତର-ପଶ୍ଚିମ ଦିଗରୁ ଓଡ଼ିଶାକୁ ବହୁଛି ଥଣ୍ଡା ଶୁଷ୍କ ପବନ । ଏହାରି ପ୍ରଭାବରେ ଦୁଇଦିନ ମଧ୍ୟରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବ। ଆଭ୍ୟନ୍ତରୀଣ ଓଡିଶାରେ ଶୀତ ଲହରୀ ନେଇ ସତର୍କତା ଜାରି କରିଛି ପାଣିପାଗ ବିଭାଗ ।  

ଅଧିକ ପଢନ୍ତୁ : କେଉଁ କାରଣ ପାଇଁ ଗୋଡ଼ ବିନ୍ଧେ? ଜାଣିଲେ ଆଶ୍ଚର୍ଯ୍ୟ ହେବେ...

ପ୍ରବଳ ଜାଡ ନେଇ ସୁନ୍ଦରଗଡ, ଦେବଗଡ଼, କେନ୍ଦୁଝର, ଅନୁଗୁଳ ଓ ଝାରସୁଗୁଡାକୁ ୟେଲୋ ଆଲର୍ଟ ଜାରି କରାଯାଇଥିବା ବେଳେ ଘନ କୁହୁଡି ନେଇ ଆଭ୍ୟନ୍ତରୀଣ ଏବଂ ଉପକୂଳ ଓଡ଼ିଶାକୁ ସତର୍କ କରାଇଛି।

ଅଧିକ ପଢନ୍ତୁ :ସକାଳ ବା ପାହାନ୍ତିଆ ସେକ୍ସ ଶରୀରକୁ ଦେଇଥାଏ ଏହି ସବୁ ଫାଇଦା, ଜାଣି ନାହାନ୍ତି ଯଦି ଏବେ ହିଁ ଜାଣି ରଖନ୍ତୁ 
 

Share this story