୮ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ ମୋହର, ଜାଣନ୍ତୁ କେଉଁ ପ୍ରସ୍ତାବରେ ସରକାର ମାରିଛନ୍ତି ମୋହର?
ଓଡ଼ିଆ ଗସିପ୍ ବ୍ୟୁରୋ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି। ରାଜ୍ୟ କ୍ୟାବିନେଟରେ ୩ଟି ବିଭାଗର ୮ ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରି ମିଳିଛି।
ମହିଳା ଓ ଶିଶୁ ବିକାଶର ୫୦୪ ଜଣ ଠିକା ସୁପର ଭାଇଜରଙ୍କୁ ରେଗୁଲାର ପାଇଁ ନିଷ୍ପତି ହୋଇଛି। ସ୍ୱାସ୍ଥ୍ୟବିଭାଗର ୬ଟି ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିଛି। ୬ ପାରାମେଡିକ କ୍ୟାଡର ରୁଲ୍ରେ ସଂଶୋଧନ ନେଇ ବି ନିଷ୍ପତ୍ତି ହୋଇଛି
ଆଧିକ ପଢନ୍ତୁ :ସ୍ବାସ୍ଥ୍ୟ ସମସ୍ୟା ଉପୁଜିବା ସହ ଏହି ରାଶି ବ୍ୟକ୍ତିଙ୍କ ଆର୍ଥିକ ସମସ୍ୟା ସୃଷ୍ଟି ହେବ! ପଢନ୍ତୁ ଆଜିର ରାଶିଫଳ
ଜଳ ସମ୍ପଦ ବିଭାଗ ତରଫରୁ ଜଳ ସୂଚନା ବିଜ୍ଞାନ କେନ୍ଦ୍ର ସ୍ଥାପନ ହେବ। ପାଣିପାଗ ଏବଂ ଜଳ ସମ୍ବଧୀୟ ସୂଚନା ପାଇଁ ଗୋଟିଏ ଜାଗାରେ ମିଳିବ ସୁବିଧା । ଏ ନେଇ ଆଜି କ୍ୟାବିନେଟରେ ମୋହର ବାଜିଛି।
ଆଧିକ ପଢନ୍ତୁ : ମନରେ ଦୁଶ୍ଚିନ୍ତା ଓ ଅସ୍ଥିରତା ସହ ଏହି ରାଶିର ବ୍ୟକ୍ତିଙ୍କ କାର୍ଯ୍ୟରେ ପ୍ରତିବନ୍ଧକ ଦେଖାଦେବ! ପଢନ୍ତୁ ଏ ସପ୍ତାହର ରାଶିଫଳ